Month: September 2023

ଅପେକ୍ଷା କରନ୍ତୁ, ଆପେ ଆପେ ଭାରତରେ ମିଶିଯିବ ପାକ୍‌ ଅଧିକୃତ କଶ୍ମୀର: କେନ୍ଦ୍ରମନ୍ତ୍ରୀ

ପାକିସ୍ତାନ ଅଧିକୃତ କଶ୍ମୀର, ଯାହାକୁ ନେଇ ଦୀର୍ଘଦିନ ଧରି ଭାରତ-ପାକିସ୍ତାନ ମଧ୍ୟରେ ବିବାଦ ଲାଗି ରହିଛି, ଏହି ଅଞ୍ଚଳକୁ ନେଇ ବଡ଼ ବୟାନ୍ ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ତଥା ପୂର୍ବତନ ଆର୍ମି ଚିଫ୍ ଜେନେରାଲ୍ ଭିକେ ସିଂହ। ଖୁବ୍ ଶୀଘ୍ର ଏହା…

ଭିଜିଲାନ୍ସ ଜାଲରେ ଆସିଣ୍ଟାଣ୍ଟ୍‌ ସେକ୍ସନ ଅଫିସର

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଆସିଣ୍ଟାଣ୍ଟ୍‌ ସେକ୍ସନ ଅଫିସର(ଏଏସଓ) ସୌମ୍ୟରଞ୍ଜନ ଦାଶ। ୫ହଜାର ଟଙ୍କା ଲାଞ୍ଚ ନେବା ବେଳେ ଜଳସମ୍ପଦ ବିଭାଗ ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟର ଏଏସଓ ସୌମ୍ୟରଞ୍ଜନ ଦାଶ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଗୃହ ଋଣ ଅନୁମୋଦନ କରାଇଦେବାକୁ ଜଣେ ବ୍ୟକ୍ତିଙ୍କଠାରୁ ସେ…

ଆଉ ଚାଲିବନି କି ଡିଜେଲ୍‌ ଗାଡ଼ି! ୧୦% GST ବୃଦ୍ଧି ପାଇଁ ପ୍ରସ୍ତାବ ଦେଲେ ନୀତିନ ଗଡକରୀ

ଦେଶରେ ଡିଜେଲ୍‌ ଗାଡ଼ି ଉପରେ ଲଗାମ୍‌ ଲାଗିବ। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏହା କହିଛନ୍ତି। ବାୟୁ ପ୍ରଦୂଷଣକୁ କମ୍‌ କରିବା ଲକ୍ଷ୍ୟରେ ଦେଶରେ ଗଡ଼ୁଥିବା ଡିଜେଲ୍‌ ଗାଡ଼ିଗୁଡ଼ିକ ଉପରେ ପ୍ରତିବନ୍ଧକ ଲଗାଇବାକୁ ଗଡକରୀ ଦାବି କରିଛନ୍ତି। କେନ୍ଦ୍ରମନ୍ତ୍ରୀ…

ଲାଲୁ ଯାଦବଙ୍କ ବିରୋଧରେ ମାମଲା ଚଳାଇବାକୁ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସିବିଆଇକୁ ଅନୁମତି

ଚାକିରି ପାଇଁ ଜମି ଦୁର୍ନୀତି (ଲ୍ୟାଣ୍ଡ୍‌ ଫର୍‌ ଜବ୍‌ ସ୍କାମ୍‌) ମାମଲାରେ ଲାଲୁ ଯାଦବଙ୍କ ବିରୋଧରେ କେସ୍‌ ଚଳାଇବାକୁ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସିବିଆଇକୁ ଅନୁମତି ମିଳିଛି। ସିବିଆଇ ରାଉସ୍ ଆଭେନ୍ୟୁ କୋର୍ଟଙ୍କୁ ଏହି ସୂଚନା ଦେଇଛି। ତେବେ ଏହି ମାମଲାରେ…

ନୂଆ ସଂସଦ ଭବନରେ ବଦଳିବ କର୍ମଚାରୀ ଏବଂ ମାର୍ଶଲଙ୍କ ୟୁନିଫର୍ମ

୧୯ ତାରିଖ ଗଣେଶ ପୂଜା ଅବସରରେ ନୂଆ ସଂସଦ ଭବନରେ ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହେବ । ନୂଆ ସଂସଦ ଭବନରେ ପ୍ରବେଶ ସହିତ କର୍ମଚାରୀ ଏବଂ ସୁରକ୍ଷା କର୍ମୀଙ୍କ ପୋଷାକ ମଧ୍ୟ ପରିବର୍ତ୍ତନ ହେବ । ଏହାଛଡା ଦୁଇ ସଦନର…

