Month: June 2023

ରେଳ ଚାକିରିକୁ ଫେରିଯାଇ ଏଭଳି ପ୍ରତିକ୍ରିୟା ଦେଲେ ବଜରଙ୍ଗ ପୁନିଆ, ବିନେଶ ଫୋଗଟ ଓ ସାକ୍ଷୀ ମଲିକ

ନୂଆଦିଲ୍ଲୀ : ରେସଲିଂ ଫେଡେରେସନ୍ ଅଫ୍ ଇଣ୍ଡିଆର ସଭାପତିଙ୍କ ବିରୋଧରେ କୁସ୍ତିଯୋଦ୍ଧାଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି । ଏହି କ୍ରମରେ ଖବର ଆସିଛି କି ରେସଲର ବଜରଙ୍ଗ ପୁନିଆ, ବିନେଶ ଫୋଗଟ, ସାକ୍ଷୀ ମଲିକ ତାଙ୍କ ଚ‌ାକିରିକୁ ଫେରି ଯାଇଛନ୍ତି।…

ଟ୍ରେନ ଦୁର୍ଘଟଣା ପ୍ରସଙ୍ଗରେ ସାମାଜିକ ଗଣମାଧ୍ୟମରେ ଟ୍ରୋଲ ହେଲେ ବାଗେଶ୍ବର ବାବା

ନୂଆଦିଲ୍ଲୀ: ବାଗେଶ୍ୱର ଧାମର ଆଚାର୍ଯ୍ୟ ଧୀରେନ୍ଦ୍ର ଶାସ୍ତ୍ରୀ ତାଙ୍କର ଚମତ୍କାର ପାଇଁ ଗତ କିଛି ମାସ ହେଲାଣି ସାରା ଦେଶରେ ଚର୍ଚ୍ଚାରେ ରହିଛନ୍ତି। ସେ ସମସ୍ତଙ୍କ ଅତୀତକୁ ଦେଖି ପାରୁଥିବା ଦାବି କରନ୍ତି। ବେଳେବେଳେ ସେ ଭବିଷ୍ୟବାଣୀ ମଧ୍ୟ କରୁଥିବା ଦେଖାଯାଏ।…

ଆରବ ସାଗରରେ ଲଘୁଚାପ ଯୋଗୁଁ ଆହୁରି ବିଳମ୍ବରେ ଆସିବ ମୌସୁମୀ, ପାଣିପାଗ ବିଭାଗର ସୂଚନା

ନୂଆଦିଲ୍ଲୀ : ସାଧାରଣତଃ ଜୁନ ୧ରେ କେରଳ ପହଞ୍ଚୁଥିବା ଦକ୍ଷିଣ-ପଶ୍ଚିମ ମୌସୁମୀର ଏବର୍ଷ ଜୁନ ୪ରେ ଆସିବ ବୋଲି ଭାରତୀୟ ପାଣିପାଗ ବିଭାଗ କହିଥିଲା । କିନ୍ତୁ ଜୁନ ୫ ହୋଇଥିଲେ ବି, ମୌସୁମୀର ଏପର୍ଯ୍ୟନ୍ତ ଦେଖା ନାହିଁ । ଏହା…

ସ୍ନାନଯାତ୍ରା: ଭକ୍ତଙ୍କୁ ଗଜବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ : ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରବିବାର ଦିନ ଶ୍ରୀମନ୍ଦିର ସ୍ନାନବେଦିରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ସ୍ନାନଯାତ୍ରା। ରତ୍ନବେଦିରୁ ସ୍ନାନବେଦିକୁ ଆସି ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ମହାପ୍ରଭୁଙ୍କ ଏହି ମାନବୀୟ ଲୀଳା…

ତୃତୀୟ ଦିନରେ ଜିଲ୍ଲା ସ୍ତରୀୟ ଅମଲାଙ୍କ ସମୂହ ଛୁଟି ଓ ଶାନ୍ତି ପୂର୍ଣ୍ଣ ଧାରଣା

ଗଜପତି: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ତୃତୀୟ ଦିନରେ ଜିଲ୍ଲା ସ୍ତରୀୟ ଅମଲାଙ୍କ ସମୂହ ଛୁଟି ଓ ଶାନ୍ତି ପୂର୍ଣ୍ଣ ଭାବେ ଧାରଣାରେ ବସିଥିବାର ଦେଖିବାକୁ ମିଳିଛି।ଓଡ଼ିଶା ସରକାରଙ୍କ ବୈମାତୃକ ମନଭାବ ଟାଳଟୁଳ ଓ…

