Month: August 2023

ଇରାନରେ ଟ୍ରକ-ବସ୍ ମୁହାଁମୁହିଁ ଧକ୍କା, ୯ ମୃତ

ଇରାନର ନାସିରିୟା ସହରରେ ମର୍ମନ୍ତୁଦ ସଡକ ଦୁଘର୍ଟଣା ଘଟିଛି । ଟ୍ରକ୍ ଏବଂ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ୯ ଜଣ ଯାତ୍ରୀ ମୃତ୍ୟୁବରଣ କରିଥିବାବେଳେ ୩୧ରୁ ଉଦ୍ଧ୍ବର୍ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି ।…

ବିଜେପିକୁ ହରାଇବାକୁ ସଜାଇ ହେଉଛି ମୁମ୍ବାଇ!

ଭୁବନେଶ୍ୱର: ବିରୋଧୀ ମେଣ୍ଟ ଇଣ୍ଡିଆର ତୃତୀୟ ବୈଠକ ପାଇଁ ସଜେଇ ହେଉଛି ମୁମ୍ବାଇ। ମୁମ୍ବାଇରେ ରାସ୍ତାଘାଟ ସବୁଆଡେ ଇଣ୍ଡିଆ ଲେଖା ଥିବା ପୋଷ୍ଟର ବ୍ୟାନରରେ ଛାଇ ହୋଇଯାଇଥିବା ଦେଖିବାକୁ ମିଳିଛି। ଏପରିକି ବୈଠକକୁ ନେଇ ଭିଡିଓ ଟିଜର ମଧ୍ୟ ଜାରି କରାଯାଇଛି।…

LPG ଗ୍ୟାସ ସିଲିଣ୍ଡର ଉପରେ ମିଳିବ ୨୦୦ ଟଙ୍କା ସବସିଡି

ନୂଆଦିଲ୍ଲୀ: LPG ଗ୍ୟାସ ସିଲିଣ୍ଡର ଉପରେ ମିଳିବ ୨୦୦ ଟଙ୍କା ସବସିଡି । ଏହି ସବସିଡିକୁ ମିଳିଛି କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ । ଉଜ୍ଜଳା ଯୋଜନାରେ ୨୦୦ ଟଙ୍କା ସବ୍‌ସିଡିକୁ ମଞ୍ଜୁରୀ ପ୍ରଦାନ କରାଯାଇଛି । ବର୍ଷକୁ ୧୨ଟି ସିଲିଣ୍ଡର ଉପରେ…

ବିଜୁ ସ୍ବାସ୍ଥ୍ଯ କଲ୍ୟାଣ ଯୋଜନାରେ ୫ରୁ ୧୮ ବର୍ଷ ବୟସର ପିଲାଙ୍କୁ ସାମିଲ କରିବାକୁ ନିଷ୍ପତ୍ତି

ଭୁବନେଶ୍ୱର: ଓଡ଼ିଶା ସରକାର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେଓ୍ୱାଇ)ର ସୁବିଧାକୁ ସମ୍ପ୍ରସାରିତ କରି ୫ରୁ ୧୮ ବର୍ଷ ବୟସର ପିଲାଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ସମ୍ପ୍ରସାରଣ ବିଶେଷ କରି ସେହି ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ, ଯେଉଁମାନଙ୍କ ନାମ…

ଏମପିରେ ୧୦ ହଜାର କିମି ଚାଲିବ ବିଜେପି

ଭୁବନେଶ୍ୱର: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଜିତି ପୁଣିଥରେ ସରକାରକୁ ଫେରିବା ପାଇଁ ବିଜେପି ସବୁ ପ୍ରକାର ଉଦ୍ୟମ କରୁଛି। ଏହି କ୍ରମରେ ମଧ୍ୟପ୍ରଦେଶରେ ଶିବରାଜ ସରକାର ପକ୍ଷରୁ ମହିଳା ମାନଙ୍କ ପାଇଁ ବ୍ୟାପକ ଯୋଜନା ଘୋଷଣା ହେବା ସହ ଅନ୍ୟ ସବୁ…

ବଂଶଧାରାରେ ଭାସିଯାଇଥିବା ଦୁଇ ନାବାଳକଙ୍କ ମୃତଦେହ ଉଦ୍ଧାର

ରାୟଗଡା: ଗତକାଲି ମୀନାଝୋଲା ଶୈବପୀଠ ନିକଟରେ ଥିବା ତ୍ରିବେଣୀ ସଂଗମରେ ଗାଧୋଇବା ସମୟରେ ବଂଶଧାରା ନଦୀର ପ୍ରଖର ପାଣି ସ୍ରୋତରେ ଭାସିଯାଇଥିବା ଦୁଇଜଣ ଶିଶୁକୁ ୫ କିଲୋମିଟର ଦୂରରୁ ଉଦ୍ଧାର କରା ଯାଇଛି । ଗତକାଲି ଚନ୍ଦ୍ରପୁର ଦମକଳ ବାହିନୀ ଓ…

ଯେକୌଣସି ସମୟରେ ହୋଇପାରେ ସାଧାରଣ ନିର୍ବାଚନ : ନୀତୀଶ କୁମାର

ଦେଶରେ ଆଗୁଆ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବା ନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି। ସୋମବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଡିସେମ୍ବର ମାସରେ ଲୋକସଭା ନିର୍ବାଚନ ହୋଇପାରେ ବୋଲି କହିଥିଲେ। ଆଜି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସମାନ କଥା…

ଆସନ୍ତା ଅକ୍ଟୋବର ୧୫ରେ OCS ପ୍ରିଲିମ୍

ଭୁବନେଶ୍ୱର: ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମ୍‌ ପରୀକ୍ଷା-୨୦୨୨ ତାରିଖ ଘୋଷଣା । ଅକ୍ଟୋବର ୧୫ ତାରିଖ ରବିବାର ଦିନ ହେବ ପ୍ରିଲିମ୍‌ ପରୀକ୍ଷା । ପରୀକ୍ଷା ନେଇ ଘୋଷଣା କଲା ଓଡ଼ିଶା ଲୋକସେବା ଆୟୋଗ । ପରୀକ୍ଷାର ବିସ୍ତୃତ ବିବରଣୀ ଓପିଏସସି…

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ହୋଇପାରନ୍ତି ବିରୋଧୀ ମେଣ୍ଟ ‘INDIA’ର ସଂଯୋଜକ

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ହୋଇପାରନ୍ତି ବିରୋଧୀ ମେଣ୍ଟ ‘INDIA’ର ସଂଯୋଜକ। ମେଣ୍ଟ ସୂତ୍ରରୁ ମଙ୍ଗଳବାର ଏହି ସୂଚନା ଦିଆଯାଇଛି। ମୁମ୍ବାଇରେ ହେବାକୁ ଥିବା ବୈଠକରେ INDIA ମେଣ୍ଟର ସଂଯୋଜକ ରୂପେ ମଲ୍ଲିକାର୍ଜୁନ ଖଡଗେଙ୍କ ନାଁ ଘୋଷଣା ହୋଇପାରେ। ମେଣ୍ଟରେ ସାମିଲ…

ଗୁରୁବାର ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମ

ପୁରୀ : ଗୁରୁବାର ଶ୍ରୀମନ୍ଦିରରେ ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମ। ବଡଭାଇ ପ୍ରଭୁ ବଳଭଦ୍ର ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା। ଏଥିପାଇଁ ରାକ୍ଷୀ ପ୍ରସ୍ତୁତିରେ ଲାଗି ପଡିଛନ୍ତି ପାଟରା ବିଷୋୟୀ ସେବାୟତ।…