ଦଙ୍ଗାକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ସାଙ୍ଗକୁ ଶାନ୍ତି ଫେରାଇଆଣିବାକୁ ନିଯୁକ୍ତ ହେଲେ ନୂଆ ଡିଜିପି, ରାଜୀବ ସିଂଙ୍କୁ ମିଳିଲା ଦାୟିତ୍ୱ
ଇମ୍ଫାଲ: ମଣିପୁରରେ ଅଶାନ୍ତ ସ୍ଥିତି ଲାଗି ରହିଛି। ବିଭିନ୍ନ ଅଞ୍ଚଳରେ ଲୁଟ୍ ଏବଂ ପୋଡ଼ାଜଳା ଯୋଗୁଁ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ତେବେ ଗୃହମନ୍ତ୍ରୀ ଅମିତ ଶାହାଙ୍କ…