ଦିଲ୍ଲୀ ସେବା ବିଲକୁ BJD ଓ YSRCP ସମର୍ଥନ କରିବା ପଛର କାରଣ ବୁଝିପାରୁନି କହିଲେ ପି ଚିଦାମ୍ବରମ୍
ମଙ୍ଗଳବାର ଲୋକସଭାରେ ଆଗତ ହୋଇଛି ଦିଲ୍ଲୀ ସେବା ବିଲ୍। କେନ୍ଦ୍ର ଗୃହମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏହି ବିଲକୁ ଆଗତ କରିଛନ୍ତି। ଏହି ବିଲ୍ ଉପରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ଏବଂ ଜଗନ୍ ମୋହନ ରେଡ୍ଡୀଙ୍କ ପାର୍ଟି ୱାଇଏସଆର କଂଗ୍ରେସ ମୋଦୀ…