ବନ୍ୟା ସ୍ଥିତି ମୁକାବିଲା ନେଇ ଏସଆରସିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ୭ ଜିଲ୍ଲାକୁ ଆଲର୍ଟ
ଭୁବନେଶ୍ୱର: ବନ୍ୟା ସ୍ଥିତି ମୁକାବିଲା ନେଇ ଏସଆରସିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ବନ୍ୟା ନେଇ ୭ଟି ଜିଲ୍ଲାକୁ ଆଲର୍ଟ କରାଯାଇଛି। ତଳିଆ ଅଞ୍ଚଳ ଗୁଡ଼ିକୁ ଏନଡିଆରଏଫ, ଓଡ୍ରାଫ ଟିମ୍ ପଠାଯାଇଛି। ଅନୁଗୁଳ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କୁ ସତର୍କ…