Month: September 2023

ବାଲିଯାତ୍ରା ପଡିଆରୁ ମିଳିଲା ବ୍ୟକ୍ତିଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଭୁବନେଶ୍ୱର: ଭୁବନେଶ୍ୱର ବାଲିଯାତ୍ରା ପଡିଆରୁ ମିଳିଲା ଜଣେ ବ୍ୟକ୍ତିଙ୍କ ମୃତଦେହ। ଖୁଦୁରୁକୁଣୀ ପୂଜା କରୁଥିବା ବେଳେ ନଇ ମଝିରେ ଏକ ମୃତଦେହ ଦେଖିଥିଲେ ଯୁବତୀମାନେ । ଏନେଇ ପୋଲିସକୁ ଖବର ଦେବା ପରେ ଦମକଳ ବାହନୀ ମୃତଦେହକୁ ପାଣିରୁ ଉଦ୍ଧାର କରିଥିଲେ…

ଆସନ୍ତାକାଲି ଠାରୁ କଂଗ୍ରେସ ଆରମ୍ଭ କରିବ ଘରେ ଘରେ ହାତ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ କଂଗ୍ରେସ ଆରମ୍ଭ କରିବ ଘରେ ଘରେ ହାତ କାର୍ଯ୍ୟକ୍ରମ। ଯାହାକୁ ନେଇ ଦଳୀୟ ନେତା ବେଶ ଉତ୍ସାହିତ। ଘରେ ଘରେ କଂଗ୍ରେସ ଘରେ ଘରେ ହାତ କାର୍ଯ୍ୟକ୍ରମ ପାଇଁ ଦଳ ପକ୍ଷରୁ କେବେଠୁ ପ୍ରସ୍ତୁତି କରାଯାଉଛି। ରାଜ୍ୟର…

I.N.D.I.A ମେଣ୍ଟରୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ ନୀତୀଶ !

ପାଟନା: ଜନତା ଦଳ ୟୁନାଇଟେଡ (ଜେଡିୟୁ)ର ବରିଷ୍ଠ ନେତା ତଥା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ହେବେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ। I.N.D.I.A ମେଣ୍ଟରୁ ନୀତୀଶଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଛି ଜେଡିୟୁ। ବିହାର ବିଧାନସଭାର ଉପବାଚସ୍ପତି ମହେଶ୍ୱର ହଜାରୀ ଏଭଳି…

ଆଗାମୀ ୨ ଦିନ ପାଇଁ ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସେପ୍ଟେମ୍ବର ୨୯ ପର୍ଯ୍ୟନ୍ତ ରାଜ୍ୟରେ କୌଣସି ବର୍ଷା ହେବାର ସତର୍କ ସୂଚନା ଜାରି କରାଯାଇ ନଥିବା ବେଳେ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଏବଂ ବଙ୍ଗୋପସାଗରର ପୂର୍ବ ମଧ୍ୟଭାଗରେ ଲଘୁଚାପ ସୃଷ୍ଟି ହେବାର ପୂର୍ବାନୁମାନ କରିଛି…

ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ର ପ୍ରଥମ ବୈଠକ

ପ୍ରସ୍ତାବିତ ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ପାଇଁ ଗଠିତ କମିଟିର ପ୍ରଥମ ବୈଠକ ଆଜି ଅନୁଷ୍ଠିତ ହୋଇଛି। ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଆଜି କମିଟିର ସଦସ୍ୟମାନେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହାପରେ ୮ ଜଣିଆ କମିଟି ସର୍ବସମ୍ମତିକ୍ରମେ…

ଏନଡିଏ ସହ ମେଣ୍ଟ କରିବାରୁ ଦଳ ଛାଡିଲେ ଜେଡିଏସର ବରିଷ୍ଠ ମୁସଲିମ ନେତା

ଜନତା ଦଳ ସେକୁଲାର ବା ଜେଡିଏସ୍ ହାତ ଛାଡିଲେ ଜଣେ ବରିଷ୍ଠ ନେତା। ଦଳ ନ୍ୟାସନାଲ୍ ଡେମୋକ୍ରାଟିକ ଆଲାଏନ୍ସ ସହ ମିଶିବା ପରେ ସେ ଏପରି ନିଷ୍ପତ୍ତି ନେଇଛନ୍ତି। ତେବେ ଜେଡିଏସ୍ ଛାଡିଥିବା ବରିଷ୍ଠ ନେତା ହେଉଛନ୍ତି ସୟଦ ଶୈଫଉଲ୍ଲା। ବିଜେପି…

