Month: June 2023

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ଭଦ୍ରକ ମେଡ଼ିକାଲରେ ଆହତଙ୍କୁ ଭେଟିଲେ ଦୁଇ କେନ୍ଦ୍ରମନ୍ତ୍ରୀ

ଭଦ୍ରକ: ବାଲେଶ୍ବର ଜିଲ୍ଲା ବାହାନଗା ରେଳ ଷ୍ଟେସନ ନିକଟରେ ଗତ ୨ ତାରିଖ ଦିନ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଦୁର୍ଘଟଣାର ଶିକାର ହୋଇ ଚିକିତ୍ସିତ ହେଉଥିବା ଯାତ୍ରୀମାନଙ୍କୁ ରବିବାର ଭଦ୍ରକ ମେଡ଼ିକାଲକୁ ଆସି ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ଵିନୀ ବୈଷ୍ଣବ…

ଶ୍ରୀମନ୍ଦିରରେ ବଡ଼ ଅଘଟଣ: ସ୍ନାନ ମଣ୍ଡପରେ ରକ୍ତଛିଟା

ପୁରୀ : ଆଜି ଦେବସ୍ନାନ ପୂର୍ଣ୍ଣିମାରେ ପୁରୀ ଶ୍ରୀମନ୍ଦିରରେ ବଡ଼ ଅଘଟଣ ଘଟିଛି। ସ୍ନାନ ମଣ୍ଡପ ଚକଡ଼ାରେ ରକ୍ତ ଛିଟା ପଡ଼ିଥିବା ଜଣେ ଜେଟିପି ଦେଖିଥିଲେ। କୌଣସି ସେବାୟତଙ୍କ ଠାରୁ ଏହି ରକ୍ତ ଛିଟା ଲାଗିଥିବା ଆଶଙ୍କା କରାଯାଉଛି। ତେବେ ରକ୍ତ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ପୁରୀରୁ ଭୁବନେଶ୍ୱର, କଟକ ଓ କୋଲକାତାକୁ ମାଗଣା ବସ୍‌ ସେବା

ଭୁବନେଶ୍ୱର: କୋଲକାତାକୁ ମାଗଣା ବସ୍‌ ସେବା । ଦୁର୍ଘଟଣା ପରେ କୋଲକାତାକୁ ଟ୍ରେନ୍‌ ଚଳାଚଳ ବନ୍ଦ ରହିଛି । ଏହାକୁ ଦୃଷ୍ଟିରେ ରଖି ପୁରୀ, ଭୁବନେଶ୍ୱର ଓ କଟକରୁ କୋଲକାତାକୁ ମାଗଣା ବସ୍‌ ସେବା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କ…

ବାହାନଗା ଟ୍ରେନ ଦୁର୍ଘଟଣା: ଉଠାଗଲା ୨୧ଟି ବଗି, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ମରାମତି କାର୍ଯ୍ୟ

ବାଲେଶ୍ୱର: ବାହାନଗାରେ ଦୁର୍ଘଟଣାଗ୍ରସ୍ତ ରେଲେଓ୍ଵ ଲାଇନରେ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ପୁନରୁଦ୍ଧାର କାମ । ଲାଇନଚ୍ୟୁତ ହୋଇଥିବା ୨୧ଟି ବଗିକୁ ହଟାଇ ଦିଆଯାଇଛି । ଟ୍ରାକ୍‌ ଏବଂ ଓଭରହେଡ୍‌ ଲାଇନ୍‌ ମରାମତି କାର୍ଯ୍ୟ ଚାଲିଛି। ଏହି ରୁଟରେ ରେଳ ଚଳାଚଳକୁ ପୁଣି…

ଏମ୍ସରେ ଡାକ୍ତର ଟିମ୍ ସହିତ ଆଲୋଚନା କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟ ଭୁବନେଶ୍ୱର ଏମ୍ସରେ ପହଞ୍ଚିବା ପରେ ଡାକ୍ତରମାନଙ୍କର ଏକ ବୈଠକ ନେଇଛନ୍ତି। ଏହାପରେ ସେ କହିଛନ୍ତି, ଦିଲ୍ଲୀର ୩ଟି ମେଡିକାଲରୁ ବିଶେଷଜ୍ଞ ଡାକ୍ତର ଟିମ୍ ଆସୁଛନ୍ତି। ସେମାନେ ଦିଲୀର ଏମ୍ସ, ରାମ ମନୋହର ଲୋହିଆ,…

କେନ୍ଦ୍ର-ରାଜ୍ୟ ସରକାରଙ୍କ ସମନ୍ବୟ ଯୋଗୁଁ ଲୋକଙ୍କ ଜୀବନ ବଞ୍ଚାଯାଇ ପାରିଛି: ମନସୁଖ ମାଣ୍ଡଭିୟ

କଟକ/ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ବାହାନଗା ନିକଟରେ ଗତ ୨ ତାରିଖ ସନ୍ଧ୍ୟା ସମୟରେ ଟ୍ରେନ ଦୁର୍ଘଟଣାରେ ଆହତମାନଙ୍କୁ ଆଜି ଅପରାହ୍ନରେ ତିନି କେନ୍ଦ୍ରମନ୍ତ୍ରୀ ଭେଟିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ, ଶିକ୍ଷା, ଦକ୍ଷତା, ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳ…

ହାଇୱା ପଛରେ ପିଟି ହୋଇ ନାବାଳିକା ଓ ଶିଶୁ ସମେତ ୩ ମୃତ

ସମ୍ବଲପୁର: ସମ୍ପର୍କୀୟଙ୍କ ମୃତ୍ୟୁ ଖବର ପାଇ ଝାରସୁଗୁଡ଼ାରୁ ସମ୍ବଲପୁର ଦେଇ କଳାହାଣ୍ଡି ଅଭିମୁଖେ ଘରକୁ ଫେରୁଥିବା ସମୟରେ ୧୦ ଜଣ ଯାତ୍ରୀ ଦୁର୍ଘଟଣାର ଶିକାର ହୋଇଛନ୍ତି। ହାଇୱା ପଛରେ ପିଟି ଅଟୋ(ଓଡି ୩୧ଜି ୧୮୮୨)ଟି ସଂପୂର୍ଣ୍ଣ ରୂପେ ଚୁରମାର ହୋଇଯାଇଛି। ଏହି…

୨୭୫ରୁ ୧୦୮ ଜଣଙ୍କର ମୃତଦେହ ଚିହ୍ନଟ କରାଯାଇ ସାରିଛି: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ବାହାନଗା ଷ୍ଟେସନ ନିକଟରେ ଗତ ୨ ତାରିଖ ଦିନ ଘଟିଥିବା ଭୟଙ୍କର ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରୁ ୧୦୮ ଜଣଙ୍କର ମୃତଦେହ ଚିହ୍ନଟ କରାଯାଇ ସାରିଛି। ବାଲେଶ୍ୱର ଜିଲ୍ଲାପାଳ ଦେଇଥିବା ତଥ୍ୟ ଅନୁସାରେ ବାହାନଗା ଟ୍ରେନ ଟ୍ରାଜେଡିରେ ୨୭୫…

ଜ୍ଞାନବାପି ଶୃଙ୍ଗାର ଗୌରୀ ମାମଲା : ସମସ୍ତ ମାମଲାରୁ ଓହରିବା ନେଇ ମୁଖ୍ୟ ପକ୍ଷବାଦୀଙ୍କ ଘୋଷଣା

ବାରଣାସୀ : ଜ୍ଞାନବାପି ଶୃଙ୍ଗର ଗୌରୀ ମାମଲାର ମୁଖ୍ୟ ପକ୍ଷବାଦୀ ତଥା ବିଶ୍ୱ ବୈଦିକ ସନାତନ ସଂଘର ପ୍ରତିଷ୍ଠାତା ଜିତେନ୍ଦ୍ର ସିଂହ ବିସେନ ଜ୍ଞାନବାପି ସହ ଜଡ଼ିତ ସମସ୍ତ ମାମଲାରୁ ଓହରିବା ନେଇ ଘୋଷଣା କରିଛନ୍ତି। ଏହା ପୂର୍ବରୁ ଜିତେନ୍ଦ୍ର ସିଂହଙ୍କ…

କରମଣ୍ଡଳ ଦୁର୍ଘଟଣା: ବିନା ଟିକେଟରେ ଯାତ୍ରା କରିଥିବା ଯାତ୍ରୀଙ୍କୁ ବି ମିଳିବ କ୍ଷତିପୂରଣ

ନୂଆଦିଲ୍ଲୀ: ଓଡ଼ିଶାର ବାଲେଶ୍ୱରର ବାହାନଗାରେ ହୋଇଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଟ୍ରେନ ଦୁର୍ଘଟଣାରେ ୨୭୫ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ରେଳ ଦୁର୍ଘଟଣାରେ ଆହତ ୩୮୨ ବ୍ୟକ୍ତି ଏବେ ବି ରାଜ୍ୟର ବିଭିନ୍ନ ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି । ତେବେ ଏହି…