Month: September 2023

ଖାଦ୍ୟ ବିଷ କ୍ରିୟାରୁ ପରିବାରର ୧୧ ଜଣ ଅସୁସ୍ଥ, ମେଡିକାଲରେ ଭର୍ତ୍ତି

ଆନନ୍ଦପୁର : ଖାଦ୍ୟ ବିଷ କ୍ରିୟାରୁ ୧୧ ଅସୁସ୍ଥ। ଆନନ୍ଦପୁର ନନ୍ଦିପଦା ଥାନା ଅମୃତପୁର ଗାଁରେ ରାତିରେ ଚିକେନ ଖାଇ ୧୧ ଜଣ ଅସୁସ୍ଥ ହୋଇଛନ୍ତି। ସମସ୍ଥ ଅସୁସ୍ଥଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ଯରେ ୨ ପୁରୁଷ ,…

ଦଶ ଗୁଣ ବଢ଼ିଲା ରେଲୱେ ଦୁର୍ଘଟଣା ଅନୁକମ୍ପା ରାଶି

ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ତଥା ଗୁରୁତରଙ୍କୁ ମିଳିବ ବଡ଼ କ୍ଷତିପୂରଣ ରାଶି । ଏହି କ୍ଷତିପୂରଣ ରାଶି ପୂର୍ବାପେକ୍ଷା ୧୦ ଗୁଣ ଅଧିକ ହେବ ବୋଲି ରେଳବାଇ ପକ୍ଷରୁ କୁହାଯାଇଛି । ରେଳବାଇ ପକ୍ଷରୁ ଜାରି ସୂଚନା…

ଚାଷୀଙ୍କ ଆକାଉଣ୍ଟକୁ କାଳିଆ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପବିତ୍ର ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ…

ଖଲ୍ଲିସ୍ତାନୀ ଆତଙ୍କୀଙ୍କ ସମ୍ପର୍କରେ ଥିବା ୪୩ ଅପରାଧୀଙ୍କ ତାଲିକା ଜାରି, ସୂଚନା ଦେଲେ ମିଳିବ ୧୦ ଲକ୍ଷ

ଖଲ୍ଲିସ୍ତାନୀ ଆତଙ୍କବାଦୀ ହରଦୀପ ନିଜ୍ଜାରର ମୃତ୍ୟୁକୁ ନେଇ ଭାରତ-କାନାଡା ସଂପର୍କରେ ତିକ୍ତତା ଆସିଥିବା ବେଳେ ବଡ଼ ପଦକ୍ଷେପ ନେଇଛି ଏନଆଇଏ। କାନାଡାର ଆତଙ୍କୀ ଗ୍ୟାଙ୍ଗଷ୍ଟର ସହ ସଂପର୍କରେ ଥିବା ୪୩ କୁଖ୍ୟାତ ଅପରାଧୀଙ୍କ ତାଲିକା ଜାରି କରିଛି ଏନଆଇଏ। ଏଥିସହ ଭାରତରେ…

ଆଜି ବି ରାଜ୍ୟରେ ଭୀଷଣ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ ବଙ୍ଗ ଓ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ଏହାର ପ୍ରଭାବରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି…

କଂଗ୍ରେସର ସଜନ କୁମାର ଓ ଅନ୍ୟମାନେ ଦୋଷମୁକ୍ତ

ବହୁ ଚର୍ଚ୍ଚିତ ୧୯୮୪ ମସିହା ଶିଖ ବିରୋଧୀ ଦଙ୍ଗା ସହ ଜଡ଼ିତ ସୁଲତାନପୁର ମାମଲାରେ କଂଗ୍ରେସର ସଜନ କୁମାର ଓ ଅନ୍ୟ ସମସ୍ତ ଅଭିଯୁକ୍ତଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ଦିଲ୍ଲୀର ରୋଜ ଆଭିନ୍ୟୁ କୋର୍ଟ ଆଜି ସମସ୍ତଙ୍କୁ ଦୋଷମୁକ୍ତ କରିଛନ୍ତି। ପ୍ରାଥମିକ…

ଗଣେଶ ବିସର୍ଜନ କରିବାକୁ ଯାଇ ନାଗାବଳୀ ନଦୀରେ ଭାସି ଗଲେ ଯୁବକ

ରାୟଗଡ଼ା: ନାଗାବଳୀ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ କରିବାକୁ ଯାଇ ପ୍ରଖର ନଦୀ ଜଳସ୍ତରରେ ଭାସି ଗଲେ ଜଣେ ୩୨ ବର୍ଷ ଯୁବକ। ରାୟଗଡାର ନାଗାବଳୀ ନଦୀର ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଜଳସ୍ତର ପ୍ରଖର ଓ ଭୀଷଣ ଭାବେ…

ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର: ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ପ୍ରମିଳା ମଲ୍ଲିକ । ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀପଦରୁ ଇସ୍ତଫା ଦେଇଛନ୍ତି ପ୍ରମିଳା । ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ମନ୍ତ୍ରୀପଦରୁ ଇସ୍ତଫା ଦେଇଛନ୍ତି ପ୍ରମିଳା । ଆଜି…

ଭାରତ ଖୋଜୁଥିବା ଖଲିସ୍ତାନୀ ଆତଙ୍କବାଦୀଙ୍କ ସହଯୋଗୀ କାନାଡାରେ ନିହତ

ନୂଆଦିଲ୍ଲୀ: ଭାରତ ଖୋଜୁଥିବା ଖଲିସ୍ତାନୀ ଆତଙ୍କବାଦୀ ଅର୍ଶଦୀପ ସିଂହ ଓରଫ ଅର୍ଶ ଦାଲାଙ୍କ ସହଯୋଗୀ ସୁଖ୍‌ଦୂଲ୍‌ ସିଂହଙ୍କୁ ବୁଧବାର ରାତିରେ କାନାଡାର ୱିନ୍ନିପେଗ୍‌ ସହରରେ ହତ୍ୟା କରାଯାଇଥିବା କଥା ବିଭିନ୍ନ ଜାତୀୟ ଗଣମାଧ୍ୟମ ରିପୋର୍ଟ କରିଛନ୍ତି। ‘ଏ’ ବର୍ଗର ଗ୍ୟାଙ୍ଗ୍‌ଷ୍ଟର୍‌ ସୁଖ୍‌ଦୂଲ୍‌…

୨୬ରେ ବିଧାନସଭା ସମ୍ମୁଖରେ ମହାସମାବେଶ କରିବାକୁ ପ୍ରାଥମିକ ଶିକ୍ଷକ ସଂଘର ଘୋଷଣା

ଭୁବନେଶ୍ୱର: ତିନି ଦଫା ଦାବି ପୂରଣ ଦାବିରେ ଓଡ଼ିଶାର ପ୍ରାଥମିକ ଶିକ୍ଷକମାନେ ବୁଧବାର ଆନ୍ଦୋଳନକୁ ଜୋରଦାର କରିବାକୁ ଘୋଷଣା କରିଛନ୍ତି। ସେପ୍ଟେମ୍ବର ୨୬ ତାରିଖରେ ବିଧାନସଭା ସମ୍ମୁଖରେ ମହାସମାବେଶ କରିବାକୁ ମଧ୍ୟ ଶିକ୍ଷକ ସଂଘ ଘୋଷଣା କରିଛି। ମହାସମାବେଶରେ ପ୍ରାୟ ୧…