Month: September 2023

୯ ଦିନରେ ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ ଦ୍ୱାରା ୧୧୬୦ରୁ ଊର୍ଦ୍ଧ୍ୱ ଆଇଡିଆ ସଂଗ୍ରହ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ୍ ଆଜି ଓଡିଶାର ୩ଟି ପ୍ରମୁଖ ଜିଲ୍ଲା ସୋନପୁର, ଗଜପତି ଏବଂ ବାଲେଶ୍ୱରରେ ପହଞ୍ଚି ଷ୍ଟାର୍ଟଅପ୍ ଆଇଡିଆ ସଂଗ୍ରହ କରିଛି । ଏହି ଯାତ୍ରା ଅର୍ନ୍ତଗତ ଭ୍ୟାନଗୁଡିକ ଆଜି…

ଗୁଣି ଗାରେଡି ସନ୍ଦେହରେ ଡବଲ୍ ମର୍ଡର, ସ୍ବାମୀ-ସ୍ତ୍ରୀଙ୍କୁ ବୀଭତ୍ସ ହତ୍ୟା

ଗଜପତି : ଗୁଣି ଗାରେଡି ସନ୍ଦେହରେ ଡବଲ୍ ମର୍ଡର । ସ୍ବାମୀ-ସ୍ତ୍ରୀଙ୍କୁ ବୀଭତ୍ସ ହତ୍ୟା । ଗଜପତି ଜିଲ୍ଲା ଅଡବା ଥାନା ଘୋଡ଼ାପଙ୍କା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକମାନେ ହେଲେ ଘୋଡ଼ାପଙ୍କା ଗାଁର କପିଳେନ୍ଦ୍ର ମଳିକ ଓ ତାଙ୍କ…

ଆତଙ୍କୀ ଲଖବୀର ସିଂହ ଲାଣ୍ଡାର ୪୮ଟି ଠିକଣାରେ ରେଡ୍‌

ଖଲିସ୍ତାନୀ ଆତଙ୍କବାଦୀ ଲଖବୀର ସିଂହ ଲାଣ୍ଡା ଓ ଏହାର ସହଯୋଗୀମାନଙ୍କର ପ୍ରାୟ ୪୮ଟି ଠିକଣାରେ ଆଜି ପଞ୍ଜାବ ପୁଲିସ ଏକକାଳୀନ ରେଡ କରିଛି। ଫିରୋଜପୁର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଖଲିସ୍ତାନୀ ସପକ୍ଷବାଦୀଙ୍କ ଠିକଣାରେ ଏପରି ଚଢ଼ଉ କରାଯାଇଛି। ଏହାପୂର୍ବରୁ…

ସେପ୍ଟେମ୍ବର ୨୬ରୁ ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ପାଇଁ ଅନଲାଇନ୍‌ରେ ପ୍ରମାଣପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ଭୁବେନଶ୍ୱର: ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୩-୨୪ ବ୍ୟାଚରେ ନାମଲେଖା ପାଇଁ ଅନଲାଇନ ମାଧ୍ୟମରେ ସାଟିର୍ଫେିକଟ ଓ ଆବଶ୍ୟକ ବିଭିନ୍ନ ପ୍ରମାଣପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ଅନଲାଇନ ଜରିଆରେ ଏହି ପ୍ରମାଣପତ୍ର ଦାଖଲ…

ବିଜେପି ସହ ସମ୍ପର୍କ ତୁଟାଇଲା AIADMK

ବିବାଦୀୟ ବୟାନକୁ କେନ୍ଦ୍ର କରି ବିଜେପି ସହ ସମ୍ପର୍କ ତୁଟାଇଛି AIADMK। ଏହାସହିତ ଏନଡିଏ ମେଣ୍ଟରୁ ମଧ୍ୟ ଓହରି ଯାଇଛି AIADMK। ୨୦୨୪ ନିର୍ବାଚନରେ AIADMK ନିଜେ ମେଣ୍ଟ କରି ଲଢିବ। ତାମିଲନାଡୁ ସ୍ଥିତ AIADMK ମୁଖ୍ୟାଳୟରେ ଜିଲ୍ଲା ସମ୍ପାଦକ ଓ…

