Month: July 2023

କ୍ୟାପିଟାଲ ହସ୍ପିଟାଲରେ ଡେଙ୍ଗୁରେ ଚାଲିଗଲା ପ୍ରସୂତିଙ୍କ ଜୀବନ

ଭୁବନଶ୍ୱର:ରାଜଧାନୀରେ ବଢୁଛି ଡେଙ୍ଗୁର ପ୍ରକୋପ । ଇତିମଧ୍ୟରେ ଡେଙ୍ଗୁରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଜି ପୁଣି ଜଣଙ୍କର ମୃତ୍ୟୁ ଘଟିଥିବା ଖବର ମିଳିଛି । କ୍ୟାପିଟାଲ ହସ୍ପିଟାଲରେ ଜଣେ ପ୍ରସୂତିଙ୍କର ଡେଙ୍ଗୁରେ ମୃତ୍ୟୁ ଘଟିଥିବା ଜଣାଯାଇଛି । ଏ ନେଇ…

୭ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ସରସଂଘ ଚାଳକ ଡ଼. ମୋହନ ଭାଗବତ ଆଜିଠାରୁ ୭ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ସେ ସୋମବାର ଓଡ଼ିଶା ଗସ୍ତରେ ବାହାରି ଭୁବନେଶ୍ୱର ପହଞ୍ଚିବେ। ଏହି ଗସ୍ତ ସମୟରେ ଡ଼. ଭାଗବତ ଗଣ୍ଡମୁଣ୍ଡାସ୍ଥିତ ସ୍ୱାମୀ…

ବର୍ଷା ପ୍ରିୟଦର୍ଶିନୀଙ୍କୁ ପଚରାଗଲା ୧୮୦ରୁ ୧୮୫ ପ୍ରଶ୍ନ

ଭୁବନେଶ୍ବର : ରାଜ୍ୟର ବହୁ ଚର୍ଚ୍ଚିତ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ସ୍ୱାମୀ ଅନୁଭବ ମହାନ୍ତି ବିବାହ ବିଚ୍ଛେଦ ମାମଲାରେ ଆଜି ଚୂଡ଼ାନ୍ତ ସାକ୍ଷ୍ୟଗ୍ରହଣ ଶେଷ ହୋଇଛି। ବର୍ଷା ପ୍ରିୟଦର୍ଶିନୀଙ୍କୁ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୨ ଘଣ୍ଟାରୁ ଅଧିକ ସମୟ ଧରି…

ଚିଲିକାକୁ ମାଛ ମାରିବାକୁ ଯାଇଥିବାବେଳେ ବଜ୍ରପାତ ଘଟି ବାପା-ପୁଅ ମୃତ

ବାଲୁଗାଁ: ବାଲୁଗାଁ ଚିଲିକାକୂଳରେ ଥିବା ଶାନ୍ତିନଗର ବାସିନ୍ଦା ବିଧାନ ବିଶ୍ୱାସ ଓ ତାଙ୍କ ପୁଅ ଉତ୍ତମ ବିଶ୍ୱାସ ଚିଲିକାକୁ ମାଛ ମାରିବା ସମୟରେ ଗତ ରବିବାର ରାତ୍ରିରେ ବଜ୍ରପାତରେ ସେମାନଙ୍କର ମୃତ୍ୟୁ ହୋଇଯାଇଛି | ତେବେ ମୃତ ଉତ୍ତମଙ୍କ ସ୍ତ୍ରୀ ମୋନାଲି…

ପ୍ରକାଶ ପାଇଲା ଓଏଏସ୍ ପରୀକ୍ଷାଫଳ

ଭୁବନେଶ୍ୱର: ଆଜି ଓଡିଶା ସିଭିଲ ସର୍ଭିସ ରେଜଲ୍ଟ ପ୍ରକାଶ ପାଇଛି | ଆଉ ଏଥିରେ ୧୬୪ ଜଣ ମହିଳାଙ୍କ ସହ ୪୩୨ ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି | ସୁଦେବ କୁମାର ପୃଷ୍ଟି ଓଏଏସ୍ ଟପ୍ପର ହୋଇଥିବାବେଳେ ଦ୍ଵିତୀୟ ସ୍ଥାନରେ ଅଛନ୍ତି…

