Month: September 2023

ମରୁଡ଼ି ସଙ୍କଟରୁ ମୁକ୍ତି ପାଇଁ ବାବା ମହାକାଳଙ୍କୁ ଡାକିଲେ ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ

ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଉଜ୍ଜୈନର ବାବା ମହାକାଳଙ୍କୁ ଦର୍ଶନ କରିଛନ୍ତି। ରାଜ୍ୟରେ ଭଲ ବର୍ଷା ହେବାର କାମନା କରି ସିଏମ୍‌ ଚୌହାନ ବାବାଙ୍କ ଦରବାରରେ ପହଞ୍ଚିଥିଲେ ଏବଂ ଏଠାରେ ସେ ମହାରୁଦ୍ରାଭିଷେକରେ ସାମିଲ ହୋଇଥିଲେ। ଭାଦ୍ରବ ମାସର…

ବୀମା ଯୋଜନାରେ ସାମିଲ ହେବେ ସାପ ଧରାଳି

ଭୁବନେଶ୍ୱର: ସାପ ଧରାଳିଙ୍କ ପାଇଁ ଖୁସି ଖବର । ସାପ ଧରାଳିଙ୍କ ପାଇଁ ହେବ ବୀମା । ବୀମା ପ୍ରିମିୟମ ଭରିବ ଜଙ୍ଗଲ ଓ ପରିବେଶ ବିଭାଗ । ଏ ନେଇ ଘୋଷଣଶ କରିଛନ୍ତି ରାଜସ୍ୱ ବିଭାଗ ମନ୍ତ୍ରୀ ପ୍ରମିଳା ମଲ୍ଲିକ…

ଏନକାଉଣ୍ଟର: ଆତଙ୍କୀ ନିହତ, ସୁରକ୍ଷାକର୍ମୀ ଆହତ

ଜମ୍ମୁ-କଶ୍ମୀର ରିଆସି ଜିଲ୍ଲାରେ ଆଜି ବଡ଼ଧରଣର ଏନକାଉଣ୍ଟର ହୋଇଛି। ସର୍ଚ୍ଚ ଅପରେସନ ଓ କର୍ଡନ ସମୟରେ ହୋଇଥିବା ଗୁଳି ବିନିମୟରେ ଜଣେ ଆତଙ୍କୀ ନିହତ ହୋଇଛି। ସେହିପରି ଜଣେ ସୁରକ୍ଷାକର୍ମୀ ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ତୁରନ୍ତ ଏନକାଉଣ୍ଟର ସ୍ଥଳରୁ ଏୟାରଲିଫ୍ଟ…

୨ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର:ଉତ୍ତର ପଶ୍ଚିମ ଏବଂ ତତସଂଲଗ୍ନ ପଶ୍ଚମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ଆସନ୍ତା…

ରାଷ୍ଟ୍ରପତିଙ୍କ ବଦଳରେ ଜି-୨୦ ପାଇଁ ଭାରତ ଆସିବେ ଚାଇନା ପ୍ରଧାନମନ୍ତ୍ରୀ

ଭାରତର ରାଜଧାନୀ ନୂଆଦିଲ୍ଲୀରେ ଆସନ୍ତା ୯ ଓ ୧୦ ତାରିଖ ଦୁଇ ଦିନ ଧରି ୧୮ତମ ଜି-୨୦ର ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ଯୋଗ ଦେବା ପାଇଁ ଭାରତ ଗସ୍ତରେ ଆସିବେ ଚାଇନା ପ୍ରଧାନମନ୍ତ୍ରୀ ଲି କ୍ୟୁଆଙ୍ଗ। ଚାଇନାର ବୈଦେଶିକ…

