Month: September 2023

ଦକ୍ଷତା ବିକାଶ କ୍ଷେତ୍ରରେ ଭାରତ ହେବ ବିଶ୍ବର ହବ୍, ମେଟା ସହ ଦକ୍ଷତା ବିକାଶ ବିଭାଗର ସଂସ୍ଥା ନିସବଡ ସହ ବୁଝାମଣାପତ୍ର ସ୍ବାକ୍ଷରିତ

ଦକ୍ଷତା ବିକାଶ କ୍ଷେତ୍ରରେ ଭାରତ ହେବ ବିଶ୍ବର ହବ୍। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବପ୍ନ ଓ ଏଥିପାଇଁ ସେ ପ୍ରତିଶ୍ରୁତି ବଦ୍ଧ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏକବିଂଶ ଶତାବ୍ଦୀରେ ଦକ୍ଷତା…

ବୋର୍ଡ ଅଫିସ ସମ୍ମୁଖରେ ପରୀକ୍ଷାର୍ଥୀଙ୍କ ହୋହଲ୍ଲା

କଟକ: ଓଟିଇଟି ଫଳ ପ୍ରକାଶ ପାଇବା ପରେ ଆରମ୍ଭ ହୋଇଛି ବିବାଦ। ପ୍ରଶ୍ନପତ୍ରରେ ତ୍ରୁଟି ସହ ଫଳ ପ୍ରକାଶନରେ ମଧ୍ୟ ଅନେକ ତ୍ରୁଟି ଥିବା ଅଭିଯୋଗ କରି‍ବା ସହିତ ସଠିକ୍ ମୂଲ୍ୟାୟନ ଦାବି କରି ଆଜି ଶତାଧିକ ପରୀକ୍ଷାର୍ଥୀ କଟକ ସ୍ଥିତ…

୩ ଚାଇନିଜ ଠକ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି

ଅନଲାଇନ୍ ପଞ୍ଜି ସ୍କାମରେ ଶହଶହ କୋଟି ଠକେଇ ମାମଲାରେ ଲୁକଆଉଟ୍ ସର୍କୁଲାର । ୩ ଚାଇନିଜ ଠକ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି । ବ୍ୟୁରୋ ଅଫ୍ ଇମିଗ୍ରେସନ ପକ୍ଷରୁ ଲୁକ ଆଉଟ୍ ସର୍କୁଲାର ଜାରି ହୋଇଛି। ଏମାନେ ହେଲେ…

ଚନ୍ଦ୍ରଯାନ ସଫଳ ଲାଣ୍ଡିଂ କଲା ହେଲେ ରାହୁଲଯାନ କରିପାରିବନି

ଜୈସଲମେର:ଚନ୍ଦ୍ରଯାନ ସଫଳତା ପୂର୍ବକ ଲାଣ୍ଡ କରିଗଲା । ହେଲେ ରାହୁଲଯାନ ନା କେବେ ପ୍ରକ୍ଷେପଣ କରାଯାଇଛି ନା କେବେ ଲାଣ୍ଡ କରିଛି । ଏମିତି କହି କଂଗ୍ରେସ ଉପରେ ବର୍ଷିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ରାଜସ୍ଥାନ ଗସ୍ତରେ ଯାଇ…

ଜାଗା ମିଶନ: ୬ ମାସରେ ୬ଟା କିସ୍ତିରେ ହିତାଧିକାରୀ ସୁଝିବେ ଟଙ୍କା, ଜାଗା ବିକି ପାରିବେ ନାହିଁ

ଜାଗା ମିଶନରେ ୬ ମାସରେ ୬ଟା କିସ୍ତିରେ ହିତାଧିକାରୀ ସୁଝିବେ ଟଙ୍କା । ୩ ଦିନ ନୁହେଁ ୬ ମାସ ମଧ୍ୟରେ କିସ୍ତି ରେ ଟଙ୍କା ଭରି ଜାଗା ପାଇବେ ହିତାଧିକାରୀ । ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ ଏହି…

