Month: July 2023

କୁସ୍ତି ମହାସଂଘ ନିର୍ବାଚନ: ନାମାଙ୍କନ ଦାଖଲ କଲେ ବ୍ରିଜ ଭୂଷଣଙ୍କ ୧୮ ସମର୍ଥକ

ନୂଆଦିଲ୍ଲୀ : ବିଦାୟ ନେବାକୁ ଥିବା ଭାରତୀୟ କୁସ୍ତି ମହାସଂଘର ସଭାପତି ତଥା ବିଜେପି ସାଂସଦ ବ୍ରିଜ ଭୂଷଣ ଶରଣ ସିଂହ ଏବେ ନୂଆ ଭେଳିକି ଦେଖାଇଛନ୍ତି। ସେ ନିଜ ସମର୍ଥକଙ୍କ ବଳରେ କୁସ୍ତି ମହାସଂଘ ଉପରେ ନିଜର ନିୟନ୍ତ୍ରଣ ରଖିବାକୁ…

ପୁଣି OSCC ( UALB ) ପ୍ରଶ୍ନପତ୍ର ଲିକ! ଭଦ୍ରକ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଉତ୍ତେଜନା

ଭଦ୍ରକ: ରାଜ୍ୟ କର୍ମଚାରୀ ଚୟନ ଆୟୋଗ (ଓଏସଏସସି)ର କାର୍ଯ୍ୟଧାରାକୁ ନେଇ ଗୋଟିଏ ବିବାଦ ଥମି ନଥିବା ବେଳେ ଆଜି ପୁଣି ପ୍ରଶ୍ନପତ୍ର ଲିକ ଅଭିଯୋଗ ନେଇ ବିବାଦ ସୃଷ୍ଟି ହୋଇଛି। ଆଜି ହେଉଥିବା ଯୁଏଲବି ଆକାଉଣ୍ଟାଣ୍ଟ ପରୀକ୍ଷା ପ୍ରଶ୍ନପତ୍ର ଲିକ ହୋଇଥିବା…

ହାତୀକୁ ନିଆଁହୁଳାରେ ମାଡ଼ ଘଟଣାରେ ଦୁଇ ଅସ୍ଥାୟୀ ବନ କର୍ମଚାରୀ ବହିଷ୍କୃତ

ହାତୀକୁ ନିଆଁହୁଳାରେ ମାଡ଼ ଘଟଣାରେ ଦୁଇ ଜଣ ଅସ୍ଥାୟୀ ବନ କର୍ମଚାରୀଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି। ସେମାନେ ହେଉଛନ୍ତି ଦୀପକ ମୁଣ୍ଡା ଓ ବାପି ମାଝୀ। ବନ ବିଭାଗର ଦୁଧିଆଣି ରେଞ୍ଜ ଅଧିକାରୀ ପ୍ରଦୀପ ପୃଷ୍ଟି ଏହି ସୂଚନା ଦେଇଛନ୍ତି। ମୟୁରଭଞ୍ଜ…

ମା ଉଗ୍ରତାରା ମନ୍ଦିରରୁ ଚୋରି, ଲୁଟି ନେଇଛନ୍ତି ଅଳଙ୍କାର

ଟାଙ୍ଗି: ଓଡିଶା ପ୍ରସିଦ୍ଧ ତନ୍ତ୍ର ପୀଠ ମା ଉଗ୍ରତାରାଙ୍କ ମନ୍ଦିର ରୁ ଚୋରି। ଗତ କାଲି ରାତିରେ ହୋଇଛି ଚୋରୀ। ଦୁର୍ବୃତ୍ତମାନେ ଗତ କାଲି ରାତିରେ ମନ୍ଦିରରେ ପଶି ମା’ଙ୍କର ବିଭିନ୍ନ ସୁନା ରୁପା ଅଳଙ୍କାର ଲୁଟି ନେଇଛନ୍ତି। ମନ୍ଦିର ଭିତରେ…

ହେମନ୍ତ ଦାସକୁ ପୁଣି ବାନ୍ଧିଲା ବାଦାମବାଡ଼ି ପୁଲିସ

ପୁଣି ବାଦାମବାଡ଼ି ପୁଲିସ ଦ୍ଵାରା ଗିରଫ ହୋଇଛି କୁଖ୍ୟାତ ଲୁଟେରା ହେମନ୍ତ ଦାସ। ବାଦାମବାଡି ଅଞ୍ଚଳରେ ଥିବା ଏକ ଔଷଧ ଦୋକାନରୁ ଚୋରି କରିବା ଅଭିଯୋଗରେ ପୁଲିସ ତାକୁ ଗିରଫ କରିଛି। ହେମନ୍ତ ନାଁରେ କେବଳ ରାଜ୍ୟରେ ୧୦୦ରୁ ଅଧିକ ମାମଲା…

