Month: September 2023

ଗୋଟିଏ ପରିବାରର ୩ଜଣ ପିଇଦେଲେ ବିଷ, ଭାଇଭଉଣୀଙ୍କ ମୃତ୍ୟୁ, ମା’ ଗୁରୁତର

ବରଗଡ଼: ପରିବାରର ମୁଖ୍ୟଙ୍କ ବିୟୋଗରେ ସ୍ତ୍ରୀ ଓ ପୁଅଝିଅ ଭାଙ୍ଗି ପଡ଼ିଥିଲେ। ଏହି କାରଣରୁ ବିଷପିଇ ଜୀବନ ହାରିବାକୁ ଚାହୁଁଥିଲେ। କୀଟନାଶକ ପିଇଲା ପରେ ମା’, ପୁଅ ଓ ଝିଅ ଗୁରୁତର ହୋଇଥିଲେ। ତେବେ ଡାକ୍ତରଖାନା ନେବା ସମୟରେ ଭାଇଭଉଣୀଙ୍କ ମୃତ୍ୟୁ…

ମୁଁ ବି ଗୀତା, ଉପନିଷଦ୍ ପଢିଛି: ରାହୁଲ ଗାନ୍ଧି

ପ୍ୟାରିସ୍ : ଭାରତରେ ଅନୁଷ୍ଠିତ ହେଉଥିବା ଜି-୨୦ ବୈଠକରେ ଯୋଗଦେବାକୁ ବିଶ୍ବର ଶକ୍ତିଶାଳୀ ରାଷ୍ଟ୍ରମୁଖ୍ୟମାନେ ଭାରତରେ ଅଛନ୍ତି । ଭାରତର ସଫଳ ଆୟୋଜନକୁ ସମଗ୍ର ବିଶ୍ବ ପ୍ରସଂଶା କରୁଛି । କିନ୍ତୁ ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧି ବିଦେଶରେ…

ଦୁର୍ଗା ପୂଜା ଲାଗି କଟକରେ ଶାନ୍ତି କମିଟି ବୈଠକ, ଭସାଣିକୁ ନିଶା ମୁକ୍ତ ଓ ଡିଜେ ମୁକ୍ତ କରିବାକୁ ନିଷ୍ପତ୍ତି

କଟକ: ଦୁର୍ଗା ପୂଜା ଲାଗି କଟକ ମହାନଗର ନିଗମର ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦୁର୍ଗା ପୂଜାକୁ କେଉଁ ଭଳି ଭାବରେ ଶାନ୍ତି ଶୃଙ୍ଖଳା ସହିତ କରାଯିବ, ସେ ବିଷୟରେ ପୂଜା କମିଟି ପକ୍ଷରୁ ଦିଆଯାଇଥିବା ବିଭିନ୍ନ…

ଗାଲା ଡିନରରେ ଶାଢି ଓ ଟିକିଲି ପିନ୍ଧି ପହଞ୍ଚିଥିଲେ ଜାପାନର ପ୍ରଥମ ମହିଳା

ରାଜଧାନୀ ଦିଲ୍ଲୀରେ ଆୟୋଜିତ ଜି-୨୦ ସମ୍ମିଳନୀର ଗାଲା ଡିନରରେ ବିଦେଶୀ ଅତିଥିମାନେ ଭାରତୀୟ ଷ୍ଟାଇଲ୍‌ରେ ନଜର ଆସିଥିଲେ। ଅଧିକାଂଶ ବିଦେଶୀ ଅତିଥି ପାରମ୍ପରିକ ଭାରତୀୟ ପୋଷାକ ପିନ୍ଧି ଗାଲା ଡିନରରେ ସାମିଲ ହୋଇଥିଲେ। ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦାଙ୍କ ପତ୍ନୀ ୟୁକୋ…

କଟକରେ ଦିନ ଦ୍ୱିପ୍ରହରରେ ମହିଳାଙ୍କୁ ଛୁରା ମାଡ଼

କଟକ: କଟକରେ ଚାଞ୍ଚଲ୍ୟ। ଦିନ ଦ୍ୱିପ୍ରହରରେ ବିବାହିତା ମହିଳାଙ୍କୁ ଛୁରା ମାଡ଼। ମହିଳାଙ୍କ ନାଁ ସୁଚିତ୍ରା ଖଟୁଆ। ତେଲେଙ୍ଗା ବଜାର ଅଞ୍ଚଳରେ ମହିଳାଙ୍କ ଘର । ଦୁର୍ବୃତ୍ତ ଜଣକ ମୁଁହ ରେ ମାସ୍କ ପିନ୍ଧି ଥିବାରୁ ମହିଳା ଜଣକ ଦୁର୍ବୃତ୍ତଙ୍କୁ ଚିହ୍ନି…

