Month: September 2023

ଆଇନରେ ପରିଣତ ହେଲା ମହିଳା ସଂରକ୍ଷଣ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୋହର ପରେ ସଂସଦରେ ପାରିତ ହୋଇଥିବା ଐତିହାସିକ ମହିଳା ସଂରକ୍ଷିତ ବିଲ୍‌ ଆଜି ଆଇନରେ ପରିଣତ ହୋଇ ଯାଇଛି। ସର୍ବସମ୍ମତିକ୍ରମରେ ମହିଳା ସଂରକ୍ଷଣ ବିଲ୍‌ ବା ନାରୀ ଶକ୍ତି ବନ୍ଦନ ଅଧିନିୟମ ଉଭୟ ଲୋକସଭା…

ବିଜେପି ସାଂସଦ ମାନେକାଙ୍କୁ ୧୦୦ କୋଟିର ମାନହାନୀ ନୋଟିସ ପଠାଇଲା ଇସ୍କନ

ନୂଆଦିଲ୍ଲୀ : ବିଜେପି ସାଂସଦ ମାନେକା ଗାନ୍ଧିଙ୍କୁ ୧୦୦ କୋଟି ଟଙ୍କାର ମାନହାନୀ ନୋଟିସ ପଠାଇଛି ଇସ୍କନ। ଇସ୍କନ ଦୁନିଆର ସବୁଠୁ ବଡ଼ ଠକ ଓ ଏହି ଧାର୍ମିକ ସଂସ୍ଥା କଂସେଇ ହାତକୁ ଗାଈ ଟେକି ଦେଉଛି ବୋଲି ମାନେକା କହିଥିଲେ।…

ଆପ୍‌ ଇଣ୍ତିଆ ମେଣ୍ଟ ପ୍ରତି ସଂପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ : କେଜ୍ରିୱାଲ

ନୂଆଦିଲ୍ଲୀ : ପଞ୍ଜାବର ବରିଷ୍ଠ କଂଗ୍ରେସ ନେତା ତଥା ବିଧାୟକ ସୁଖପାଲ ଖଇରାଙ୍କ ଗିରଫଦାରୀକୁ ନେଇ ରାଜନୀତିକ ହଟଚମଟ ସୃଷ୍ଟି ହୋଇଛି। ଖଇରାଙ୍କୁ ପଞ୍ଜାବ ପୁଲିସ୍‌ ଗିରଫ କରିବା ପରେ ରାଜ୍ୟର କ୍ଷମତାସୀନ ଆପ୍‌ ଓ କଂଗ୍ରେସ ମଧ୍ୟ ବାକଯୁଦ୍ଧ ଆରମ୍ଭ…

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସହ ୨୨ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଉତ୍ତର-ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ସଦୃଶ୍ୟ ଲଘୁଚାପ କ୍ଷେତ୍ରରେ…

ବିଜେଡି ନେତାଙ୍କୁ ହତ୍ୟା

ଆସ୍କା : ରକ୍ତ ରଞ୍ଜିତ ହୋଇଛି ଗଞ୍ଜାମର ମାଟି। ରାଜନୈତିକ ହିଂସାରୁ ଗଡୁଛି ମୁଣ୍ଡ! ଆଜି ଅତି ବୀଭତ୍ସ ଭାବେ ଜଣେ ଯୁବ ବିଜେଡି ନେତାଙ୍କୁ ହତ୍ୟା କରାଯାଇଛି। ପାଖ ଗାଁରୁ ସ୍କୁଟିରେ ଘରକୁ ଫେରୁଥିବା ବେଳେ ଯୁବ ନେତାଙ୍କୁ କେତେକ…

୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଇଞ୍ଜିନିୟର

ରାୟଗଡ଼ା : ରାୟଗଡ଼ା ଜନସ୍ୱାସ୍ଥ୍ୟ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ସହକାରୀ ଯନ୍ତ୍ରୀ (ଏଷ୍ଟିମେଟର) ରମାକାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଜଣେ ଠିକାଦାରଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେବାବେଳେ ତାଙ୍କୁ ଭିଜିଲାନ୍ସ ଅଧିକାରୀମାନେ ଧରିଛନ୍ତି। ସୂଚନା ଅନୁଯାୟୀ,…

ଜଗନ୍ନାଥ-ଗୋପୀନାଥ ଟ୍ରଷ୍ଟର ସହାୟତାରେ ଅନନ୍ୟା ଗୋନାଇଲର ଶୁଭାରମ୍ଭ ଓ ମହିଳାମାନଙ୍କୁ ପ୍ରଶିକ୍ଷଣ

ସାଲେପୁର : ସାଲେପୁର ନିକଟବର୍ତ୍ତୀ ପିକୋଳ ଗ୍ରାମସ୍ଥିତ ଜଗନ୍ନାଥ-ଗୋପୀନାଥ ଟ୍ରଷ୍ଟ ପରିସରରେ ମହିଳାମାନଙ୍କୁ ଆତ୍ମନିର୍ଭର କରିବା ଉପଲକ୍ଷେ ଏକ ଫିନାଇଲ ପ୍ରସ୍ତୁତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଓ ଟ୍ରଷ୍ଟ ସହାୟତାରେ ‘ଅନନ୍ୟା ଗୋନାଇଲ’ର ଶୁଭାରମ୍ଭ ହୋଇଛି | ଏହି…

୫ ବର୍ଷରେ ରାଜ୍ୟରେ ବୁଡ଼ି ମରିଛନ୍ତି ୭୮୭୪, ସାପ କାମୁଡ଼ାରେ ଯାଇଛି ୫୨୧୯ ଜୀବନ

ଭୁବନେଶ୍ବର : ଗତ ୫ ବର୍ଷରେ (୨୦୧୮-୧୯ରୁ ୨୦୨୨-୨୩) ରାଜ୍ୟରେ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟରେ ରାଜ୍ୟରେ ୧୬୩୭୨ ଜଣଙ୍କ ମୃତ୍ୟୁ ଘଟିଛି। ଆଜି ବିଧାନସଭାରେ ବିଜେପି ବିଧାୟିକା କୁସୁମ ଟେଟେଙ୍କ ପ୍ରଶ୍ନର ଉତ୍ତରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୩୦ ପ୍ରବଳରୁ ଅତି ପ୍ରବଳ ବର୍ଷିବ!

ଭୁବନେଶ୍ବର : ପୂର୍ବ କେନ୍ଦ୍ରୀୟ-ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପୂର୍ବରୁ ଆଜି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମ୍ଭାବ୍ୟ ଲଘୁଚାପ ପରବର୍ତ୍ତୀ ସମୟରେ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ।…

୧୫ ବର୍ଷୀୟା ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଦୁଷ୍କର୍ମ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ପୁଲିସ ଗିରଫ କରିଛି। ଦୁଷ୍କର୍ମ ପରେ ଅର୍ଦ୍ଧନଗ୍ନ ଅବସ୍ଥାରେ ରକ୍ତଜୁଡ଼ୁବୁଡ଼ୁ ଅବସ୍ଥାରେ ୧୫ ବର୍ଷୀୟା ପୀଡ଼ିତା ନାବାଳିକା ଜଣକ ଘର ଘର ବୁଲି ସହାୟତା ପାଇଁ…