ଡିଲ୍ ବେଳେ ମାଡି ବସିଲା ଏସଟିଏଫ୍, ବଜ୍ରକାପ୍ତା ଉଦ୍ଧାର, ୨ ଗିରଫ
ଜୟପୁର: ଏସଟିଏଫ୍ ଜାଲରେ ଦୁଇ ବନ୍ୟଜନ୍ତୁ ଚୋରା ଚାଲାଣକରୀ । କୋରାପୁଟ ଜିଲ୍ଲା ପୋଲିସ ଓ ଜୟପୁର ବନବିଭାଗ ସହାୟତରେ ଏସଟିଏଫ୍ ଜୟପୁର-ବୈପାରିଗୁଡା ବାଇପାସ ରୋଡରେ ଚଢାଉ କରି ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି । ରାସ୍ତା କଡରେ ଡିଲ…