ସରିଲା ଜି-20 ଶିଖର ସମ୍ମିଳନୀ, ନଭେମ୍ବରରେ ଭର୍ଚୁଆଲ ବୈଠକ ପାଇଁ ପରାମର୍ଶ ଦେଲେ ମୋଦି

ଜି-20 ଶିଖର ସମ୍ମିଳନୀର ଚଳିତ ସଂସ୍କରଣ ଶେଷ ହୋଇଛି। ଦୁଇ ଦିନ ଧରି ଦିଲ୍ଲୀର ଭାରତ ମଣ୍ଡପମରେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମକୁ ଉଦଯାପିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବ୍ରାଜିଲ ରାଷ୍ଟ୍ରପତିଙ୍କୁ ଅଧ୍ୟକ୍ଷତା ଦାୟିତ୍ୱ ଦେଇ ସଭା ସାଙ୍ଗ କରି…

କଲେଜର ଛଅ ମହଲା କୋଠା ଉପରେ ଚଢ଼ି ବିପଦଜ୍ଜନକ ଭାବେ ରିଲସ୍ କଲେ ଛାତ୍ରୀ!

ବ୍ରହ୍ମପୁର: କଲେଜ ଛାତରେ ରିଲ୍ସ କରିବା ପଡିଲା ମହଙ୍ଗା । ଭିଡିଓ ଭାଇରାଲ ହେବା ପରେ କଲେଜ ପକ୍ଷରୁ ପ୍ରକାଶ ପାଇଲା ତତ୍ପରତା । ବ୍ରହ୍ମପୁର ଶଶିଭୂଷଣ ରଥ ସ୍ୱୟଂଶାସିତ ମହିଳା କଲେଜରେ ଏଣିକି ରିଲ୍ସ କରିବାକୁ ବାରଣ କରାଯାଇଛି ।…

ଚାକିରି କରାଇ ଦେବା ନାଁରେ ଠକେଇ, ବାପ-ପୁଅ ଗିରଫ

ଚାକିରି କରାଇ ଦେବା ନାଁରେ ୮ ଲକ୍ଷ ୬୦ ହଜାରରୁ ଅଧିକ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ ଜଣେ ବ୍ୟକ୍ତି ଓ ତାଙ୍କ ପୁଅଙ୍କୁ ଗିରଫ କରିଛି ପୁଲିସ। ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଅଞ୍ଚଳରେ। ଗିରଫ ବାପ-ପୁଅ ହେଉଛନ୍ତି…

ପରବର୍ତ୍ତୀ ଜି-୨୦ ଶିଖର ସମ୍ମିଳନୀର ଅଧ୍ୟକ୍ଷତା କରିବ ବ୍ରାଜିଲ

ପରବର୍ତ୍ତୀ ଜି-୨୦ ସମ୍ମିଳନୀର ଅଧ୍ୟକ୍ଷତା କରିବ ବ୍ରାଜିଲ। ଚଳିତ ସଂସ୍କରଣର ଅନ୍ତିମ ଦିନରେ ବ୍ରାଜିଲକୁ ଜି-୨୦ର ଅଧ୍ୟକ୍ଷତା ଭାର ସମର୍ପଣ କଲା ଭାରତ। ଆସନ୍ତା ବର୍ଷକୁ ବ୍ରାଜିଲରେ ଅନୁଷ୍ଠିତ ହେବ ଜି-୨୦ ଶିଖର ସମ୍ମିଳନୀ। ବ୍ରାଜିଲ ରାଷ୍ଟ୍ରପତିଙ୍କୁ ଅଧ୍ୟକ୍ଷତା ଭାର ସମର୍ପଣ…

ଚୀନ ମୁକାବିଲା ପାଇଁ ଲଦାଖରେ ଭାରତ ନିର୍ମାଣ କରିବ ବିଶ୍ୱର ସର୍ବୋଚ୍ଚ ସାମରିକ ଏୟାରଫିଲ୍ଡ

ନୂଆଦିଲ୍ଲୀ: ଜି-୨୦ ଶିଖର ସମ୍ମିଳନୀ ଶେଷ ହେବାର କିଛି ମିନିଟ୍ ପରେ ଚୀନକୁ ଏକ ବଡ଼ ବାର୍ତ୍ତା ଦେଇଛି ଭାରତ । ଲଦାଖର ନୟୋମାଠାରେ ଭାରତ ନିର୍ମାଣ କରିବ ବିଶ୍ୱର ସର୍ବୋଚ୍ଚ ସାମରିକ ଏୟାରଫିଲ୍ଡ । ସେପ୍ଟେମ୍ବର ୧୨, ୨୦୨୩ରେ ପ୍ରତିରକ୍ଷା…