ରେଲୱେ ଟ୍ରାକକୁ ଖସିଲା ପଥର, ଟ୍ରେନ ଚଳାଚଳ ବାଧାପ୍ରାପ୍ତ

କୋରାପୁଟ: ଜରଟି ଷ୍ଟେସନ ନିକଟରେ ପାହାଡ଼ରୁ ଧସିଛି ମାଟି ଓ ବଡ଼ ପଥର। ଏହାଫଳରେ କୋରାପୁଟ-ଜୟପୁର ରେଳ ଯୋଗଯୋଗ ବିଛିନ୍ନ ହୋଇଥିବା ଜଣାଯାଇଛି।ଜରଟି ନିକଟରେ ପାହାଡ଼ରୁ ରେଳ ଧାରଣାରେ ମାଟି ଓ ବଡ଼ ପଥର ପଡ଼ିଥିବାରୁ କେତେକ ଟ୍ରେନ୍ ଅଟକିଥିବା ଜଣାଯାଇଛି।…

୩ ମାସ ହେଲା ଦୁଷ୍କର୍ମ କରୁଥିଲେ ବାପା, ଗୁଳି କରି ଦେଲେ ଝିଅ

ଗତ ତିନି ମାସ ହେଲା ଜଣେ ବ୍ୟକ୍ତି ତାଙ୍କର ୧୪ ବର୍ଷର ଝିଅକୁ ଦୁଷ୍କର୍ମ କରୁଥିଲେ। ଶେଷରେ ଝିଅ ଗୁଳି କରି ତାଙ୍କ ବାପାଙ୍କୁ ହତ୍ୟା କରିଛି। ଗତକାଲି ପାକିସ୍ତାନର ଲାହୋରର ଗୁଜ୍ଜରପୁରା ଅଞ୍ଚଳରେ ଘଟିଛି ଏହି ଘଟଣା। ନାବାଳିକା ଜଣଙ୍କ…

ନବଜାତ ଶିଶୁପୁତ୍ରକୁ ମେଡିକାଲ ପାଇଖାନା ପାଖରେ ଫିଙ୍ଗି ଚାଲିଗଲା ମା’

ବାଲେଶ୍ଵର: ନିଷ୍ଠୁର ହୋଇଗଲା ଜନ୍ମକଲା ମାଆ । ନବଜାତ ଶିଶୁପୁତ୍ରକୁ ମେଡିକାଲ ପାଇଖାନା ପାଖରେ ଫିଙ୍ଗି ଚାଲିଗଲା ନିଷ୍ଠୁର ମା । ମେଡିକାଲ ପାଇଖାନା ନିକଟରୁ ଉଦ୍ଧାର ହେଲା ନବଜାତ ଶିଶୁ ପୁତ୍ର । ଏହି ଅଭାବନୀୟ ଘଟଣା ଘଟିଛି ବାଲେଶ୍ଵର…

ୟୁକ୍ରେନ୍‌ରେ ପାଶ୍ଚାତ୍ୟ ଶକ୍ତି ମସ୍କୋ ସହିତ ସିଧାସଳଖ ଯୁଦ୍ଧ କରୁଛି: ରୁଷ୍‌

ଜାତିସଂଘ: ୟୁକ୍ରେନ୍‌କୁ ସହଯୋଗ କରି ପାଶ୍ଚାତ୍ୟ ଶକ୍ତିମାନେ ମସ୍କୋ ସହିତ ପ୍ରତ୍ୟକ୍ଷ ଯୁଦ୍ଧରେ ଅବତୀର୍ଣ୍ଣ ହୋଇଛନ୍ତି ବୋଲି ଶନିବାର ଦିନ ରୁଷୀୟ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭ୍‌ରୋଭ୍‌ କହିଥିବା କଥା ସମ୍ବାଦ ସରବରାହ ସଂସ୍ଥାନ ‘ଏଏଫ୍‌ପି’ ରିପୋର୍ଟ କରିଛି। ଜାତିସଂଘରେ ଆୟୋଜିତ…