ଦୁର୍ଘଟଣା ପରେ ବାହାନଗା ଷ୍ଟେସନ ASM ଫେରାର, ଜିଆରପି ଥାନାରେ ମାମଲା ରୁଜୁ

ବାହାନଗା : ବାଲେଶ୍ୱର ଜିଲ୍ଲା ବାହାନଗା ଷ୍ଟେସନରେ ଦୁର୍ଘଟଣା ପରେ ASM ଫେରାର। ASM ଏସବି ମହାନ୍ତି ଫେରାର। ଗତକାଲି ଏସବି ମହାନ୍ତି ଷ୍ଟେସନ ଦାୟିତ୍ୱରେ ଥିଲେ। ଗତକାଲି ସଂଧ୍ୟାରେ ବାହାନଗା ଷ୍ଟେସନରେ କରମଣ୍ଡଳ ଏକ୍ସପ୍ରେସ ସମେତ ୩ଟି ଟ୍ରେନ ଦୁର୍ଘଟଣାଗ୍ରସ୍ତ…

ଆଇସକ୍ରିମ ଖାଇ ୪୩ ଜଣ ଅସୁସ୍ଥ, ସୁନାବେଡା ମେଡିକାଲରେ ଭର୍ତ୍ତି

କୋରାପୁଟ: ଆଇସକ୍ରିମ ଖାଇ ୪୩ ଜଣ ଅସୁସ୍ଥ । ୩୨ ଜଣ ସୁନାବେଡା ମେଡିକାଲରେ ଭର୍ତ୍ତି ହୋଇଥିଲେ । ସେଥିମଧ୍ୟରୁ ୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।୨ଜଣକ ଚିକିତ୍ସା ଜାରି ରହିଛି ।୧୧ ଜଣ ଦାମନଯୋଡ଼ି ମେଡିକାଲରେ ଭର୍ତ୍ତି…

ବାହାନଗା ଟ୍ରେନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଦିଆଯିବ ୫ ଲକ୍ଷ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବାହାନଗା ଟ୍ରେନ ଦୁର୍ଘଟଣାରେ ରାଜ୍ୟର ମୃତକ ଓ ଆହତଙ୍କ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି। ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ। ବାହାନଗା ଟ୍ରେନ୍ ଦୁର୍ଘଟଣାର ଶିକାର ହୋଇପ୍ରାଣ ହରାଇଥିବା ବ୍ୟକ୍ତିଙ୍କ…

ଟ୍ରେନ୍‌ ଟ୍ରାଜେଡିକୁ ନେଇ ରିହାତି ଘୋଷଣା କଲା LIC, ଜାରି କଲା ହେଲ୍‌ପ ଲାଇନ୍‌ ନମ୍ବର

ଟ୍ରେନ୍‌ ଟ୍ରାଜେଡିକୁ ନେଇ ରିହାତି ଘୋଷଣା କଲା LIC । LIC, ପିଏମ ଜୀବନ ଜ୍ୟୋତି ପଲିସିଧାରୀଙ୍କ ପାଇଁ ରିହାତି ଘୋଷଣା କରାଯାଇଛି । ପଲିସିଧାରୀଙ୍କ ମୃତ୍ୟୁ ପ୍ରମାଣପତ୍ର ପ୍ରଦାନରେ କୋହଳ କଲା LIC । ରେଳ କର୍ତ୍ତୃପକ୍ଷ, ପୋଲିସ ପକ୍ଷରୁ…

ମୋଦିଙ୍କ ସହ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ, ସ୍ଥିତି ସମ୍ପର୍କରେ କଲେ ଅବଗତ

ଭୁବନେଶ୍ବର : ମୋଦି-ନବୀନ ଆଲୋଚନା । ବାହାନଗା ଟ୍ରେନ୍‌ ଦୁର୍ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ତ୍ତମାନର ସ୍ଥିତି ସମ୍ପର୍କରେ ସେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି । ବିଶେଷ…