Month: July 2023

ଯୋଡ଼ି ହେଲା କଟା ହାତ, ସଫଳ ଭାବେ ପ୍ରତିରୋପଣ କଲେ ବଡ଼ ମେଡିକାଲର ଡାକ୍ତର

ଭୁବନେଶ୍ୱର: କଟକ ଏସସିବି ମେଡିକାଲର ଏକ ଡାକ୍ତରୀ ଦଳ ବାଲେଶ୍ୱର ଜିଲ୍ଲାର ଜଣେ ୨୨ ବର୍ଷୀୟ ଯୁବକଙ୍କ କଟା ହାତକୁ ସଫଳତାର ସହ ଯୋଡ଼ିଛନ୍ତି। ଦୀର୍ଘ ୮ ଘଣ୍ଟା ଧରି ଚାଲିଥିବା ଏହି ଅସ୍ତ୍ରୋପଚାରରେ ପ୍ଲାଷ୍ଟିକ ସର୍ଜରୀ, ଅର୍ଥୋପେଡିକ, ନିଶ୍ଚେତକ ବା…

ଲାଲବାହିନୀଙ୍କ ତାଣ୍ଡବ: ପୋଡିଦେଲେ ହାଇଓ୍ୱା ସମେତ ୯ଟି ମେସିନ୍

ରାୟଗଡ଼ା: ରାୟଗଡ଼ାରେ ପୁଣି ମାଓବାଦୀଙ୍କ ଲାଲ ତାଣ୍ଡବ। ମାଓବାଦୀମାନେ କ୍ରସରରେ ଥିବା ୨ଟି ପ୍ରୋକଲିନ ମେସିନ, ୫ଟି ହାଇୱା ଏବଂ ୨ଟି ଲୋଡର ସମେତ ୯ ଗାଡ଼ି ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଲୋକେ…

ଆଜି ନୀଳାଦ୍ରି ବିଜେ; ମହାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିବେ ମହାପ୍ରଭୁ

ଆଜି ଶ୍ରୀଜିଉଙ୍କ ରଥଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ। ନବଦିନାତ୍ମକ ଲୀଳାଖେଳା ସାରି ରତ୍ନ ସିଂହାସନକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି। ହେଲେ ପତ୍ନୀ ମହାଲକ୍ଷ୍ମୀ କିନ୍ତୁ ଅଭିମାନ କରିଥିବାରୁ ମହାପ୍ରଭୁଙ୍କୁ ଶ୍ରୀମନ୍ଦିର ଭିତରକୁ ଛାଡ଼ିବେନିା ଏହି ସମୟରେ ସିଂହଦ୍ୱାର ଠାରେ ସ୍ୱତନ୍ତ୍ର ନୀତି…