Month: July 2023

ଓଲିଉଡ୍ ହିରୋଇନଙ୍କ ଭିଡିଓ ଭାଇରାଲ, ପୁରୁଷ ବନ୍ଧୁଙ୍କ ନାଁରେ ଥାନାରେ ଏତଲା ଦେଲେ ଅଭିନେତ୍ରୀ

ଭୁବନେଶ୍ଵର: ଓଲିଉଡ଼ରେ ପୁଣି ଉଠିଛି ଅନ୍ତରଙ୍ଗ ଭିଡ଼ିଓ ଭାଇରାଲ୍ ବିବାଦ । ଜଣେ ଜଣାଶୁଣା  ଅଭିନେତ୍ରୀ ତାଙ୍କ ପୁରୁଷବନ୍ଧୁଙ୍କ ନାଁରେ ଆଣିଛନ୍ତି ଅଭିଯୋଗ । ନାୟିକା ଜଣକ…

ମଦ ମାଫିଆଙ୍କ ଦୌରାତ୍ମ୍ୟ, ଅବକାରୀ କର୍ମଚାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ

ଆଠଗଡ଼: ରେଡ୍‌ ବେଳେ ମଦ ମାଫିଆଙ୍କ ଅତର୍କିତ ଆକ୍ରମଣ । ଖଣ୍ଡାରେ ଆକ୍ରମଣ ସହ ଅବକାରୀ ଗାଡ଼ି ଭଙ୍ଗାରୁଜା କରିଛନ୍ତି । ମରଣାନ୍ତକ ଆକ୍ରମଣରେ ଆଠଗଡ଼ ଅବକାରୀ ବିଭାଗର…

ଭୁବନେଶ୍ୱର IIITର ନୂଆ ନିର୍ଦ୍ଦେଶକ ଡ. ଆଶିଷ ଘୋଷ

ଭୁବନେଶ୍ୱର: ଭୁବନେଶ୍ୱର ଟ୍ରିପଲ୍‌ ଆଇଟିର ନୂଆ ନିର୍ଦ୍ଦେଶକ । ଡ. ଆଶିଷ ଘୋଷଙ୍କୁ IIIT ନିର୍ଦ୍ଦେଶକ ଭାବରେ ନିଯୁକ୍ତି ଦେଇଛନ୍ତି ରାଜ୍ୟପାଳ ଗଣେଶୀ ଲାଲ । ତାଙ୍କୁ ୫…

ଅଙ୍ଗନବାଡ଼ି କେନ୍ଦ୍ରରେ ପଶି ଗୋଡ଼େଇ ଗୋଡ଼େଇ କାମୁଡିଲା ଶିଆଳ, ୧୨ ଆହତ

ସୋର: ଅଙ୍ଗନବାଡ଼ି କେନ୍ଦ୍ର ପଶିଗଲା ଶିଆଳ । ଗୋଡ଼େଇ କାମୁଡିଲା । ଶିଆଳ କାମୁଡିବାରୁ ୧୨ ଜଣ ଆହତ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ସୋର ଡାଲଙ୍ଗ ଗାଁରେ…

ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ଗୁମୁଟରୁ ଦାନବାକ୍ସ ଭାଙ୍ଗି ଲୁଟ୍‌

ପୁରୀ: ଶ୍ରୀମନ୍ଦିରକୁ ନେଇ ବିବାଦ ଶେଷ ହେବାର ନାଁ ଧରୁନି । ଗୋଟିଏ ପରେ ଗୋଟିଏ ଅଘଟଣ ଘଟି ଚାଲିଛି । ଶ୍ରୀମନ୍ଦିର ପ୍ରଶାସନ-ସେବାୟତଙ୍କ ମଧ୍ୟରେ ବୁଝାମଣା…

ରାଜଧାନୀରୁ ଦିନକରେ ୪୩ ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର: ମାଡିଚାଲିଛି ଡେଙ୍ଗୁ। ରାଜ୍ୟରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା। ଜଳାଳୟ ପାଲଟିଛି ମଶାଙ୍କ ଘର। ରାଜଧାନୀର ବିଭିନ୍ନ ସ୍ଥାନରେ ଜମିରହୁଛି ପାଣି। ଏଥିଯୋଗୁଁ ଡେଙ୍ଗୁ ମଶାଙ୍କ ବଂଶ ବିସ୍ତାର…

ଭିଜିଲାନ୍ସ ଜାଲରେ ନୟାଗଡ ଜିଲ୍ଲା ଗଣିଆ ଅତିରିକ୍ତ ତହସିଲଦାର

ନୟାଗଡ: ଲାଞ୍ଚ ନେବା ପଡିଲା ମହଙ୍ଗା । ଭିଜିଲାନ୍ସ ଜାଲରେ ପଡ଼ିଲେ ସରକାରୀ ବାବୁ । ନୟାଗଡ ଜିଲ୍ଲା ଗଣିଆ ତହସିଲର ଅତିରିକ୍ତ ତହସିଲଦାର ବନମାଳି  ପରିଡା…

ମହରମ୍ ପୂର୍ବରୁ ଭଦ୍ରକ ସହରରେ ପୋଲିସର ଫ୍ଲାଗ୍ ମାର୍ଚ୍ଚ

ଭଦ୍ରକ: ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଭଦ୍ରକ ସହରରେ ଫ୍ଲାଗ ମାର୍ଚ୍ଚ କରାଯାଇଛି । ଶନିବାର ୨୯ ତାରିଖରେ ମୁସଲିମ୍ ସମ୍ପ୍ରଦାୟର ମହରମ୍ ପର୍ବ ପାଳନକୁ ଦୃଷ୍ଟିରେ ରଖି…

ସୋମବାର ଧାର୍ଯ୍ୟ ହେବ ଅନାସ୍ଥା ପ୍ରସ୍ତାବ ତାରିଖ

କେନ୍ଦ୍ରରେ କ୍ଷମତାସୀନ ବିଜେପି ନେତୃତ୍ୱାଧୀନ ଏନଡିଏ ସରକାର ବିରୋଧରେ କଂଗ୍ରେସ ଆଣିଥିବା ଅନାସ୍ଥା ପ୍ରସ୍ତାବ ଆସନ୍ତା ସପ୍ତାହରେ ଗୃହରେ ଆଗତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ…