Month: August 2023

ବନ୍ୟା ଓ ପରବର୍ତ୍ତୀ ସ୍ଥିତି ନେଇ ଆଲର୍ଟ ରହିବାକୁ ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ହୀରାକୁଦ ବନ୍ୟା ଜଳ ଛାଡ଼ିବା ପରେ ଅନେକ ଅଞ୍ଚଳ ଜଳମଗ୍ନ ହୋଇ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ । ଏହି ସମୟରେ ଅନେକ ଜଳବାହିତ ରୋଗ ଦେଖା ଦେଇଥାଏ । ଯାହାକୁ ନେଇ କ୍ଷେତ୍ର ସ୍ତରୀୟ ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ଆଲର୍ଟ…

କେଦାରନାଥରେ ବଡ଼ ଧରଣର ଭୂସ୍ଖଳନ: ୧୨ ନିଖୋଜ

ନୂଆଦିଲ୍ଲୀ : ଭୀଷଣ ବର୍ଷା ଯୋଗୁଁ ପ୍ରସିଦ୍ଧ ଶୈବ ପୀଠ କେଦାରନାଥ ରାସ୍ତାରେ ବଡ଼ ଧରଣର ଭୂସ୍ଖଳନ । ପ୍ରାୟ ୧୨ ଜଣ ଲୋକ ନିଖୋଜ ଥିବା ସୂଚନା ମିଳିଛି । ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲ୍ଲା ଗୌରୀକୁଣ୍ଡ ନିକଟରେ ଏହି ଘଟଣା…

ରତ୍ନଭଣ୍ଡାର ଖୋଲିବାକୁ ରାଜ୍ୟ ସରକାରଙ୍କୁ ସୁପାରିସ୍

ପୁରୀ: ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାର ଖୋଲିବା ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ପରେ ରାଜ୍ୟ ସରକାରଙ୍କୁ ସୁପାରିସ୍ କରାଯାଇଛି । ଆଗାମୀ ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲିବାକୁ ଶ୍ରୀମନ୍ଦିର ପରିଚାଳନା କମିଟି ସୁପାରିସ୍ କରିଥିବା ବୈଠକ…

ଜ୍ଞାନବ୍ୟାପୀ ମାମଲା: ଏଏସଆଇ ସାଇଣ୍ଟିଫିକ ସର୍ଭେକୁ ସୁପ୍ରିମକୋର୍ଟଙ୍କ ଅନୁମତି

ଉତ୍ତର ପ୍ରଦେଶ ବାରଣାସୀ ଜ୍ଞାନବ୍ୟାପୀ ମସଜିଦରେ ବୈଜ୍ଞାନିକ ସର୍ଭେ ସ୍ଥଗିତ ରଖିବା ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ। ମସଜିଦରେ ପ୍ରତ୍ନତାତ୍ତ୍ୱିକ ବିଭାଗ ସାଇଣ୍ଟିଫିକ୍ ସର୍ଭେ କରିପାରିବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଆଜି ଶୁଣାଣି କରି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି,…

ଉପବାଚସ୍ପତିଙ୍କ ଘରେ ସାପ; ଜାଲି କାଟି ବାହାର କଲା ସ୍ନେକ ହେଲ୍ପ ଲାଇନ

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଉପ ବାଚସ୍ପତି ରଜନୀ କାନ୍ତ ସିଂହଙ୍କ ଭୁବନେଶ୍ୱର ୟୁନିଟ ୧ ସ୍ଥିତ ସରକାରୀ ବାସ ଭବନରେ ସାପ । ଉପବାଚସ୍ପତିଙ୍କ VIIC 9 ର କାର୍ଯ୍ୟାଳୟ ଭିତରେ ଥିବା ଏକ ବାଥରୁମ ଭିତର ଜାଲିରେ ଏଇ କଉଡ଼ିଆ…

ମୋଦି ସରନେମ୍‌ ମାମଲା: ରାହୁଲଙ୍କ ଦଣ୍ଡାଦେଶ ଉପରେ ଲାଗିଲା ରୋକ୍‌

ମୋଦି ସରନେମ୍‌ ମାମଲାରେ ରାହୁଲ ଗାନ୍ଧିଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି। ମାନହାନୀ ମାମଲାରେ ରାହୁଲଙ୍କ ଦଣ୍ଡାଦେଶ ଉପରେ ରୋକ ଲଗାଇଛନ୍ତି ସର୍ବୋଚ୍ଚ ନ୍ୟାୟଳୟ। ଗୁଜରାଟର ସୁରଟ ସେସନ କୋର୍ଟ ରାହୁଲଙ୍କୁ ୨ ବର୍ଷର ଦଣ୍ଡାଦେଶ ଶୁଣାଇଥିବା ବେଳେ ଏହା ଉପରେ ରୋକ…

୬ରୁ ଘଡ଼ଘଡ଼ି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉତ୍ତର ଛତିଶଗଡ଼ ଓ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ସୁଦୃଶ ଲଘୁଚାପ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଅନ୍ୟପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ସକ୍ରିୟ ରହିଛି । ଆଜି ଓ ଆସନ୍ତକାଲି ଓଡ଼ିଶାରେ ବର୍ଷା…

ବିଶ୍ୱ ଚେସ୍ ପ୍ରତିଯୋଗିତାରେ ଡି ଗୁକେଶଙ୍କ କମାଲ୍: ଭାଙ୍ଗିଲେ ବିଶ୍ୱନାଥ ଆନନ୍ଦଙ୍କ ରେକର୍ଡ

ଚେସ୍ ପ୍ରତିଯୋଗିତାରେ କିମ୍ବଦନ୍ତୀ କ୍ରୀଡ଼ାବିତ୍ ବିଶ୍ୱନାଥ ଆନନ୍ଦଙ୍କ ରେକର୍ଡ ଭାଙ୍ଗିଲେ ଡି ଗୁକେଶ। କିଶୋର ଗ୍ରାଣ୍ଡମାଷ୍ଟର ଡି ଗୁକେଶ ଗୁରୁବାର ବାକୁରେ ଚାଲିଥିବା ଚେସ୍ ବିଶ୍ୱକପ୍‌ ଚାମ୍ପିଅନସିପର ଦ୍ୱିତୀୟ ରାଉଣ୍ଡରେ ସ୍ଥାନୀୟ ପ୍ରତିଯୋଗୀ ମିସ୍ରାଦ୍ଦିନ ଇସ୍କାଣ୍ଡ୍ରୋଭଙ୍କୁ ପରାସ୍ତ କରିଛନ୍ତି। ଏହି ସଫଳତା…

ରାଜ୍ୟ ବିଜେପିର ନୂଆ ଟିମ

ଭୁବନେଶ୍ୱର: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ତାଙ୍କର ନୂଆ ଟିମ ଘୋଷଣା କରିଛନ୍ତି | ଆଜି ବିଜେପି ରାଜ୍ୟ ପଦାଧିକାରୀ ଓ ମୋର୍ଚ୍ଚା ସଭାପତିଙ୍କ ନାମ ଘୋଷଣା କରାଯାଇଛି | ବିଜେପି ରାଜ୍ୟ ସଭାପତି ୩୫ ଜଣିଆ ତାଲିକା ଜାରି…

ତଲାବିରା କୋଇଲା ଖଣି ଘୋଟାଲା ମାମଲା: ୮ ବର୍ଷ ପରେ ହେବ ପୂର୍ବ ପ୍ରଧାନମନ୍ତ୍ରୀଙ୍କ ଆବେଦନର ଶୁଣାଣି

୮ ବର୍ଷ ପରେ ଆଜି ହେବ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଆବେଦନ କରିଥିବା ମାମଲାର ଶୁଣାଣି। କୋଇଲା ଘୋଟାଲା ମାମଲାରେ ମାର୍ଚ୍ଚ ୨୦୧୫ରେ ଦିଲ୍ଲୀର ଏକ ଟ୍ରାଏଲ କୋର୍ଟ ଦେଇଥିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଏହି ଆବେଦନ କରିଥିଲେ ମନମୋହନ…