ଏସସିବିରେ ଖାଦ୍ୟ ଯୋଗାଣ ଓ ଖାଉଟି ମନ୍ତ୍ରୀ ଅତନୁ ସବ୍ୟସାଚୀ: ବାହନଗା ରେଳ ଦୁର୍ଘଟଣାରେ ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ
କଟକ: ଏସସିବି ମେଡିକାଲ ପରିଦର୍ଶନ କରି ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି ମନ୍ତ୍ରୀ ଅତନୁ ସବ୍ୟସାଚୀ। ଏପରେ ସେ ଗଣମାଧ୍ୟମକୁ କହିଛନ୍ତି, ଏସସିବିରେ ସମସ୍ତ ବ୍ୟବସ୍ଥା କରାଯାଇଛି। ବାଲେଶ୍ବରଠାରୁ ୨୨ କିମି ଦୂର ବାହାନଗା ରେଳ…