ଆଇଆଇଟି ଭୁବନେଶ୍ବର କ୍ଯାମ୍ପସରେ ଇ-ରିକ୍ସା ସେବାର ଶୁଭାରମ୍ଭ

ଭୁବନେଶ୍ୱର: ପରିବେଶ ଅନୁକୂଳ ପରିବହନକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଆଇଆଇଟି ଭୁବନେଶ୍ୱର ପକ୍ଷରୁ ସୋମବାର ଅନ୍ କ୍ୟାମ୍ପସ ଇଲେକ୍ଟ୍ରିକ୍ ରିକ୍ସା ସେବାର ଶୁଭାରମ୍ଭ କରାଯାଇଛି। ଆଇଆଇଟି ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର ଶ୍ରୀପଦ କରମଲକର ଅନ୍ୟ ଅତିଥିମାନଙ୍କ ଉପସ୍ଥିତିରେ ଏହି ସେବାକୁ ପତାକା…

ଟଙ୍କା ନ ଦେବାରୁ ସାଙ୍ଗକୁ ମାରିଦେଲେ ସାଙ୍ଗ

ରାଉରକେଲା: ଟଙ୍କା ନ ଦେବାରୁ ସାଙ୍ଗକୁ ମାରିଦେଲେ ସାଙ୍ଗ। ରାଉରକେଲା ଟାଙ୍ଗରପାଲି ହେକେଟ ରୋଡ଼ର କଚଡା ପୁଲିଆ ନିକଟରୁ ଛାତ୍ରର ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ର ଜଣକ ବାଲୁଘାଟର ରୁଦ୍ର ପାଢୀ। ସେ ଏକ ଘରୋଇ ଇଂରାଜୀ ମିଡିୟମ ସ୍କୁଲରେ…

ପାକ୍‌ ଯୁବତୀଙ୍କୁ ପୁଲିସ୍‌ର ହସ୍ତାନ୍ତର କରାଇଲେ ଯୁବକ

ମୋରଦାବାଦ୍‌: ପାକିସ୍ତାନରୁ ଆସିଥିବା ଜଣେ ୧୭ ବର୍ଷୀୟା ବାଳିକାଙ୍କୁ ନିଖିଲ ଶର୍ମା ନାମକ ଜଣେ ଯୁବକ ମୋରଦାବାଦ ରେଳ ପୁଲିସକୁ ହସ୍ତାନ୍ତର କରିଥିବା ଖବର ହସ୍ତଗତ ହୋଇଛି। ଏବେ ଏହି ଘଟଣାକୁ ନେଇ ଚାରିଆଡ଼େ ଚର୍ଚ୍ଚା ‌ଖେଳିଯାଇଛି। ଶର୍ମା କହିଛନ୍ତି ଯେ…

ସୁନ୍ଦରଗଡରେ ପୁଣି ୧୪ ନୂଆ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ୨୪୪କୁ ବୃଦ୍ଧି

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଳାର ପିଛା ଛାଡୁନି ସ୍କ୍ରବ୍ ଟାଇଫସ୍ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଚାଲିଛି । କମିବାର ନାଁ ଧରୁନି । ପୁଣି ୧୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକି ଜିଲ୍ଲାରେ ମୋଟ୍…

ବ୍ୟାଙ୍କକୁ ଯିବାବେଳେ ବାଟରୁ ବ୍ରାଞ୍ଚ ମ୍ୟାନେଜର ନିଖୋଜ

ବାଙ୍କି : କୁଆଡେ ଗଲେ ବ୍ୟାଙ୍କ ମ୍ୟାନେଜର… ଦୁଇ ଦିନ ଛୁଟି ସାରି ଆସୁଥିଲେ ବ୍ୟାଙ୍କ କିନ୍ତୁ ବାଟରେ ହୋଇଗଲେ ଉଭାନ । କୁଆଡେ ଗଲେ କେଉଁଠାକୁ ଗଲେ କିଛିର ବି ଖୋଜ ଖବର ମିଳୁନି ଏଯାଏଁ । ବ୍ୟସ୍ତ ହୋଇ…