Month: June 2023

ୟୁଜିସି ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ହେଲେ ଓଡ଼ିଶାର ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର କ୍ଷୀତି ଭୂଷଣ ଦାସ

ଭୁବନେଶ୍ବର: ଉଚ୍ଚଶିକ୍ଷାର ଗୁଣବତ୍ତା ସୁଦୃଢ଼ କରିବା ଏବଂ ନିଯୁକ୍ତି ପ୍ରକ୍ରିୟାରେ ସ୍ୱଚ୍ଛତା ଆଣିବା ପାଇଁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଓଡ଼ିଶାର ଜଣେ ବିଶିଷ୍ଟ ଶିକ୍ଷାବିତ୍ ତଥା ଝାଡ଼ଖଣ୍ଡ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର କ୍ଷୀତି ଭୂଷଣ ଦାସଙ୍କୁ ଏକ ଉଚ୍ଚସ୍ତରୀୟ…

ଆସନ୍ତାକାଲି ଦିନ ୧୧ଟାରେ ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ

ଭୁବନେଶ୍ବର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)ର ପରୀକ୍ଷା ଫଳ ଜୁନ୍‌ ୨ ତାରିଖ (ଶୁକ୍ରବାର) ପୂର୍ବାହ୍‌ଣ ୧୧ଟାରେ ପ୍ରକାଶ ପାଇବ। ଛାତ୍ରଛାତ୍ରୀମାନେ ‘ଓଜେଇଇ’ର ୱେବ୍‌ସାଇଟ୍‌ରୁ ଏହି ଫଳାଫଳ ଜାଣିପାରିବେ। ସୂଚନାଯୋଗ୍ୟ, ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନର ଏମ୍‌ବିଏ,…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ: ନିଖୋଜ ଯୁକ୍ତ ୨ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଛତ୍ରପୁର: ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲି ଗ୍ରାମ ନିକଟ ସମୁଦ୍ରରେ ଗାଧୋଇବା ବେଳେ ଆଜି ସକାଳ ୬ଟାରେ ବୁଡ଼ିଯିବା ଘଟଣାରେ ନିଖୋଜ ଛାତ୍ରୀଙ୍କ ମୃତଦେହ ସନ୍ଧ୍ୟାରେ ଉଦ୍ଧାର ହୋଇଛି। ମୃତ ଛାତ୍ରୀ ହେଲେ ପ୍ରଜ୍ଞାରାଣୀ ତ୍ରିପାଠୀ। ଦୀର୍ଘ…

ନାବାଳିକାଙ୍କୁ ଦୁଷ୍କର୍ମ ମାମଲା: ଦୁଷ୍କର୍ମକାରୀକୁ ୧୦ ବର୍ଷ ଜେଲ୍‌, ୨୬ ହଜାର ଜରିମାନା ନିର୍ଦ୍ଦେଶ

ଅନୁଗୁଳ: ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଦୁଷ୍କର୍ମକାରୀକୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଅନୁଗୁଳର ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ସ୍ବତନ୍ତ୍ର ପକ୍‌ସୋ ଅଦାଲତ। ତାଳଚେର କୋଲିୟାରୀ ଥାନା ସେଣ୍ଟ୍ରାଲ କଲୋନିର ସୁଶୀଲ ନାଏକ(୨୬)କୁ ଅଦାଲତ ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ…

କାଳବୈଶାଖୀ ଦେଖାଇଲା ଉଗ୍ର ରୂପ: ଏୟାରଷ୍ଟ୍ରିପ୍‌ ପାଚେରୀ ଭାଙ୍ଗି ୩ ଗୁରୁତର, ଡଙ୍ଗାବୁଡ଼ି ୨ ନିଖୋଜ

ମାଲକାନଗିରି: କାଳବୈଶାଖୀ ଆଜି ଅପରାହ୍‌ଣ ସମୟରେ ମାଲକାନଗିରିରେ ତାଣ୍ଡବ ରଚିଛି। ମାଲକାନଗିରିବାସୀ ଆଜି କାଳବୈଶାଖୀର ଉଗ୍ର ରୂପ ଦେଖିବାକୁ ପାଇଛନ୍ତି। ନିର୍ମାଣାଧୀନ ଏୟାରଷ୍ଟ୍ରିପ୍‌ର ପାଚେରୀ ଭାଙ୍ଗିଯାଇଛି। ଫଳରେ ଏଠାରେ କାର୍ଯ୍ୟରତ ୩ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ…

ଘରକୁ ଫେରିଲେ ଆନ୍ଦୋଳନରତ କୁସ୍ତିଯୋଦ୍ଧା

ନୂଆଦିଲ୍ଲୀ: ନୂଆଦିଲ୍ଲୀ : ଦିଲ୍ଲୀରେ ଭାରତୀୟ କୁସ୍ତି ମହାସଂଘ (ଡବ୍ଲୁଏଫ୍‌ଆଇ) ସଭାପତି ବ୍ରିଜଭୂଷଣ ଶରଣସିଂହଙ୍କ ଗିରଫ ଦାବିରେ ଆନ୍ଦୋଳନ ଚଲାଇଥିବା କୁସ୍ତିଯୋଦ୍ଧାମାନେ ଶେଷରେ ଘରକୁ ଫେରିଛନ୍ତି। କେବଳ ସାକ୍ଷୀ ମଲ୍ଲିକ ଏକମାତ୍ର ଆନ୍ଦୋଳନକାରୀ ଭାବେ ଦିଲ୍ଲୀରେ ରହିଛନ୍ତି। ଆନ୍ଦୋଳନକାରୀମାନେ ଏବେ ନୀରବ…

