Month: June 2023

ଆସିଲା ହାଇପରସୋନିକ ମିସାଇଲ, ଶବ୍ଦ ଠାରୁ ଅଧିକ ୧୫ ଗୁଣ ସ୍ପିଡରେ ଯିବ

ନୂଆଦିଲ୍ଲୀ : ଇରାନର ରେଭ୍ୟୁଲେସନାରୀ ଗାର୍ଡ ବା ଆଇଆରଜି ପକ୍ଷରୁ ଗୋଟିଏ ଇଣ୍ଟରମେଡିଏଟ ବାଲାଷ୍ଟିକ ମିସାଇଲକୁ ଆଜି ସାର୍ବଜନୀନ କରାଯାଇଛି। ଏହି ହାଇପରସୋନିକ ମିସାଇଲ ବେଶ ଖତରାନ ଓ ଘାତକ। ଏହା ଶବ୍ଦ ଠାରୁ ୧୫ ଗୁଣା ସ୍ପିଡରେ ଗତି କରିବା…

ବ୍ରିଜ ଭୂଷଣ ଶରଣ ସିଂହଙ୍କ ଘରେ ପଶିଲା ଦିଲ୍ଲୀ ପୁଲିସ୍‌

ନୂଆଦିଲ୍ଲୀ : କୁସ୍ତି ମହାସଂଘର ସଭାପତି ତଥା ବିଜେପି ସାଂସଦ ବ୍ରିଜ ଭୂଷଣ ଶରଣ ସିଂହଙ୍କ ଘରେ ପଶିଲା ଦିଲ୍ଲୀ ପୁଲିସ୍‌ । ବ୍ରିଜ ଭୂଷଣଙ୍କ ଉତ୍ତରପ୍ରଦେଶ ଗୋଣ୍ଡାସ୍ଥିତ ଘରେ ପଶି ତନାଘନା କରିଛି ଦିଲ୍ଲୀ ପୁଲିସ୍‌ । ଦେଶର ଷ୍ଟାର…

‘ଓଡ଼ିଶା ଟ୍ରେନ୍‌ ଟ୍ରାଜେଡିର ସିବିଆଇ ତଦନ୍ତ କଥା ଶୁଣି ବିଳିବିଳାଉଛନ୍ତି ମମତା’

କୋଲକାତା : ଓଡ଼ିଶା ରେଳ ଦୁର୍ଘଟଣାକୁ ନେଇ ତେଜିବାରେ ଲାଗିଛି ରାଜନୀତି। ଏହି ଘଟଣାକୁ ନେଇ ମୁହାଁମୁହିଁ ହୋଇଛନ୍ତି ଟିଏମ୍‌ସି ଓ ବିଜେପି। ଓଡ଼ିଶା ବାହାନଗାରେ ହୋଇଥିବା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତ ସମ୍ପର୍କରେ ଘୋଷଣା କରାଯିବା ପରେ ଏହାକୁ ସହଜେ…

ବାହାନଗା ଟ୍ରେନ୍‌ ଟ୍ରାଜେଡି: ବିଦ୍ୟୁତ୍‌ ଆଘାତରେ ଯାଇଛି ୪୦ ଜୀବନ

ବାହାନଗା : ବାଲେଶ୍ୱରର ବାହାନଗାରେ ଘଟିଥିବା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ସମଗ୍ର ବିଶ୍ୱକୁ ଦୋହଲାଇ ଦେଇଥିବା ବେଳେ ଏଥିରେ ୨୭୫ ଜଣଙ୍କର ଅକାଳ ମୃତ୍ୟୁ ହୋଇଛି। ସେଥିମଧ୍ୟରୁ ବିଦ୍ୟୁତ୍‌ ଆଘାତ ଯୋଗୁ ୪୦ ଜଣଙ୍କ ଜୀବନ ଯାଇଥିବା ଜଣାଯାଇଛି। ଟ୍ରେନ୍‌ ଟ୍ରାଜେଡିର…

‘ଅମିତ ଶାହଙ୍କ ସହ କୌଣସି ଡିଲ ହୋଇନି, ରେସଲରଙ୍କ ଆନ୍ଦୋଳନ ଜାରି ରହିବ’

ନୂଆଦିଲ୍ଲୀ : କୁସ୍ତି ମହାସଂଘର ସଭାପତି ବ୍ରିଜ ଭୂଷଣ ଶରଣ ସିଂହଙ୍କ ବିରୋଧରେ ଆନ୍ଦୋଳନ କରୁଥିବା ଦେଶର ଷ୍ଟାର ରେସଲମାନେ ନିଜ ନିଜ ଚାକିରିକୁ ହଠାତ୍‌ ଫେରି ଯିବାରୁ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଶନିବାର ଆନ୍ଦୋଳନରତ ରେସଲରମାନେ ସ୍ୱରାଷ୍ଟ୍ର…

ଗୋ-ହତ୍ୟାକୁ ନେଇ କର୍ଣ୍ଣାଟକ ମନ୍ତ୍ରୀଙ୍କ ବିବାଦୀୟ ବୟାନ : ଯଦି ମଇଁଷି ମାନଙ୍କୁ ହତ୍ୟା କରାଯାଉଛି, ତା’ହେଲେ ଗାଈ ମାନଙ୍କୁ କାହିଁକି ନୁହେଁ?

