ଲଗାଣ ବର୍ଷାରେ ଧସିଲା ଦେବଗିରି ପାହାଡ: ୩ଟି ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ
ଗଜପତି: ଲଗାଣ ବର୍ଷାରେ ବେହାଲ ହୋଇପଡିଛି ସାରା ଓଡିଶା । କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଗଜପତି ଜିଲ୍ଲାରେ ବି ବର୍ଷା ଜାରି ରହିଛି । ଫଳରେ ଗଜପତି ଜିଲାର ଗୁମ୍ମା ବ୍ଲକରେ…
ଗଜପତି: ଲଗାଣ ବର୍ଷାରେ ବେହାଲ ହୋଇପଡିଛି ସାରା ଓଡିଶା । କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଗଜପତି ଜିଲ୍ଲାରେ ବି ବର୍ଷା ଜାରି ରହିଛି । ଫଳରେ ଗଜପତି ଜିଲାର ଗୁମ୍ମା ବ୍ଲକରେ…
ଜମ୍ମୁ କଶ୍ମୀର ରଜୌରୀରେ ଏନକାଉଣ୍ଟର । ରାଜୌରୀ ଜିଲ୍ଲା ନରହ୍ଲା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ଜଣେ ଆତଙ୍କବାଦୀ ନିହତ । ସେହିପରି ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ଯବାନ ସହିଦ ହୋଇଛନ୍ତି । ଏଥିସହ ୩ ଜଣ ସୁରକ୍ଷାକର୍ମୀ ଆହତ ହୋଇଥିବା ବେଳେ…
ବାରିପଦା: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ। ବାରିପଦା ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ବନେଶ୍ୱର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଞ୍ଚ କରୁଛି ଭିଜିଲାନ୍ସ ଟିମ୍ । ଏକ କାଳୀନ…
ଭୁବନେଶ୍ବର: ଆଜି ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଦଳ ପହଞ୍ଚିଛନ୍ତି। ନିର୍ବାଚନ ପ୍ରସ୍ତୁତି ସମୀକ୍ଷା ପାଇଁ ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଦଳ ପହଞ୍ଚିଛନ୍ତି। ନିର୍ବାଚନ ପ୍ରସ୍ତୁତି ନେଇ ଆସନ୍ତାକାଲି କେନ୍ଦ୍ର ନିର୍ବାଚନ ଆୟୋଗ ପ୍ରତିନିଧି…
ଭୁବନେଶ୍ୱର: ବିଜେଡି ଉପସଭାପତି ପଦରୁ ବାହାରିବା ପରେ ମୁହଁ ଖୋଲିଲେ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ । ପ୍ରତିକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତକୁ ନେଇ ସନ୍ଦେହ ପ୍ରକାଶ କରିଛନ୍ତି ବିଧାୟକ । ଏହି ଦସ୍ତଖତ ଅସଲି ନା ନକଲି ବୋଲି ପ୍ରଶ୍ନ କରିଛନ୍ତି…
ନୂଆଦିଲ୍ଲୀ: ରାଜସ୍ଥାନରେ ୨ଜଣ ଲୋକଙ୍କୁ ହତ୍ୟା କରାଯିବା ଏବଂ ଜୁଲାଇ ମାସରେ ମାସରେ ନୁହ୍ ହିଂସାକାଣ୍ଡକୁ ଉସୁକାଇ ଥିବା ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଖୋଜାପଡ଼ିଥିବା ଗୋ-ରକ୍ଷକ ମୋନୁ ମାନେସର୍ଙ୍କୁ ଆଜି ହରିୟାଣା ପୁଲିସ ଅଟକ ରଖିଥିବା କଥା ବିଭିନ୍ନ ଜାତୀୟ…
ମଣିପୁରରେ ହିଂସା ଥମିବାର ନାଁ ଧରୁନାହିଁ। କାଙ୍ଗପୋପକି ଜିଲ୍ଲାରେ ମଙ୍ଗଳବାର ସକାଳେ ନିଷିଦ୍ଧ ଉଗ୍ରବାଦୀ ଗୋଷ୍ଠୀ କୁକି ଜନଜାତିର ୩ ଲୋକଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ସୂଚନା ମୁତାବକ, ଆକ୍ରମଣକାରୀମାନେ ଏକ ଗାଡ଼ିରେ ଆସିଥିଲେ। ସେମାନେ ଇମ୍ଫାଲ ପଶ୍ଚିମ ଏବଂ…
ଭୁବନେଶ୍ୱର: ଶେଷରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ପଟ୍ଟନାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ବିଜେଡି । ତାଙ୍କୁ ଦଳର ଉପସଭାପତି ପଦରୁ ହଟା ଯାଇଛି । ବିଜେଡି ବିଧାୟକ ସୌମ୍ୟ ପଟ୍ଟନାୟକ ନିଜ ଖବରକାଗଜ ସମ୍ବାଦରେ ଏକ ଆଲେଖ୍ୟ ଲେଖି ବିବାଦୀୟ ହୋଇ…
ନଦୀକୁ ଖସିପଡି ଯୁବକ ନିଖୋଜ । ପୋଲ ଉପରେ ବସି ମୋବାଇଲ ଫୋନ ଦେଖୁଥିବାବେଳେ ନଦୀକୁ ଖସିପଡିଲେ ଯୁବକ । ଏଯାଏ ଯୁବକଙ୍କ ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବରୀ-ରାମଚନ୍ଦ୍ରପୁର ଥାନା ହଳଦୀବସନ୍ତ ନିକଟ ବ୍ରାହ୍ମଣୀ ନଦୀର ୩ ମୁହାଣି…
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ଚିକିତ୍ସା ନାଁରେ ଘରକୁ ଡାକି ଜଣେ ଡାକ୍ତରଙ୍କୁ ଅପହରଣ ଘଟଣାର ଫର୍ଦ୍ଦାଫାସ କରିଛି କମିଶନରେଟ ପୁଲିସ୍। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ତମାଣ୍ଡୋ ଥାନା ପୁଲିସ। ଗିରଫ ଅଭିଯୁକ୍ତମାନେ ହେଉଛନ୍ତି- ତମାଣ୍ଡୋ ଥାନା ଅନ୍ତର୍ଗତ…