Month: September 2023

ରାଜ୍ୟରେ ସ୍କ୍ରବ ଟାଇଫସକୁ ନେଇ ବଢୁଛି ଚିନ୍ତା, ସୁନ୍ଦରଗଡ଼ରେ ଜଣେ ମୃତ

ସୁନ୍ଦରଗଡ଼ : ଡେଙ୍ଗୁ ପରେ ରାଜ୍ୟରେ ସ୍କ୍ରବ ଟାଇଫସକୁ ନେଇ ବଢୁଛି ଚିନ୍ତା । ସୁନ୍ଦରଗଡ଼ରେ ସ୍କ୍ରବ ଟାଇଫସ୍। ଜିଲ୍ଲାରେ ଜାନୁଆରୀ ମାସରୁ ବର୍ତ୍ତମାନ ସୁଦ୍ଧା ୧୩୨ ଜଣ ସ୍କ୍ରବ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କର…

ସାରା ରାଜ୍ୟରେ ଲଘୁଚାପ ବର୍ଷା, ଆଜି ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ମଙ୍ଗଳବାର ରାତିରୁ ବର୍ଷାର ପ୍ରକୋପ ବୃଦ୍ଧି ହୋଇଥିବା ବେଳେ ଗତ ୩୬ ଘଣ୍ଟାରେ ଅନେକ ସ୍ଥାନରେ ବର୍ଷାର ପରିମାଣ ୧୦୦ ମିମିରୁ ଅଧିକ ରହିଛି। ଗୁରୁବାର ମଧ୍ୟ…

ଛାତ୍ରଛାତ୍ରୀଙ୍କୁ ସ୍କୁଲ ନେଇ ଯାଉଥିବାବେଳେ ଡଙ୍ଗା ଓଲଟି ୧୪ ଜଣ ନିଖୋଜ

ସ୍କୁଲ ଛାତ୍ରଛାତ୍ରୀଙ୍କୁ ସ୍କୁଲ ନେଇ ଯାଉଥିବାବେଳେ ଡଙ୍ଗା ଓଲଟି ୧୪ ଜଣ ଛାତ୍ରଛାତ୍ରୀ ନିଖୋଜ ହୋଇଛନ୍ତି । ଏଭଳି ଭୟଙ୍କର ଦୁର୍ଘଟଣାରେ ୨୦ ଜଣ ସ୍କୁଲ ଛାତ୍ରଛାତ୍ରୀ ଉଦ୍ଧାର ହୋଇଥିବା ଜଣା ପଡ଼ିଛି । ତେବେ ଏହି ଡଙ୍ଗାରେ ୩୪ ଜଣ…

ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ କଂଗ୍ରେସର ବିରୋଧ: ଅତନୁଙ୍କ ବାସଭବନ ଉପରକୁ ଅଣ୍ଡମାଡ

ଭୁବନେଶ୍ୱର:ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ବିରୋଧ କରି ଗର୍ଜିଲା କଂଗ୍ରେସ । ପ୍ରତିବାଦରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ବାସଭବନ ଘେରିଲା ଛାତ୍ର କଂଗ୍ରେସ । ବାସଭବନ ଘେରାଉ ସହ ଅଣ୍ଡାମାଡ଼ କଲା ଛାତ୍ର କଂଗ୍ରେସ । ତୁରନ୍ତ…

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ବୈଠକ ଅନୁଷ୍ଠିତ ହେବ। ଆସନ୍ତାକାଲି ଅତିରିକ୍ତ ବଜେଟକୁ ମିଳିପାରେ ଅନୁମୋଦନ। ଆସନ୍ତା ୨୨ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ…

ରାଜ୍ୟର ଏକ ଲକ୍ଷ ୩୦ ହଜାର ପ୍ରାଥମିକ ଶିକ୍ଷକଙ୍କ ସମୂହ ଛୁଟି, ୫୦ ହଜାର ସ୍କୁଲରେ ତାଲା

ସମୂହ ଛୁଟିରେ ଗଲେ ପ୍ରାଥମିକ ଶିକ୍ଷକ । ୫ ଦିନ ଧରି ଆନ୍ଦୋଳନ ପରେ ମଧ୍ୟ ଦାବି ପୂରଣ ହେବାରୁ ସେମାନେ ଛୁଟରେ ଯାଇଛନ୍ତି । ରାଜ୍ୟର ପ୍ରାୟ ଏକ ଲକ୍ଷ ୩୦ ହଜାର ପ୍ରାଥମିକ ଶିକ୍ଷକଙ୍କ ସମୂହ ଛୁଟି ଯୋଗୁ…

ଆଗାମୀ ୪ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା

ବଙ୍ଗୋପସାଗରରେ ଲଘୁଚାପ। ଗତକାଲି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ସକ୍ରିୟ ରହିଛି। ଆସନ୍ତା…

ଆତଙ୍କବାଦୀଙ୍କ ଗୁଳିରେ ୨ ସେନାଧିକାରୀ, ଜଣେ ଡିଏସପି ସହିଦ

ଶ୍ରୀନଗର : ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଆତଙ୍କବାଦୀଙ୍କ ସହ ଏନକାଉଣ୍ଟରରେ ସେନାର ଜଣେ କର୍ଣ୍ଣେଲ, ମେଜର ଓ ଡିଏସପି ସହିଦ ହୋଇଛନ୍ତି । ସହିଦ ସେନାଧିକାରୀ ୧୯-ରାଷ୍ଟ୍ରୀୟ ରାଇଫଲ୍ସର କର୍ଣ୍ଣେଲ ମନପ୍ରୀତ ସିଂ, ମେଜର ଆଶୀଷ ଧନଚକ ବୋଲି ସେନା ପକ୍ଷରୁ ସୂଚନା…

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉଜ୍ଜୈନରେ ବାବା ମହାକାଳଙ୍କୁ କଲେ ଦର୍ଶନ

ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ଉଜ୍ଜୈନର ମହାକାଳେଶ୍ୱର ମନ୍ଦିରରେ ପହଞ୍ଚିଥିଲେ। ଏଠାରେ ସେ ବାବା ମହାକାଳଙ୍କୁ ଅଭିଷେକ କରି ରୁଦ୍ରାକ୍ଷ ଏବଂ ମଖାନାର ମାଳା ପିନ୍ଧାଇବା ସହ ବସ୍ତ୍ର ଅର୍ପଣ କରିଥିଲେ। ସିଏମ୍‌ ଯୋଗୀଙ୍କର ଏହା ସମ୍ପୂର୍ଣ୍ଣ ଧାର୍ମିକ…

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ସମୀକ୍ଷା ବୈଠକ

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ଅଧ୍ୟକ୍ଷତାରେ ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କୁ ନେଇ ଆଜି ଖାରବେଳ ଭବନ ସମ୍ମିଳନୀ କକ୍ଷରେ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଏକ…