Month: August 2023

ବଢିଲା ମଧୁବାବୁ ପେନସନ୍ ଯୋଜନା କଳେବର, ସାମିଲ ହେଲେ ଆଉ ୪ଲକ୍ଷ ୧୩ହଜାର ହିତାଧିକାରୀ

ଭୁବନେଶ୍ବର: ବଢିଲା ମଧୁବାବୁ ପେନସନ୍ ଯୋଜନା କଳେବର। ସାମିଲ ହେଲେ ଆଉ ୪ଲକ୍ଷ ୧୩ହଜାର ହିତାଧିକାରୀ । ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା ୨୮ଲକ୍ଷ ୬୧ହଜାରରୁ ୩୨ଲକ୍ଷ ୭୫ହଜାରକୁ ବୃଦ୍ଧି ପାଇଛି । ଅଗଷ୍ଟ ୧୫ତାରିଖ ଜନସେବା ଦିବସରେ ନୂଆ ହିତାଧିକାରୀ ସେମାନଙ୍କ…

ଜଷ୍ଟିସ ମୁରଲୀଧର ନେଲେ ଅବସର, ମଙ୍ଗଳବାର ଶପଥ ଗ୍ରହଣ କରିବେ ଜଷ୍ଟିସ ତାଳପତ୍ର

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ସୋମବାର ଅବସର ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ ହାଇକୋର୍ଟର ଅନ୍ୟତମ ବରିଷ୍ଠ ବିଚାରପତି ଶୁଭାଶିଷ ତାଳପାତ୍ର ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି। ଆସନ୍ତାକାଲି ସକାଳେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ ଜଷ୍ଟିସ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ଶୀଘ୍ର ମରାମତି ଆବଶ୍ୟକ କରୁଛି: ଏଏସଆଇ

କଟକ: ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଶୀଘ୍ର ମରାମତି ଆବଶ୍ୟକ। ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ସୋମବାର ହାଇକୋର୍ଟରେ ଏହା କହିଛି। ଓଡ଼ିଶା ହାଇକୋର୍ଟରେ ସତ୍ୟପାଠ ଦାଖଲ କରିବା ପରେ ପୁରୀ ଏଏସ୍ଆଇର ପ୍ରତ୍ନତତ୍ତ୍ୱ ଅଧୀକ୍ଷକ ଦିବିଷାଦ ଗଡ଼ନାୟକ ସତ୍ୟପାଠ ବାବଦରେ…

ମଧ୍ୟପ୍ରଦେଶରେ ରହିଛି ହନୁମାନଙ୍କ ମନ୍ଦିର, ଯେଉଁଠି ଲୋକଙ୍କର ଭଙ୍ଗା ହାଡ଼ ଯୋଡି ହୋଇଯାଏ

ଭାରତ ଏକ ଧାର୍ମିକ ଦେଶ। ଏଠାରେ କେଉଁ ପ୍ରାଚୀନ କାଳରୁ ମନ୍ଦିରର ବିଶେଷ ମହତ୍ତ୍ୱ ରହି ଆସିଛି। କିଛି ମନ୍ଦିର ଏପରି ବି ଅଛି, ଯାହାକୁ ଚମତ୍କାରୀ ବୋଲି କୁହାଯାଏ। ଏଠାରେ ଥିବା ପ୍ରତ୍ୟେକଟି ମନ୍ଦିର ନିଜ ନିଜର ଗୁରୁତ୍ୱ ରଖି…

ଗୁଜରାଟରେ ଏକାଠି ଲୋକସଭା ନିର୍ବାଚନ ଲଢ଼ିବେ ଆପ୍‌ ଓ କଂଗ୍ରେସ!

ଦିଲ୍ଲୀ ବିଲ୍‌ ପ୍ରସଙ୍ଗରେ କଂଗ୍ରେସର ସମର୍ଥନ ପାଇଥିବା ଆପ୍‌ ଆଜି ବଡ଼ ଘୋଷଣା କରିଛି। ଆସନ୍ତା ୨୦୨୪ ଲୋକସଭା ନିର୍ବାଚନ ଉଭୟ ଗୁଜରାଟରେ ଏକାଠି ଲଢ଼ିବେ। ଆପ୍‌ର ଗୁଜରାଟ ମୁଖ୍ୟ ଈଶୁଡାନ ଗଡଭୀ ଆଜି ଏହି ଘୋଷଣା କରିଛନ୍ତି। ସେ କହିଛନ୍ତି,…

ବ୍ରିଟେନରେ ବ୍ୟାପୁଛି କୋଭିଡର ନୂଆ ଭାରିଆଣ୍ଟ ‘ଏରିସ୍’