ପୂରଣ ହେବ ଖାଲି ପଡ଼ିଥିବା ୧୦୬୫ ଅଧ୍ୟାପକ ପଦବୀ

ଭୁବନେଶ୍ୱର: ରାଜ୍ୟରେ ଖାଲି ପଡିଥିବା ଅଧ୍ୟାପକ ପଦବୀ ପୂରଣ ହେବ । ଏ ନେଇ ପ୍ରକାଶ ପାଇଛି ବିଜ୍ଞପ୍ତି । ଏହି ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟର ବେସରକାରୀ ଏଡେଡ ମହାବିଦ୍ୟାଳୟଗୁଡ଼ିକରେ ବିଭିନ୍ନ ବିଷୟରେ ଖାଲିଥିବା ୧୦୬୫ ପଦବୀ (ସିଧାସଳଖ ପେମେଣ୍ଟ ପୋଷ୍ଟ)…

ନେପାଳୀ ଯୁବତୀଙ୍କୁ ପ୍ରେମ ପରେ ହତ୍ୟା କଲେ ବିବାହିତ ସେନା ଅଧିକାରୀ

ପଶ୍ଚିମବଙ୍ଗ ସିଲିଗୁଡ଼ିରୁ ଆସିଛି ଏକ ଦୁଃଖଦ ଖବର। ସେନାରେ କାର୍ଯ୍ୟରତ ଜଣେ ଲେଫ୍ଟନାଣ୍ଟ କର୍ଣ୍ଣେଲ ଜଣେ ନେପାଳୀ ଯୁବତୀଙ୍କୁ ହତ୍ୟା କରିବା ଅଭିଯୋଗରେ ଗିରଫ କରିଛି ଡେରାଡୁନ୍ ପୁଲିସ। ସୋମବାର ଦିନ ପଶ୍ଚିମବଙ୍ଗର ସିଲିଗୁଡ଼ି ଅଞ୍ଚଳରେ ଜଣେ ଯୁବତୀଙ୍କ ମୃତଦେହ ସନ୍ଦେହଜନକ…

ସାମାନ୍ୟ ବଚସାରୁ ହୋଇଥିଲା ଫାୟାରିଂ, ୪ ଅଟକ

ବାଲେଶ୍ଵର : ବାଲେଶ୍ୱର ଜିଲ୍ଲା ସହଦେବଖୁଣ୍ଟା ଥାନା ଶୋଭାରାମପୁରରେ ଗତକାଲି ରାତିରେ ଯୁବକଙ୍କ ଉପରକୁ ହୋଇଥିବା ଗୁଳିମାଡ଼ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ୍‌। ଏହି ଘଟଣାରେ ପୋଲିସ୍ ୪ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ପ୍ରାଥମିକ ତଦନ୍ତରୁ କଥା…

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଭାରି ବର୍ଷା ସମ୍ଭାବନା

ସ୍ଵାଭାବିକ ସ୍ଥିତି କୁ ଫେରୁଛି ମୌସୁମୀ ।ବର୍ତ୍ତମାନ ସକ୍ରିୟ ଘୂର୍ଣ୍ଣିବଳୟ ଟି ପୂର୍ବକେନ୍ଦ୍ରୀୟ ବୋଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ୩.୧ ରୁ ୭.୬ କିମି ମଧ୍ୟରେ ସକ୍ରିୟ ରହିଛି। ଏବଂ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ରେ ସୃଷ୍ଟି…

ପ୍ରସ୍ତୁତ ହେଲା ପ୍ରାଥମିକ ସ୍ତରୀୟ ମହାପ୍ରସାଦ ଦରତାଲିକା

ପୁରୀ: ଶ୍ରୀମନ୍ଦିରର ଆନନ୍ଦବଜାରରେ ଲାଗିବ ମହାପ୍ରସାଦ ଦର ତାଲିକା । ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ କ୍ରମେ ଆନନ୍ଦବଜାର ଶୃଙ୍ଖଳା କମିଟି ଓ ସୁଆର ମହାସୁଆର ନିଯୋଗର ମିଳିତ ଉଦ୍ୟମରେ କରାଯାଇଛି ପ୍ରାଥମିକ ସ୍ତରୀୟ ମହାପ୍ରସାଦ ଦରତାଲିକା । ମହାପ୍ରସାଦ ରନ୍ଧାଯିବା ପରେ…