ସୁନା ଦୋକାନରୁ ସଶସ୍ତ୍ର ଡକାୟତି, ନେଇଗଲେ ୨୫ ଲକ୍ଷ ଟଙ୍କାର ଅଳଙ୍କାର
ସମ୍ବଲପୁର ସଦର ଥାନା ଅନ୍ତର୍ଗତ ମାନେଶ୍ଵର ଛକ ନିକଟରେ ଥିବା ଏକ ସୁନା ଦୋକାନରୁ ଆଜି ସଶସ୍ତ୍ର ଡକାୟତି ହୋଇଛି। ଡକାୟତମାନେ ପ୍ରାୟ ୨୫ ଲକ୍ଷ ଟଙ୍କା ସୁନା ଓ ରୁପା ଅଳଙ୍କାର ନେଇଯାଇଥିବା ଅଭିଯୋଗ ହୋଇଥିବା ବେଳେ ସଦର ଥାନା…
ସମ୍ବଲପୁର ସଦର ଥାନା ଅନ୍ତର୍ଗତ ମାନେଶ୍ଵର ଛକ ନିକଟରେ ଥିବା ଏକ ସୁନା ଦୋକାନରୁ ଆଜି ସଶସ୍ତ୍ର ଡକାୟତି ହୋଇଛି। ଡକାୟତମାନେ ପ୍ରାୟ ୨୫ ଲକ୍ଷ ଟଙ୍କା ସୁନା ଓ ରୁପା ଅଳଙ୍କାର ନେଇଯାଇଥିବା ଅଭିଯୋଗ ହୋଇଥିବା ବେଳେ ସଦର ଥାନା…
ଇନ୍ଦୋର: ଅଷ୍ଟ୍ରେଲିଆ ବିପକ୍ଷରେ ବିସ୍ପୋରକ ବ୍ୟାଟିଂ କରିଛନ୍ତି ଭାରତୀୟ ବ୍ୟାଟ୍ସମ୍ୟାନ। ଉଦୟମାନ ବ୍ୟାଟ୍ସମ୍ୟାନ ଶୁବମନ୍ ଗିଲ, ଶ୍ରେୟସ ଆୟର, ସୂର୍ଯ୍ୟକୁମାର ଯାଦବ ଓ କେଏଲ୍ ରାହୁଲ ଅଷ୍ଟ୍ରେଲିଆ ଦଳର ବୋଲରଙ୍କୁ ଧୁମ ପ୍ରହାର କରିଛନ୍ତି। ଅଷ୍ଟ୍ରେଲିଆର ସବୁ ବୋଲରଙ୍କୁ ଧୁଲେଇ କଲେ…
ସୁନ୍ଦରଗଡ଼: ତଲସରା ଥାନା ଅଧିନସ୍ଥ ତୁମୁଲିଆ ଓମ ଶ୍ରୀ ମା ସନ୍ତୋଷୀ ପେଟ୍ରୋଲ ପମ୍ପରେ ରବିବାର ଲୁଟ୍ ହୋଇଛି। ମାଲିକଙ୍କୁ ଛୁରାମାଡ଼ କରି ୩ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ସୂଚନା ମିଳିଛି। ଗୁରୁତର ମାଲିକ ଦେବପ୍ରସାଦ…
ଅବୁଜା: ନାଇଜେରିଆରେ ବଡ଼ ଧରଣର ଦୁର୍ଘଟଣା। ବେଆଇନ ଇନ୍ଧନ ଗୋଦାମରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ବେନିନର ଏକ ତୈଳ ଡିପୋରେ ବିସ୍ଫୋରଣ ଘଟିବାରୁ ୩୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ…
ନୂଆଦିଲ୍ଲୀ: ଆଗାମୀ ବିଧାନସଭା ନିର୍ବାଚନକୁ ନେଇ ରାଜନେତାଙ୍କ ମଧ୍ୟରେ ଆରମ୍ଭ ହେଲାଣି ଅଙ୍କ କସା। କିଏ କେଉଁ ଆସନରେ ଜିତିବ ସେନେଇ ଅନୁମାନ ମଧ୍ୟ କଲେଣି ଅନେକ ରାଜନେତା। ଏହାରି ଭିତରେ କଂଗ୍ରେସ ନେତା ତଥା ଦଳର ଲୋକସଭା ସଦସ୍ୟ ରାହୁଲ…
ମୁମ୍ବାଇ: ଆଇସିଏମଆରର ନୂତନ ଷ୍ଟଡିରେ ଏକ ଚିନ୍ତାଜନକ ତଥ୍ୟ ସମ୍ମୁଖକୁ ଆସିଛି । ନିମୋନିଆ ଓ ସେପ୍ସସିସ ପରି ରୋଗ ପାଇଁ ବ୍ୟବହାର କରାଯାଉଥିବା ଆଂଟିବାୟୋଟିକ ଏବେ ପ୍ରଭାବହୀନ ହେଉଛି । ଆଂଟିବାୟୋଟିକର ଭୂଲ ପ୍ରୟୋଗ ଏହାର ଏକ କାରଣ ଭାବେ…
ବାଲେଶ୍ୱର : ଶାନ୍ତିନିକେତନରୁ ଅପହରଣ, ତାଳସାରୀରୁ ଉଦ୍ଧାର। ଓଡ଼ିଶା ପୋଲିସ ସହାୟତାରେ ପଶ୍ଚିମବଙ୍ଗ ପୋଲିସ ଅପହୃତ ଯୁବକ ପାନ୍ନାକାରାଙ୍କୁ ଉଦ୍ଧାର କରିଛି। ଏହି ଘଟଣାରେ ୧୨ ଜଣଙ୍କୁ ଗିରଫ କରିଛି ପୋଲିସ। ଅଭିଯୋଗ ଅନୁଯାୟୀ ଚୁଟି ବ୍ୟବସାୟରେ ଟଙ୍କା ନେଣଦେଣକୁ କେନ୍ଦ୍ର…
ମହାରାଷ୍ଟ୍ର: ମହାରାଷ୍ଟ୍ର ନାଗପୁରରେ ପ୍ରବଳ ବର୍ଷା। ବର୍ଷା ଯୋଗୁଁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛି । ବସ୍ ଡିପୋ ଏବଂ ଘରେ ଲୋକମାନେ ଫସିଛନ୍ତି । ଉଦ୍ଧାର କାର୍ଯ୍ୟ ପାଇଁ ଏନଡିଆରଏଫ ଟିମ୍ ନିୟୋଜିତ ହୋଇଛି । ଉପମୁଖ୍ୟମନ୍ତ୍ରୀ…
ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଅମର୍ଦ୍ଦା ରୋଡ୍ ସ୍ଥିତ ନନା ହୋଟେଲ୍ରେ ଗ୍ୟାସ୍ ଲିକ୍ରୁ ଅଗ୍ନିକାଣ୍ଡ ଘଟି ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ବସ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି…
ନୂଆଦିଲ୍ଲୀ: ଚନ୍ଦ୍ରଯାନ-୩ର ସଫଳତା ପରେ ‘ଜି୨୦’ ଶିଖର ସମ୍ମିଳନୀର ଭବ୍ୟ ଆୟୋଜନ ପ୍ରତ୍ୟେକ ଭାରତୀୟଙ୍କ ଖୁସିକୁ ଦ୍ବିଗୁଣିତ କରିଦେଇଥିବା କଥା ଆଜି ‘ମନ୍ କୀ ବାତ୍’ର ୧୦୫ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ନିଜେ ‘ଭାରତ ମଣ୍ଡପମ୍’ ବି…