ରାୟଗଡ଼ା କଲର୍ଭଟ ଭୁଶୁଡ଼ିବା: ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା, କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ରାୟଗଡ଼ା : ରାୟଗଡ଼ା ଜିଲ୍ଲାର କଲ୍ୟାଣସିଂହପୁରଠାରେ ଏକ ନିର୍ମାଣାଧୀନ କଲର୍ଭଟ ଭାଙ୍ଗି ଯିବା ଘଟଣାରେ ଦାୟୀ କର୍ମଚାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା…

ଭୁବନେଶ୍ୱର ଏମ୍‌ସ ପାଚେରୀ ଭୁଶୁଡ଼ି ୩ ଆହତ

ଭୁବନେଶ୍ବର : ଭୁବନେଶ୍ୱର ଏମ୍‌ସ ହସ୍ପିଟାଲ ପାଚେରୀ ଭୁଶୁଡ଼ି ୩ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଏମ୍‌ସରେ ଭର୍ତ୍ତି କରାଯାଇଛି। ଆହତଙ୍କ ଭିତରେ ଦୁଇ ଜଣ ଏମ୍‌ସ ହାଉସ୍‌ କିପିଂ ଷ୍ଟଫ୍‌ ଅଛନ୍ତି। ବର୍ଷା ସମୟରେ ପାଚେରୀ ପାଖ ଦୋକାନରେ ଆଶ୍ରୟ…

ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ କୋର୍ଟ

ବ୍ରହ୍ମପୁର: ୧୯୯୮ ମସିହାର ଏକ ମାମଲାରେ ବ୍ରହ୍ମପୁରର ଏଡିଜେ-୩ କୋର୍ଟ ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଆଜୀବନ କାରାଦଣ୍ଡ ଆଦେଶ ଦେଇଛନ୍ତି । ନାରାୟଣଙ୍କ ସମେତ ୧୩ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି । ୧୯୯୮ ମସିହାରେ ତତ୍କାଳୀନ ଆରଆଇ ବିନୟ ମେହେରଙ୍କୁ…

ଲାଲୁଙ୍କ ପୂର୍ବାନୁମାନ: ୨୦୨୪ ନିର୍ବାଚନ ହାରିବା ପରେ ମୋଦି ବିଦେଶ ପଳାଇବେ

ପାଟନା : ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ସଭାପତି ଲାଲୁ ପ୍ରସାଦ ଯାଦବ ୨୦୨୪ ସାଧାରଣ ନିର୍ବାଚନକୁ ନେଇ ପୂର୍ବାନୁମାନ କରିଛନ୍ତି। ସେ ଦାବି କରିଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନରେ ନିଜର ପରାଜୟକୁ…

ବିଶ୍ୱକପ ୨୦୨୩: ଅକ୍ଟୋବର ୧୫ ନୁହେଁ, ୧୪ରେ ଭାରତ-ପାକ୍‌ ଲଢ଼େଇ!

ନୂଆଦିଲ୍ଲୀ: ଆସନ୍ତା ଦିନିକିଆ ବିଶ୍ୱକପ ୨୦୨୩ର ସବୁଠାରୁ ହାଇଭୋଲଟେଜ ଭାରତ-ପାକିସ୍ତାନ ମ୍ୟାଚ୍‌ର ତାରିଖ ବଦଳିବ। ବିସିସିଆଇ ଓ ଆଇସିସି ମିଳିତ ଭାବେ ବିଶ୍ୱକପ ମ୍ୟାଚ୍‌ ସୂଚୀ ଜାରି କରିବା ବେଳେ ଏହି ମହାମୁକାବିଲା ଅକ୍ଟୋବର ୧୫ରେ ହେବ ବୋଲି କହିଥିଲେ। କିନ୍ତୁ…