କୃତ୍ରିମ ବୁଦ୍ଧି ଯୋଗୁ ମେ’ ମାସରେ ଚାକିରି ହରାଇଲେ ୪ ହଜାର ଲୋକ
ନୂଆଦିଲ୍ଲୀ : କୃତ୍ରିମ ବୁଦ୍ଧି ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ)ର କୁପ୍ରଭାବ ମଣିଷ ଉପରେ ପଡ଼ିବା ଆରମ୍ଭ ହୋଇଗଲାଣି। ମଣିଷ ସଭ୍ୟତା ପାଇଁ ଏଆଇ ଘାତକ ବୋଲି ବିଶେଷଜ୍ଞମାନେ କରୁଥିବା ଆକଳନ ଧୀରେଧୀରେ ସତ ପ୍ରମାଣିତ ହେବାରେ ଲାଗିଛି। ଏଆଇ ଯୋଗୁ କେବଳ…