ବହୁ ପୁରାତନ ୪ ମହଲା ବିଲ୍ଡିଂ ଭୁଶୁଡ଼ି ୨ ମୃତ
ଉତ୍ତର ପ୍ରଦେଶର ବାରାବଙ୍କିରେ ସୋମବାର ସକାଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଏକ ୪ ମହଲା ବିଲ୍ଡିଂ ଭୁଶୁଡ଼ି ୨ ଜଣଙ୍କ ମୃତ୍ୟୁ ଘଟିଛି। ୧୪ ଜଣ ଲୋକ ଏଥିରେ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା…
ଉତ୍ତର ପ୍ରଦେଶର ବାରାବଙ୍କିରେ ସୋମବାର ସକାଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଏକ ୪ ମହଲା ବିଲ୍ଡିଂ ଭୁଶୁଡ଼ି ୨ ଜଣଙ୍କ ମୃତ୍ୟୁ ଘଟିଛି। ୧୪ ଜଣ ଲୋକ ଏଥିରେ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା…
ଭୁବନେଶ୍ୱର: କଂଗ୍ରେସରେ ମିଶିଲେ ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ । ହକି ଷ୍ଟିକ ଛାଡି ହାତ ଧରିଲେ । କଂଗ୍ରେସ ଭବନରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଆନୁଷ୍ଠିକ ଭାବେ ଦଳରେ ସାମିଲ ହୋଇଛନ୍ତି ଏଇ ହକି…
ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଆସନ୍ତା ଅକ୍ଟୋବର ୩୦ ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରି ଦିଆଯାଇଛି। ଅର୍ଥାତ୍ ଏହି ସମୟରେ କୌଣସି ବି ପ୍ରକାର ଧାରଣା, ବିକ୍ଷୋଭ ପ୍ରଦର୍ଶନ ଆଦି ବିନା ଅନୁମତିରେ ହୋଇପାରିବ ନାହିଁ। ଯଦି କେହି ନିୟମ ଉଲ୍ଲଂଘନ…
ରାୟଗଡ଼ା: ରାସ୍ତା ଉପରେ ବସକୁ ଅଟକାଇଲା ଆଉ ଶୁଣ୍ଢରେ କାଚ ଭାଙ୍ଗିଲା ଦନ୍ତା ହାତୀ। ପୁଣି ବସ୍କୁ ଠେଲିବାକୁ ଲାଗିଲା । ତେବେ ବସ୍ ଡ୍ରାଇଭରର ଉପସ୍ଥିତି ବୁଦ୍ଧି ଯୋଗୁଁ ବସ୍ ଯାତ୍ରୀମାନେ ରକ୍ଷା ପାଇଗଲେ । ଡ୍ରାଇଭର ବସ୍ ଟିକୁ…
ମହାରାଷ୍ଟ୍ରର ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୋଓ୍ଵଇ ଅଞ୍ଚଳରେ ଜଣେ ଯୁବତୀଙ୍କ ମୃତଦେହ ସେ ରହୁଥିବା ଫ୍ଲାଟ୍ରୁ ସନ୍ଦେହଜନକ ଅବସ୍ଥାରେ ଉଦ୍ଧାର ହୋଇଛି। ମୁମ୍ବାଇ ଡିସିପି ଦତ୍ତା ନାଲାଓ୍ଵାଡେ ଏ ନେଇ ସୂଚନା ଦେଇଛନ୍ତି। ମୃତ ଯୁବତୀ ଜଣେ…
ବାଲେଶ୍ଵର: ବାଲେଶ୍ଵର FM ମେଡିକାଲ କଲେଜ ଓ ହସ୍ପିଟାଲରେ ଅଗ୍ନିକାଣ୍ଡ । AC ସର୍ଟସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡ କାରଣରୁ କାହାର କିଛି କ୍ଷୟକ୍ଷତି ହୋଇନଥିବା ବେଳେ ବର୍ତ୍ତମାନ ନିଆଁକୁ ସମ୍ପୁର୍ଣ୍ଣ ଭାବରେ ଆୟତ୍ତ କରାଯାଇଛି ।…
ରାଜଧାନୀ ଦିଲ୍ଲୀରେ ଆସନ୍ତା ୯ ଏବଂ ୧୦ ତାରିଖରେ ଆୟୋଜନ ହେବ ଜି-୨୦ ସମ୍ମିଳନୀ। ସୂତ୍ରରୁ ପ୍ରକାଶ ଯେ ଏହି ସମ୍ମିଳନୀରେ ବିରାଟ ଢାଞ୍ଚାରେ ଟେକ୍ନୋଲୋଜି ଉପରେ କାର୍ଯ୍ୟ ହେବ। ଏଠାକୁ ଆସୁଥିବା ବିଭିନ୍ନ ଦେଶର ରାଷ୍ଟ୍ରାଧ୍ୟକ୍ଷଙ୍କ ପାଇଁ ଜଣେ ଆଙ୍କର…
ଭୁବନେଶ୍ୱର: NRI କୋଟାରେ ଚାଲୁଥିବା ବଡ଼ ଜାଲିଆତି ଘଟଣାର ପର୍ଦ୍ଦାଫାସ କରିଛି କମିଶନରେଟ ପୋଲିସ । ନାମୀ ଦାମୀ ବିଶ୍ୱବିଦ୍ୟାଳୟରେ ନାମ ଲେଖା ଆଳରେ ଠକୁଥିବା ଏକ ଠକେଇ ଗୃପର ପର୍ଦ୍ଦାଫାସ କରିଛି ସ୍ପେଶାଲ କ୍ରାଇମ ୟୁନିଟ୍ । ଯୁବପିଢିଙ୍କୁ MBBS…
ନୂଆଦିଲ୍ଲୀ: ପ୍ରୋଜେକ୍ଟ ଚିତା ଅଧୀନରେ ନାମିବିଆ ଓ ଦକ୍ଷିଣ ଆଫ୍ରିକା ଠାରୁ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନକୁ ମୋଟ ୨୦ ଟି ଚିତା ଅଣାଯାଇଥିଲା । ସେଥିମଧ୍ୟରୁ କେତେଜଣଙ୍କର ମୃତ୍ୟୁ ହୋଇଗଲାଣି । ଗତକାଲି ନାମିବିଆ ହାଇକମିସନର୍ ଗାବ୍ରିଏଲ୍ ସିନିମ୍ବୋ ଏହି…
ଜୟପୁର: ରାଜସ୍ଥାନରେ ମଣିପୁର ଘଟଣାର ପୁନରାବୃତ୍ତି । ସ୍ବାମୀ ସାଜିଲା ସୈତାନ । ସ୍ତ୍ରୀକୁ ମାଡ଼ ମାରିବା ପରେ ଉଲଗ୍ନ କରି ବୁଲାଇଲା ନିଷ୍ଠୁର ସ୍ବାମୀ । ରାଜସ୍ଥାନର ପ୍ରତାପଗଡ଼ ଜିଲ୍ଲାରେ ଘଟିଛି ଏପରି ଲଜ୍ଜାଜନକ ଘଟଣା । ମହିଳାଙ୍କୁ ଉଲଗ୍ନ…