Month: August 2023

କମୁଛି ହୀରାକୁଦର ଜଳସ୍ତର: ବନ୍ଦ ହେଲା ୧୦ଟି ଗେଟ୍

ସମ୍ବଲପୁର: ଉପରମୁଣ୍ଡରେ କମିଛି ବର୍ଷା । ମହାନଦୀରେ ଖସୁଛି ଜଳସ୍ତର । ହୀରାକୁଦକୁ କମିଛି ଜଳ ପ୍ରବେଶ । ବନ୍ଦ ହେଲା ଜଳଭଣ୍ଡାରର ୧୦ଟି ଗେଟ୍ । ପୂର୍ବରୁ ୨୦ଟି ସୁଇସ୍ ଗେଟ୍ ଦେଇ ହୀରାକୁଦରୁ ବନ୍ୟା ପାଣି ନିଷ୍କାସିତ ହେଉଥିଲା…

କାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି: ୫ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଅନେକ ବାଦବିବାଦ ପରେ ଆସନ୍ତାକାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ । ଏଥିପାଇଁ ସଂଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ…

ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର

କଟକ: ଶପଥ ନେଲେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଆଜି ତାଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ପାଠ କରାଇଛନ୍ତି। ହାଇକୋର୍ଟର ୩୩ତମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଶପଥଗ୍ରହଣ…

ଶିବଙ୍କୁ ବେଲପତ୍ର ଚଢ଼ାଇବା ପଛରେ ରହିଛି ଏହି ପୌରାଣିକ ମାନ୍ୟତା

ଧାର୍ମିକ ମାନ୍ୟତା ଅନୁସାରେ ଭଗବାନ ଶିବଙ୍କ ପ୍ରିୟ ହୋଇଥାଏ ବେଲ ଗଛ । କୁହାଯାଏ ଏହି ଗଛର ମୂଳେ ମହାଦେବଙ୍କ ବାସ ହୋଇଥାଏ । ତେଣୁ ଏହି ଗଛକୁ ପୂଜା କରିବାର ବିଶେଷ ମହତ୍ୱ ରହିଛି । ବେଲ ଗଛର ପତ୍ର…

ଏସିଆନ୍‌ ଚାମ୍ପିୟନ୍ସ ଟ୍ରଫି ୨୦୨୩: ଆସନ୍ତାକାଲି ଭାରତ-ପାକିସ୍ତାନ ମୁହାଁମୁହିଁ

ଭାରତରେ ଏବେ ଏସିଆନ୍‌ ଚାମ୍ପିୟନ୍ସ ଟ୍ରଫି ୨୦୨୩ ଖେଳାଯାଉଛି। ଏହି ଟୁର୍ନାମେଣ୍ଟରେ ୯ ତାରିଖ ବୁଧବାର ଏକ ହାଇ ଭୋଲ୍ଟେଜ୍‌ ମ୍ୟାଚ୍‌ ଖେଳାଯିବ। ଏଥିରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଫ୍ୟାନ୍‌ମାନେ ଦୁଇ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ ଏକ ଜବରଦସ୍ତ ମ୍ୟାଚ୍‌…

ଅର୍ଦ୍ଧସାମରିକ ବାହିନୀ ଆସାମ ରାଇଫଲ୍‌ସ ବିରୋଧରେ ମାମଲା ରୁଜୁ କଲା ମଣିପୁର ପୁଲିସ

ଗୁଆହାଟି: ହିଂସା ପ୍ରଭାବିତ ମଣିପୁରର ଏକ ଜିଲ୍ଲାରୁ କେନ୍ଦ୍ରୀୟ ଅର୍ଦ୍ଧସାମରିକ ବାହିନୀ ଆସାମ ରାଇଫଲ୍‌ସ ପ୍ରତ୍ୟାହାର ହେବାର କିଛି ଘଣ୍ଟା ପରେ ଏହି ଫୋର୍ସର ଯବାନଙ୍କ ବିରୋଧରେ ପୁଲିସ ମାମଲା ରୁଜୁ ହୋଇଛି। ଗତ ଶନିବାର ବିଷ୍ଣୁପୁର ଜିଲ୍ଲାରେ ୩ ଜଣଙ୍କୁ…

ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ସମନ୍‌

ଗୋଟିଏ ପଟେ ମୋଦି ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ଚାଲିଥିବା ବେଳେ ଅନ୍ୟପଟେ ବିରୋଧୀ ମେଣ୍ଟରେ ଥିବା ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ହାଜର ହେବାକୁ ସମନ କରିଛି। ଗୋଟିଏ ମନି ଲଣ୍ଡରିଂ ମାମଲାରେ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କୁ…

ବିଚ୍‌ ରାସ୍ତାରେ ମହିଳାଙ୍କୁ ନିର୍ବସ୍ତ୍ର କରିଦେଲା ପୁଅ, ଦେଖଣାହାରୀ ସାଜିଲା ମା’

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବା ଭଳି ଘଟଣା ସାମ୍ନାକୁ ଆସିଛି। ଜଣେ ମଦ୍ୟପ ଯୁବକ ବିଚ୍‌ ରାସ୍ତାରେ ଜଣେ ମହିଳାଙ୍କୁ ଅସଦାଚରଣ କରିବା ସହ ତାଙ୍କୁ ନିବସ୍ତ୍ର କରି ଦେବା ଭଳି କାଣ୍ଡ ଘଟାଇଛି। ମଦ ନିଶାରେ ଯୁବକ ଜଣଙ୍କ ବିଚ୍‌ ରାସ୍ତାରେ…

୬ ରାଜ୍ୟରେ ୭ ବିଧାନସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ : ସେପ୍ଟେମ୍ବର ୫ତାରିଖରେ ୬ଟି ରାଜ୍ୟର ୭ଟି ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବ। ସେପ୍ଟେମ୍ବର ୮ତାରିଖରେ ଫଳାଫଳ ପ୍ରକାଶ ପାଇବ ବୋଲି ଭାରତର ନିର୍ବାଚନ କମିସନ ଘୋଷଣା କରିଛନ୍ତି । ଏହି ୭ଟି ବିଧାନସଭା ଆସନ ମଧ୍ୟରୁ ଉତ୍ତରପ୍ରଦେଶ,…

ପୀୟୂଷ ଗୋଏଲଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ

ରାଜ୍ୟସଭାର ନେତା ତଥା କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କ ବିରୋଧରେ ବିରୋଧୀ ମେଣ୍ଟ ଇଣ୍ଡିଆର ସାଂସଦମାନେ ସ୍ୱାଧିକାର ଭଙ୍ଗ ନୋଟିସ ଦେଇଛନ୍ତି। ସେ ବିରୋଧୀଙ୍କ ପ୍ରତି ବିଶ୍ୱାତଘାତକା ବା ଧୋକାବାଜ ବା ବେଇମାନ ଶବ୍ଦ ପ୍ରୟୋଗ କରିଥିବାରୁ ତାଙ୍କ ବିରୋଧରେ ଏପରି ପଦକ୍ଷେପ…