Month: August 2023

ବନ୍ଧା ହେଲେ ଶିକାରୀ ବାପଝିଅ; ଘରୁ ମିଳିଲା ଦେଶୀ ବନ୍ଧୁକ ଓ ବଜ୍ରକାପ୍ତା କାତି

ବୌଦ୍ଧ: ଶିକାରୀ ବାପଝିଅ ଗିରଫ। ଦେଶୀ ବନ୍ଧୁକ, ଟାଙ୍ଗିଆ ସମେତ ଶୀକାରରେ ବ୍ୟବହୃତ ବହୁ ସାମଗ୍ରୀ ଜବତ । ବୌଦ୍ଧ ଜିଲ୍ଲା କୁସଙ୍ଗ ବନ୍ୟପ୍ରାଣୀ ବିଭାଗର ସର୍ଚ୍ଚ ଅପରେସନ ବେଳେ ଦୁଇ ଜଣ ଶିକାରୀ ଗିରଫ ହୋଇଛନ୍ତି । ସେମାନଙ୍କୁ ଗିରଫ…

୧୮ ରେ ଜାଗା ମିଶନ ପଟ୍ଟା ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜାଗା ମିଶନରେ ଉପକୃତ ହେବେ ଭୂମିହୀନ ବସ୍ତିବାସିନ୍ଦା। ସେମାନଙ୍କୁ ଭୂମି ଅଧୀକାର ପ୍ରମାଣପତ୍ର ପ୍ରଦାନ କରିବେ ରାଜ୍ୟ ସରକାର। ମହାନଗର ନିଗମ ଅଞ୍ଚଳରେ ଭୂମିହୀନଙ୍କୁ ନଜସ୍ୱ ଜମିପଟ୍ଟା ମିଳିବ। ସମ୍ଭବତଃ ଆସନ୍ତା ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଗା…

ସ୍କୁଲ ପରିଚାଳନା କମିଟି ସଭାପତିଙ୍କ ଦାଦାଗିରି: ୪ ଛାତ୍ରୀଙ୍କୁ ଶୌଚାଳୟରେ ପକାଇ ଦେଲେ ତାଲା

କଣ୍ଟାବାଞ୍ଜି: ସ୍କୁଲ ପରିଚାଳନା କମିଟି ସଭାପତିଙ୍କ ଦାଦାଗିରି । ସ୍କୁଲରେ ପଶି ଶୌଚାଳୟରେ ୪ ଛାତ୍ରୀଙ୍କୁ ତାଲା ପକାଇଦେଲେ । କଣ୍ଟାବାଞ୍ଜି ଥାନା ବୁରୋମାଲ ହାଇସ୍କୁଲ ରୁ ଏଭଳି ଅଭିଯୋଗ ଆସିଛି । ସଭାପତି ଜଣକ ଏମିତି କାହିଁକି କଲେ କାରଣ…

ଅପରେସନ୍ ନହ୍ନେ ଫରିସ୍ତେ, ଜୁଲାଇରେ ୬୨ ନାବାଳକ/ନାବାଳିକା ଉଦ୍ଧାର

ଭୁବନେଶ୍ୱର: ପୂର୍ବତଟ ରେଳପଥର ରେଳ ସୁରକ୍ଷା ବଳ (ଆରପିଏଫ୍) ଜୁଲାଇ ୨୦୨୩ ରେ ଅପରେସନ୍ ନହ୍ନେ ଫରିସ୍ତେ ଅଭିଯାନ ମାଧ୍ୟମରେ ବିଭିନ୍ନ ଷ୍ଟେସନ ପ୍ଲାଟଫର୍ମ ଏବଂ ଟ୍ରେନରୁ ୬୨ ନାବାଳକ/ନାବାଳିକା ଶିଶୁଙ୍କୁ ଉଦ୍ଧାର କରିଛି ଢ ଚାଇଲ୍ଡଲାଇନ ପରି ଏନଜିଓ ଏବଂ…

