Month: August 2023

ବଲିଉଡ କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ଆଗୁଆ ଜାମିନ ଆବେଦନ ଖାରଜ

ଏକ ଘରୋଇ ବ୍ୟାଙ୍କରେ କାମ କରୁଥିବା ଅଭିଯୋଗକାରୀ ଜଗତପୁର ଥାନାରେ ଅଭିଯୋଗ କରିଥିଲେ । ପରେ ଏହି ମାମଲାକୁ ମହିଳା ଥାନାକୁ ପଠାଯାଇଥିଲା। ଏ ନେଇ ଧାରା ୩୭୬, ୪୯୩, ୩୪୧, ୨୯୪, ୪୧୭ ଏବଂ ୫୦୬ ଦଫା ଲାଗିଛି। ପୁଲିସ…

ଗଛରେ ରାକ୍ଷୀ ବାନ୍ଧି ପର୍ବ ପାଳିଲେ ମହିଳା

ଅସ୍ତରଙ୍ଗ: ରାକ୍ଷୀ । ସୂତା ଖଣ୍ଡିଏ ନୁହେଁ , ସେ ସଂପର୍କର ସେତୁ । ଯେତିକି ବିଶ୍ବାସ ଆଖିକୁ ସେତିକି ବିଶ୍ବାସ ରାକ୍ଷୀକୁ । ଚଳିତ ବର୍ଷ ପଞ୍ଜିକାରେ ଆଜି ରକ୍ଷା ବନ୍ଧନ ଓ ଆସନ୍ତାକାଲି ରାକ୍ଷୀ ପୂର୍ଣ୍ଣିମା ଉଲ୍ଲେଖ ରହିଛି…

ବିହାରରେ କାଣ୍ଟଛାଣ୍ଟ ହେଲା ସ୍କୁଲ ଛୁଟି, କେନ୍ଦ୍ର- ରାଜ୍ୟ ମୁହାଁମୁହିଁ

ବିହାରରେ ସ୍କୁଲ ଛୁଟି ସଂଖ୍ୟା କମ କଲେ ରାଜ୍ୟ ସରକାର । ଆସନ୍ତା ୩ ମାସରେ ପଡ଼ିବାକୁ ଥିବା ୨୩ ଛୁଟିକୁ ହ୍ରାସ କରି ୧୧ କରି ଦିଆଯାଇଛି। ହେଲେ ଏହାକୁ ନେଇ ମୁହାଁମୁହିଁ ହୋଇଛନ୍ତି ରାଜ୍ୟ ଓ କେନ୍ଦ୍ର ସରକାର।…

କାଉଡ଼ିଆଙ୍କୁ ଧକ୍କା ଦେଲା ବାଇକ, ୭ ବୋଲବୋମ ଭକ୍ତ ଆହତ

ବ୍ରହ୍ମପୁର: ବାଇକ ଧକ୍କାରେ ୭ ଜଣ ବୋଲ ବୋମ ଭକ୍ତ ଆହତ । ଗଞ୍ଜାମ ଜିଲ୍ଲା ନୂଆପଡା ପୋଲିସ ଫାଣ୍ଡି ପାଖ ଚାନ୍ଦପୁର ନିକଟରେ ବାଇକ ଧକ୍କାରେ ୭ ଜଣ ବୋଲବୋମ ଭକ୍ତ ଆହତ ହୋଇଛନ୍ତି । କାଉଡ଼ିଆମାନେ ମୌଳାଭଞ୍ଜଣା ନଦୀରୁ…

