ଲଘୁଚାପ ପ୍ରଭାବରେ ଅତି ପ୍ରବଳ ବର୍ଷିବ; ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଉତ୍ତରପୂର୍ବ ବଙ୍ଗୋପସାଗରରେ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି । ଏହା କ୍ରମଶଃ ଉତ୍ତରପଶ୍ଚିମ ଦିଗକୁ ଗତି କରି ବାଂଲାଦେଶ ଉପକୂଳ ଅତିକ୍ରମ କରିବ । ପ୍ରଭାବରେ ରାଜ୍ୟରେ ଆଜି ଓ ଆସନ୍ତାକାଲି ୨ ଦିନ ଅତି ପ୍ରବଳ ବର୍ଷା…