ବେଙ୍ଗାଲୁରୁ : ଗୋ-ହତ୍ୟା ଓ କଂସେଇ ଖାନାକୁ ନେଇ କର୍ଣ୍ଣାଟକାର ଜଣେ ମନ୍ତ୍ରୀ ଦେଇଥିବା ବୟାନ ବିରୋଧରେ କିଛି ଲୋକ ବିକ୍ଷୋଭ କରୁଛନ୍ତି। ରାଜ୍ୟରେ ଲାଗୁ ହୋଇଥିବା କଠୋର ଗୋ-ହତ୍ୟା ନିରୋଧ ଆଇନକୁ କଂଗ୍ରେସ ସରକାର ସମୀକ୍ଷା କରୁଥିବା ମନ୍ତ୍ରୀ ଜଣଙ୍କ…

ଜଗନ୍ନାଥ-ଗୋପୀନାଥ ଟ୍ରଷ୍ଟର ପ୍ରଥମ ବାର୍ଷିକ ଉତ୍ସବ ଓ ବିଜ୍ଞାନ ଆଲୋଚନା

ସାଲେପୁର : ସାଲେପୁର ପିକୋଳସ୍ଥିତ ଜଗନ୍ନାଥ – ଗୋପୀନାଥ ଟ୍ରଷ୍ଟର ପ୍ରଥମ ବାର୍ଷିକ ଉତ୍ସବ ଗତ ୪ ତାରିଖ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଟ୍ରଷ୍ଟର ପିକୋଳସ୍ଥିତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି | ଏହି ଉପଲକ୍ଷେ ଆୟୋଜିତ ସଭାରେ ସଭାପତିତ୍ବ କରିଥିଲେ…

ଚଳିତ ଶିକ୍ଷା ବର୍ଷରୁ କାର୍ଯ୍ୟକ୍ଷମ ହେବ ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜ

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାଠାରେ ସ୍ଥାପିତ ହୋଇଥିବା ମେଡିକାଲ କଲେଜ ଓ ହସ୍ପିଟାଲ ଚଳିତ ଶିକ୍ଷାବର୍ଷରୁ କାର୍ଯ୍ୟକ୍ଷମ ହେବ । ରାଜ୍ୟ ସରକାର ଏହି ମେଡିକାଲ କଲେଜ ଓ ହସ୍ପିଟାଲର ନାମ କଳାହାଣ୍ଡି ଜିଲ୍ଲାର ମହାନ ସ୍ୱାଧୀନତା ସଂଗ୍ରାମୀ ଆଦିବାସୀ…

ମୁର୍ଦ୍ଦାଘରେ ପୁଅର ହାତ ହଲୁଥିବା ଦେଖିଲା ବାପା, ବଞ୍ଚିଗଲା ବିଶ୍ୱଜିତ୍‌ଙ୍କ ଜୀବନ

ଓଡ଼ିଶା ଟ୍ରେନ୍ ଦୁର୍ଘଟଣାକୁ ନେଇ ଅନେକ ଯନ୍ତ୍ରଣାଦାୟକ କାହାଣୀ ସାମ୍ନାକୁ ଆସୁଛି। କାହାର ସମ୍ପୂର୍ଣ୍ଣ ପରିବାର ଧ୍ୱଂସ ହୋଇଯାଇଛି ତ କାହାର ମୁଣ୍ଡ ଉପରୁ ମାତାପିତାଙ୍କ ଛାୟା ଉଠିଯାଇଛି। ଅନେକ ନିରୀହ ଅନାଥ ହୋଇଯାଇଛନ୍ତି। ଦୁର୍ଘଟଣାରେ ଏମିତି ବି କିଛି ଲୋକ…

ଦୁଇଦିନ ଧରି ୭ ଶବ ତଳେ ଫସି ରହିଥିବା ୧୦ ବର୍ଷର ବାଳକ ଉଦ୍ଧାର

ଓଡିଶା ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ୨୭୫ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଏହି ରେଳ ଦୁର୍ଘଟଣା ପୁରା ଦେଶକୁ ସ୍ତବ୍ଧ କରି ଦେଇଛି । ଏହି ଦୁର୍ଘଟଣାକୁ ନେଇ ଏବେ ବି…