ଲଣ୍ଡନ: କିଛିଦିନର ବ୍ୟବଧାନ ପରେ ପୁଣି ଥରେ କାୟା ମେଲାଇଛି କୋଭିଡ୍ । ଏବେ ଇଂଲଣ୍ଡରେ ଏରିସ୍ ବା ଇଜି.୫.୧ ନାମକ ଏକ ନୂଆ କୋଭିଡ୍ ଭାରିଆଣ୍ଟ ଏବେ ଚିନ୍ତାର କାରଣ ପାଲଟିଛି। ସମଗ୍ର ବ୍ରିଟେନରେ ଏହା ଦ୍ରୁତ ଗତିରେ ବ୍ୟାପିବାରେ…

କନ୍ନଡ଼ ଅଭିନେତା ବିଜୟଙ୍କ ପତ୍ନୀଙ୍କ ପରଲୋକ

କନ୍ନଡ଼ ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା ତଥା ନିର୍ଦ୍ଦେଶକ ବିଜୟ ରାଘ‍ବେନ୍ଦ୍ରଙ୍କ ପତ୍ନୀ ସ୍ପନ୍ଦନାଙ୍କର ସୋମବାର ପରଲୋକ ହୋଇଯାଇଛି। ତାଙ୍କୁ ମାତ୍ର ୪୪ ବର୍ଷ ହୋଇଥିଲା। ସ୍ପନ୍ଦନା ତାଙ୍କ ଭାଇଭଉଣୀଙ୍କ ସହିତ ଥାଇଲ୍ୟାଣ୍ଡ ଯାଇଥିଲେ। ଶୁଟିଂ ଶେଷ କରି ବିଜୟ ରାଘବେନ୍ଦ୍ର…

ବୁଲଡୋଜର ଅପରେସନ ଉପରେ ହାଇକୋର୍ଟଙ୍କ ରୋକ

ସାଂପ୍ରଦାୟିକ ଦଙ୍ଗା ପରେ ହରିଆଣାର ନୁହ୍‌ରେ ଆରମ୍ଭ ହୋଇଥିବା ବୁଲଡୋଜର ଅପରେସନକୁ ଶକ୍ତ ଝଟକା। ହିଂସା ପରେ ସରକାର ବିଭିନ୍ନ ସଂସ୍ଥା ଉପରେ ବୁଲଡୋଜର ଚଳାଇବା ଆରମ୍ଭ କରି ସେଗୁଡ଼ିକ ମାଟିରେ ମିଶାଇବା ଥିଲେ। କିନ୍ତୁ ଆଜି ପଞ୍ଜାବ-ହରିଆଣା ହାଇକୋର୍ଟ ଏହି…

ରାଜ୍ୟସଭାରେ ଆଗତ ହେଲା ଦିଲ୍ଲୀ ବିଲ୍‌

ବିରୋଧୀଙ୍କ ପ୍ରବଳ ବିରୋଧ ଓ ହଟ୍ଟଗୋଳ ମଧ୍ୟରେ ରାଜ୍ୟରେ ସଭାରେ ଆଗତ ହୋଇଛି ଦିଲ୍ଲୀ ସର୍ଭିସ ବିଲ୍‌। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏହାକୁ ଗୃହରେ ଆଗତ କରିଛନ୍ତି। ଦିଲ୍ଲୀର ପ୍ରଶାସନିକ ବଦଳି ଓ ନିଯୁକ୍ତି ଉପରେ ନିୟନ୍ତ୍ରଣ ରଖିବା…

ମଣିପୁର ହିଂସା: ସୁପ୍ରିମ୍‌କୋର୍ଟ ଗଠନ କଲେ ପୂର୍ବତନ ଜଜ୍‌ କମିଟି, CBI ତଦନ୍ତର ତଦାରଖ କରିବେ ପୂର୍ବତନ ଆଇପିଏସ୍‌ ଅଧିକାରୀ

ମଣିପୁର ହିଂସା ମାମଲାରେ ସୋମବାର ସୁପ୍ରିମ୍‌କୋର୍ଟରେ ଶୁଣାଣି ହୋଇଛି। ମଣିପୁର ଡିଜିପି ରାଜୀବ ସିଂ କୋର୍ଟରେ ହାଜର ହୋଇଥିଲେ। ରାଜ୍ୟରେ ହିଂସା ସମୟରେ ରୁଜୁ ହୋଇଥିବା ଜିରୋ ଏଫ୍‌ଆଇଆର୍‌, ରେଗୁଲାର ଏଫ୍‌ଆଇଆର୍‌, ବୟାନ ଏବଂ ଗିରଫଦାରୀ ବିଷୟରେ ସେ ବିବରଣୀ ପ୍ରଦାନ…