ନାବାଳକ ନରବଳି ଅଭିଯୋଗ: କିଆକଟା ଥାନାରେ ରୀତାଞ୍ଜଳି ବାଘଙ୍କ ସମେତ ୪ ଅଟକ

ଆଠମଲ୍ଲିକ: ନାବାଳକ ସଞ୍ଜିତକୁ ନରବଳି ଅଭିଯୋଗରେ ୪ଜଣଙ୍କୁ ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ୍ କିଆକଟା ଥାନାରେ ଅଟକ ରଖାଯାଇ ପଚରାଉଚରା କରାଯାଉଥିବାର ଖବର ମିଳିଛି। ଟୁସର ଗାଁର ରୀତାଞ୍ଜଳି ବାଘ ଓ ତାଙ୍କ ୩ ପୁଅକୁ ଅଟକ ରଖିଛି ପୁଲିସ। ସୂଚନା…

ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ସଇଁତଳା ଷ୍ଟେସନରେ ଦୁଇ ଘଣ୍ଟା ଅଟକି ରହିଲା ଇସ୍ପାତ ଏକ୍ସପ୍ରେସ

ଦେଓଗାଁ: ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବଲାଙ୍ଗୀର ଜିଲ୍ଲା ସଇଁତଳା ଷ୍ଟେସନରେ ଦୁଇ ଘଣ୍ଟା ହେଲା ଅଟକି ରହିଥିଲା ଇସ୍ପାତ ଏକ୍ସପ୍ରେସ। ରେଳବାଇର ଟେକ୍ନିକାଲ ଟିମ୍ ତ୍ରୁଟି ସୁଧାରିବା ପାଇଁ ଚେଷ୍ଟା ଜାରି ରଖିଥିଲେ। ସୂଚନା ଅନୁଯାୟୀ, ଆଜି ସକାଳେ ଠିକ୍ ସମୟରେ…

ଅଗଷ୍ଟ ୧୬ରୁ ଗଡ଼ିବନି ବସ୍‌

କଟକ: ଅଗଷ୍ଟ ୧୬ ତାରିଖ ସକାଳୁ ରାଜ୍ୟରେ ଘରୋଇ ବସ୍ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହେବ। ଜିଲ୍ଲା-ଜିଲ୍ଲା ଭିତରେ ଚାଲୁଥିବା ମୋ’ ବସ୍ ଏବଂ ଗାଁରୁ ରାଜଧାନୀ ଯାଏ ଚାଲିବାକୁ ଯାଉଥିବା ‘ଲାକମି’ ଯୋଜନାରେ ବସ୍‌ ଚଳାଚଳକୁ ବିରୋଧ କରି ଘରୋଇ…

ମରଣ ମୁହଁରୁ ବର୍ତ୍ତିଗଲେ ଯାତ୍ରୀ: ବଞ୍ଚେଇଦେଲେ RPF କର୍ମଚାରୀ

ଖୋର୍ଦ୍ଧା: ସାହାସିକତା ଦେଖାଇଲେ ଆରପିଏଫ ଷ୍ଟାଫ୍‌। ଜଣେ ରେଳ ଯାତ୍ରୀଙ୍କୁ ମୃତ୍ୟୁ ପଥରୁ ଫେରାଇ ଆଣିଲେ। ଖୋର୍ଦ୍ଧାରୋଡ୍ ରେଳ ଷ୍ଟେସନରେ ଦେଖିବାକୁ ମିଳିଥିଲା ଏହି ଦୃଶ୍ୟ। ସୂଚନା ଅନୁସାରେ, ଖୋର୍ଦ୍ଧା ରୋଡ଼ ରେଳ ଷ୍ଟେସନର ୪ ନଂମ୍ବର ପ୍ଲାଟଫର୍ମରେ ଦୁର୍ଗ-ପୁରୀ ଏକ୍ସପ୍ରେସ…

ଆତଙ୍କୀ ଷଡ଼ଯନ୍ତ୍ର ପଣ୍ଡ, ଅଲ୍-ବଦ୍ର ସହ ଜଡିତ ହାଇବ୍ରିଡ ଆତଙ୍କବାଦୀ ଗିରଫ

ଶ୍ରୀନଗର: ଜମ୍ମୁ କାଶ୍ମୀରର ଶ୍ରୀନଗରରେ ଆତଙ୍କ ଯୋଜନା ପଣ୍ଡ। ଶନିବାର ଜଣେ ହାଇବ୍ରିଡ ଆତଙ୍କବାଦୀକୁ ଗିରଫ କରିବାରେ ସଫଳ ହେଲା କାଶ୍ମୀର ପୋଲିସ। ପୋଲିସ ସୂଚନା ମୁତାବକ ସହରର ବଟମାଲୁ ଅଞ୍ଚଳରୁ ନିଷିଦ୍ଧ ସଂଗଠନ ଅଲ-ବଦ୍ର ସହ ଜଡିତ ଜଣେ ଆତଙ୍କବାଦୀକୁ…