ଚୀନ୍ ନୂଆ ମ୍ୟାପ୍ ଜାରି କରିବା ପରେ ପୁରୁଣା କଥା ଦୋହରାଇଲେ କଂଗ୍ରେସ ନେତା ରାହୁଲ ଗାନ୍ଧି

ଚୀନ୍ ନୂଆ ମ୍ୟାପ୍ ଜାରି କରିବା ପରେ ପୁରୁଣା କଥା ଦୋହରାଇଲେ କଂଗ୍ରେସ ନେତା ରାହୁଲ ଗାନ୍ଧି। କହିଲେ ମୁଁ ବର୍ଷ ବର୍ଷ ଧରି ଏହା କହୁଛି। ଚୀନ୍ ଆମର ଇଞ୍ଚେ ଜମି ବି ନେଇ ନାହିଁ ବୋଲି କେନ୍ଦ୍ର ସରକାର…

ଜଙ୍ଗଲରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ବୌଦ୍ଧ: ଜଙ୍ଗଲରୁ ମୃତଦେହ ଉଦ୍ଧାର । ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ । ବୌଦ୍ଧ ଜିଲ୍ଲା ମନମୁଣ୍ଡା କୁମରକାନୀ ଖଲିଆମୁଣ୍ଡା ନାଳ ନିକଟ ଜଙ୍ଗଲରେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର। ତାଙ୍କୁ ହତ୍ୟା କରି କେହି ଜଙ୍ଗଲରେ ଫିଙ୍ଗି ଦେଇଛି।…

ଆମାଜାନର ସିନିୟର ମ୍ୟାନେଜରଙ୍କୁ ଗୁଳି କରି ହତ୍ୟା

ଅନଲାଇନ୍‌ ସପିଂ ସାଇଟ୍‌ ଆମାଜାନର ଜଣେ ସିନିୟର ମ୍ୟାନେଜରଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏପରି ସାଂଘାତିକ ଘଟଣା ଘଟିଛି। ଉକ୍ତ ସମୟରେ ସିନିୟର ମ୍ୟାନେଜରଙ୍କ ସହ ଥିବା ଆଉ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗତକାଲି…

ସୁଟିଂରେ ଷ୍ଟଣ୍ଟ ମାରିବା ବେଳେ ପ୍ରଖର ସ୍ରୋତରେ ବୁଡ଼ି ଗଲେ ଓଡ଼ିଆ ନାୟକ

କଟକ : ଷ୍ଟଣ୍ଟ ସୁଟିଂ ବେଳେ ଅଘଟଣ। କାଠଯୋଡ଼ି ନଦୀରେ ଓଡ଼ିଆ ସିନେମା ସୁଟିଂ ବେଳେ ବଡ଼ ବିପଦରୁ ବର୍ତ୍ତି ଗଲେ ନାୟକ ଶ୍ରେୟାନ ଓ ନାୟିକା ଭୁମିକା। ନରାଜ ପାଖାପାଖି ଏକ ବ୍ରିଜ ଉପରେ ନଦୀକୁ ଡେଇଁବାର ଦୃଶ୍ୟର ସୁଟିଂ…

କୀଟନାଶକ ପିଇ ଯୁବକ ଗୁରୁତର

କଲମପୁର: ବନ୍ଧକନା ଠାରେ ଜଣେ ଯୁବକ ମଙ୍ଗଳବାର ରାତିରେ କୀଟନାଶକ ପାଇ ଦେଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ପରିବାର ଲୋକ ଉଦ୍ଧାର କରି ବିଳମ୍ବିତ ରାତିରେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା…

ଗଡଗଡ଼ିଆ ଘାଟରୁ ମହିଳାଙ୍କ ମୃତଦେହ ଉଦ୍ଧାର

କଟକ: ମହାନଦୀ ଗଡଗଡ଼ିଆ ଘାଟରୁ ଜଣେ ମହିଳାଙ୍କ ମୃତଦେହ ମିଳିଛି। ମୃତଦେହକୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛନ୍ତି । ମହିଳାଙ୍କ ବୟସ ୩୫ ରୁ ୪୦ ଭିତରେ ବୋଲି ଅନୁମାନ କରାଯାଉଛି । ଘଟଣାସ୍ଥଳରେ କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ଉପସ୍ଥିତ ଥିବାବେଳେ…