ବଦଳିବ ‘କେରଳ’ ରାଜ୍ୟର ନାମ, ବିଧାନସଭାରେ ପାସ୍‌ ହେଲା ପ୍ରସ୍ତାବ

ବହୁତ ଜଲ୍‌ଦି କେରଳ ରାଜ୍ୟର ନାମ ପରିବର୍ତ୍ତନ ହେବ। ଏହାକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ବୁଧବାର କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ବିଧାନସଭାରେ ରାଜ୍ୟର ନାମ ପରିବର୍ତ୍ତନ ନେଇ ଏକ ପ୍ରସ୍ତାବ ଉପସ୍ଥାପିତ କରିଥିଲେ। ଏହି ପ୍ରସ୍ତାବକୁ କୌଣସି ଦଳ…

ଗିରିଧର ଗମାଙ୍ଗଙ୍କ କଥା ଉଠାଇଲେ ଅମିତ ଶାହ

ମୋଦି ସରକାର ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ମତ ରଖିବା ବେଳେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଜି ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ କଥା ଉଠାଇଛନ୍ତି। ଗମାଙ୍ଗଙ୍କ ଗୋଟିଏ ଭୋଟ କେମିତି ଅଟଳ ବିହାରୀ ବାଜପେୟୀଙ୍କ ସରକାରକୁ…

ରାହୁଲ ଗାନ୍ଧି ଓ ଖଡଗେଙ୍କୁ କେଜ୍ରିୱାଲଙ୍କ ଧନ୍ୟବାଦ ଚିଠି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଓ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ଧନ୍ୟବାଦ ପତ୍ର ପଠାଇଛନ୍ତି। ସେମାନେ କେନ୍ଦ୍ରର ଦିଲ୍ଲୀ ସର୍ଭିସ ବିଲ୍‌ ବିରୋଧରେ ଭୋଟ କରିଥିବାରୁ କେଜ୍ରିୱାଲ ସେମାନଙ୍କୁ ଚିଠି ଲେଖି ଧନ୍ୟବାଦ ଜଣାଇଛନ୍ତି।…

ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ୟୁରିନ୍‌ ବ୍ୟାଗ୍‌ ବଦଳରେ ଲଗାଇଦେଲେ କୋଲ୍ଡ ଡ୍ରିଙ୍କ୍‌ ବୋତଲ

ଦେଶର ସରକାରୀ ହସ୍ପିଟାଲରେ ସ୍ୱାସ୍ଥ୍ୟସେବା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି, ଯାହାର ଏକ ସଦ୍ୟତମ ଚିତ୍ର ସାମ୍ନାକୁ ଆସିଛି। ବିହାରର ଏକ ସରକାରୀ ହସ୍ପିଟାଲରେ ଚିକିତ୍ସା ବ୍ୟବସ୍ଥା ଅତି ଅବହେଳିତ ଅବସ୍ଥାରେ ରହିଛି। ଏଠାରେ ଭଗବାନଙ୍କ ଭରସାରେ ଚାଲିଛି ସ୍ୱାସ୍ଥ୍ୟସେବା। ଜମୁଇସ୍ଥିତ ସରକାରୀ…

ହୃଦୟ ଜିତିଲେ ରାହୁଲ ଗାନ୍ଧି, ଭିଡିଓ ଭାଇରାଲ

କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଆଜି ଏମିତି କିଛି କରିଛନ୍ତି, ଯାହା ସମସ୍ତଙ୍କ ହୃଦୟ ଜିତି ପାରିଛି। ସେ ବର୍ତ୍ତମାନ ସୋଶାଲ ମିଡିଆରେ ଛାଇ ଯାଇଛନ୍ତି। ଲୋକସଭାରେ ଅନାସ୍ଥା ପ୍ରସ୍ତାବ ଉପରେ ମତ ରଖିବା ପୂର୍ବରୁ ହିଁ ରାହୁଲ ଗାନ୍ଧି ସୋଶାଲ…

ରାହୁଲଙ୍କ ମଣିପୁର ହମଲାର ଜବାବ ଦେଲେ ସ୍ମୃତି ଇରାନୀ

ମୋଦି ସରକାରଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବର ଆଜି ହେଉଛି ଦ୍ୱିତୀୟ ଦିନ। ଆଜି ଦ୍ୱିତୀୟ ଦିନରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଓ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କ ଆଟାକ ଏବଂ କାଉଣ୍ଟର ଆଟାକ ମୁଖ୍ୟ ଚର୍ଚ୍ଚାର ବିଷୟ ପାଲଟିଛି। ଲୋକସଭାରେ…