୮୦ ଦଶକ ଟିପ୍ପଣୀ ପାଇଁ ଅଡ଼ୁଆରେ ରାହୁଲ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧି ଆଜି ତାଙ୍କର ଏକ ଟିପ୍ପଣୀ ଦ୍ବାରା ନିଜ ଗୋଡ଼ରେ ନିଜେ କୁରାଢ଼ି ମାରିଥିବା ଚର୍ଚ୍ଚା ହେଉଛି। କାଲିଫର୍ଣ୍ଣିଆରେ ଭାରତୀୟ ବଂଶୋଦ୍ଭବଙ୍କୁ ଉଦ୍‌ବୋଧନ ଦେଇ ରାହୁଲ କହିଛନ୍ତି, ‘୧୯୮୦ ଦଶକରେ ଦେଶରେ ଦଳିତମାନଙ୍କ ସ୍ଥିତି ଯେଭଳି…

ଓଡ଼ିଶାରେ ଏଫ୍‌ଡିଆଇ ପ୍ରବାହ ମାତ୍ର ୦.୦୮%

ନୂଆଦିଲ୍ଲୀ : ଓଡ଼ିଶାକୁ ୨୦୧୯ ଅକ୍ଟୋବରରୁ ମାର୍ଚ୍ଚ ୩୧, ୨୦୨୩ ମଧ୍ୟରେ ପ୍ରତ୍ୟକ୍ଷ ବିଦେଶ ପୁଞ୍ଜିଲଗାଣ (ଏଫ୍‌ଡିଆଇ) ରହିଛି ମାତ୍ର ୦.୦୮ ପ୍ରତିଶତ। କେନ୍ଦ୍ର ସରକାରଙ୍କ ଡିପାର୍ଟମେଣ୍ଟ୍‌ ଅଫ୍‌ ପ୍ରମୋସନ୍‌ ଅଫ୍‌ ଇଣ୍ଡଷ୍ଟ୍ରିଜ୍‌ ଆଣ୍ଡ୍‌ ଇଣ୍ଟରନାଲ୍‌ ଟ୍ରେଡ୍‌ (ଡିପିଆଇଆଇଟି)ର ସଦ୍ୟତମ ପରିସଂଖ୍ୟାନରୁ…

ଗାଧୋଇଲା ବେଳେ ବୁଡ଼ି ଯାଉଥିଲେ ୩ ଯୁବକ; ସମୁଦ୍ରକୁ ଡେଇଁ ଉଦ୍ଧାର କଲେ ‘ବିଜେପି’ ବିଧାୟକ ହୀରା ସୋଲାଙ୍କି

ଗାନ୍ଧୀନଗର: ଗୁଜରାଟ ଅନ୍ତର୍ଗତ ପଟୱା ଗ୍ରାମ ନିକଟରେ ସମୁଦ୍ରରେ ବୁଡ଼ିଯାଉଥିବା ୩ଜଣ ଯୁବକଙ୍କୁ ରାଜୁଲା ନିର୍ବାଚନ ମଣ୍ଡଳୀର ‘ବିଜେପି’ ବିଧାୟକ ହୀରା ସୋଲାଙ୍କି ବୁଧବାର ଦିନ ଉଦ୍ଧାର କରିଥିବା କଥା ‘ଇଣ୍ଡିଆ ଟୁଡେ’ ରିପୋର୍ଟ କରିଛି। ସଂଗୃହୀତ ସୂଚନା ଅନୁସାରେ, ବୁଧବାର…

ଜମ୍ମୁ ଓ କଶ୍ମୀରର ସାମ୍ବାରେ ସୀମା ସୁରକ୍ଷା ବଳ ଗୁଳି ଚୋଟରେ ପାକିସ୍ତାନୀ ଅନୁପ୍ରବେଶକାରୀ ନିହତ

ନୂଆଦିଲ୍ଲୀ: ବୁଧବାର ରାତିରେ ଜମ୍ମୁ ଓ କଶ୍ମୀରର ସାମ୍ବା ଜିଲ୍ଲା ଅନ୍ତର୍ଗତ ଆନ୍ତର୍ଜାତିକ ସୀମା ଅଞ୍ଚଳରେ ସୀମା ସୁରକ୍ଷା ନିରାପତ୍ତା ବଳଙ୍କ ଗୁଳି ଚୋଟରେ ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ରାତି ପ୍ରାୟ ୨.୩୦ରେ ସାମ୍ବା ସେକ୍ଟର୍‌ ଅନ୍ତର୍ଗତ…