୧୦୮ ପ୍ରସଙ୍ଗକୁ ନେଇ ବିଜେପି ତିଆରି କଲା ଚାର୍ଜସିଟ, ବର୍ଷିଲା ବିଜେଡି

ଭୁବନେଶ୍ବର: ପୁଣି ବିସ୍ଫୋରକ ବୟାନ ଦେଇ ରାଜ୍ୟ ରାଜନୀତିକୁ ହଲଚଲ କରି ଦେଇଛନ୍ତି ଜୟନାରାୟଣ ମିଶ୍ର । ରାଜ୍ୟ ଚଳାଇବା ପାଇଁ ପାଣ୍ଡିଆନଙ୍କୁ ଲିଜ ଦେଇଛନ୍ତି ନବୀନ ପଟ୍ଟନାୟକ । ହେଲେ ଏଥର ରାଜ୍ୟରେ ଆଉ ରହିବନି ଲିଜ ସରକାର ।…

ଶ୍ୱଶୁର ଘରକୁ ଯାଇ ଝୁଲି ପଡିଲେ ଡାକ୍ତର

ଶ୍ୱଶୁର ଘରକୁ ଯାଇ ଝୁଲି ପଡିଲେ ଡାକ୍ତର । ରବିବାର ରାତିରେ ଶ୍ୱଶୁର ଘରକୁ ଯାଇଥିବାବେଳେ ଆଜି ସକାଳୁ ତାଙ୍କ ମୃତଦେହ ଝୁଲନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ଡାକ୍ତର ହେଉଛନ୍ତି ସୁରେନ୍ଦ୍ର ନାଥ ରଥ । ସେ ବ୍ରହ୍ମପୁର…

ଫାଶୀ ଲଗାଇ ବି.ଟେକ ଛାତ୍ରଙ୍କ ଆତ୍ମହତ୍ୟା

ରାଉରକେଲା: ଏନଆଇଟି-ରାଉରକେଲା ଦ୍ୱିତୀୟ ବର୍ଷର ବି.ଟେକ୍ ଛାତ୍ର ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ସୋମବାର ଏମ୍ଏସ୍ ସ୍ୱାମୀନାଥନ୍ ହଲ୍ ଅଫ୍ ରେସିଡେନ୍ସରେ ଥିବା ହଷ୍ଟେଲ ରୁମରୁ ଛାତ୍ରଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ର ଜଣକ ହେଲେ ତ୍ରିପୁରାର ଦେବମଳୟ…

ତାମିଲନାଡ଼ୁ ସିଏମ୍‌ ଓ ପୁଅ ଉଦୟନିଧି ଷ୍ଟାଲିନ୍‌ଙ୍କ ବିରୋଧରେ କୋର୍ଟରେ ଅଭିଯୋଗ

ତାମିଲନାଡ଼ୁ ସିଏମ୍‌ ଏମ୍‌କେ ଷ୍ଟାଲିନ୍‌ ଓ ତାଙ୍କ ପୁଅ ତଥା ମନ୍ତ୍ରୀ ଉଦୟନିଧି ଷ୍ଟାଲିନ୍‌ଙ୍କ ବିରୋଧରେ ଅଭିଯୋଗ ଦାଖଲ। ବିହାରର ମୁଜାଫର୍‌ପୁର କୋର୍ଟରେ ସୋମବାର ଏହି ଅଭିଯୋଗ ଦାଖଲ କରାଯାଇଛି। ଆଇନଜୀବୀ ସୁଧୀର କୁମାର ଓଝା ସନାତନ ଧର୍ମ ବିରୋଧରେ ଉଦୟନିଧି…

ଛିନତାଇ ଗ୍ୟାଙ୍ଗର ୪ଜଣଙ୍କୁ ବାନ୍ଧିଲା କମିଶନରେଟ ପୋଲିସ

ଭୁବନେଶ୍ଵର: କମିଶନରେଟ୍ ପୋଲିସ କବଜାରେ ଛିନତାଇ ଗ୍ୟାଙ୍ଗ । ୪ଜଣଙ୍କୁ ବାନ୍ଧିଲା କମିଶନରେଟ ପୋଲିସ । ସେମାନଙ୍କ ନିକଟରୁ ୩୦ଟି ସୁନା ଚେନ, ୩ଟି ବାଇକ ଜବତ କରିଛି କମିଶନରେଟ ପୋଲିସ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ଵର ଡିସିପି ପ୍ରତୀକ…