ଭୁବନେଶ୍ବର ରେଳଷ୍ଟେସନରୁ ଗୋମାଂସ ପ୍ୟାକେଟ୍ ଜବତ, ଜଣେ ଅଟକ

ଭୁବନେଶ୍ବର: ଭୁବନେଶ୍ବର ରେଳଷ୍ଟେସନରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ରେଳଷ୍ଟେସନରୁ ଗୋମାଂସ ପ୍ୟାକେଟ୍ ଜବତ ହୋଇଛି । ଏସବୁ ଟ୍ରେନରେ ସିକନ୍ଦରାବାଦକୁ ପଠାଯାଉଥିଲା । ଜିଆରପି ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ପ୍ୟାକେଟକୁ ଜବତ କରିଛି । ସୂଚନା ଅନୁଯାୟୀ…

ଭୁବନେଶ୍ୱର ବିମାନ ବନ୍ଦରରେ ଜରୁରୀ ଅବତରଣ

ଭୁବନେଶ୍ବର: ମଝି ଆକାଶରେ ବିମାନରେ ଆତଙ୍କ । ଭୁବନେଶ୍ୱରରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ବିମାନରେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଦେଖାଦେବାର ଅଧା ରାସ୍ତାରୁ ଫେରି ଆସିଛି । ଉଡାଣର ୨୫ ମିନିଟ ପରେ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖା ଦେଇଥିବା ଘୋଷଣା…

ଆମ୍ବୁଲାନ୍ସ ନ ଆସିପାରିବାରୁ ଟ୍ରଲିରେ ପ୍ରସବ କଲେ ମହିଳା

ନୀଳଗିରି : ଥମୁନି ଜନନୀ ଯନ୍ତ୍ରଣା । ଗାଁକୁ ଆମ୍ବୁଲାନ୍ସ ନଆସିପାରିବାରୁ ଟ୍ରଲିରେ ପ୍ରସବ କଲେ ମହିଳା । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ନୀଳଗିରି ସହରରେ । ନୀଳଗିରି ବ୍ଲକ ଡାହିସାହି ଗାଁର ହେମନ୍ତ କୁଅଁରଙ୍କ…

ପୁଣି ଥରେ ଚନ୍ଦ୍ରପୃଷ୍ଠରେ ସଫଳତାର ସହ ଲ୍ୟାଣ୍ଡିଂ କଲା ବିକ୍ରମ, ଇସ୍ରୋ ଦେଲା ସୂଚନା

ଚନ୍ଦ୍ରପଷ୍ଠେରେ ଚନ୍ଦ୍ରଯାନ-୩ ସଫଳ ଲ୍ୟାଣ୍ଡିଂ କରିବା ପରେ ପୁଣି ଥରେ ଚନ୍ଦ୍ରପୃଷ୍ଠରେ ସଫଳତାର ସହ ଲ୍ୟାଣ୍ଡିଂ କଲା ବିକ୍ରମ । ଏହା ମିଶନ ଲକ୍ଷ୍ୟ ସଫଳତାର ସହ ପୂରଣ କରିପାରିଛି। ସଫଳତାର ସହ ହପ୍ ପରୀକ୍ଷଣ କରିଛି। କମାଣ୍ଡ ମିଳିବା ପରେ…

ରକ୍ତ ଅଦଳବଦଳ ଘଟଣାରେ କାର୍ଯ୍ୟାନୁଷ୍ଠାନ, ୪ କର୍ମଚାରୀ ନିଲମ୍ବିତ

କଟକ: କଟକ ସେଣ୍ଟ୍ରାଲ ରେଡକ୍ରସ ରକ୍ତ ଭଣ୍ଡାରରେ ରକ୍ତ ଅନିୟମିତତା ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଏହି ଘଟଣାର ତଦନ୍ତ ଦାୟିତ୍ବରେ ଥିବା ୪ଜଣ ଟେକ୍ନିସିଆନକୁ ନିଲମ୍ବିତ କରିଛନ୍ତି ରେଡକ୍ରସ ରକ୍ତ ଭଣ୍ଡାର ନିର୍ଦ୍ଦେଶକ । ଏହି ୪ ଜଣ…