Month: September 2023

ଓଡିଶାର ‘କପଡାଗୁନ୍ଦା’ ଶାଲ ଓ ‘ଇଡିତାଲ୍‌’ ଚିତ୍ରକୁ ମିଳିବ ଜିଆଇ ଟ୍ୟାଗ

ରାୟଗଡା : ଓଡିଶାର ସ୍ୱତନ୍ତ୍ର ସାତୋଟି ଉତ୍ପାଦ ସାମଗ୍ରୀକୁ ଜିଆଇ ଟ୍ୟାଗ ମାନ୍ୟତା ଦେବା ପାଇଁ ନିଆଯାଇଥିବା ପଦକ୍ଷେପ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ରାୟଗଡା ଜିଲ୍ଲାର ଡଙ୍ଗରିଆ କନ୍ଧଙ୍କ ବାନ୍ଧ କଳା ‘କପଡାଗୁନ୍ଦା ’ ଶାଲ ଓ ଗୁଣପୁରର…

ଶିକ୍ଷକଙ୍କ ଗଳାକାଟି ହତ୍ୟା କଲା ଛାତ୍ର

ଗୁରୁ-ଶିଷ୍ୟ ପରମ୍ପରା କର୍ତ୍ତବ୍ୟନିଷ୍ଠ ଆଉ ଦାୟିତ୍ୱବୋଧତାକୁ ପ୍ରତିପାଦନ କରେ। ହେଲେ ମଣିଷର ନିହିତ ସ୍ୱାର୍ଥ ବାରମ୍ୱାର ଏହି ପରମ୍ପରାକୁ କଳଙ୍କିତ କରୁଛି। ଆଗକୁ ଗୁରୁଦିବସ ଭଳି ପବିତ୍ର ଅବସର ଥିବାବେଳେ ନିକଟରେ ଏହିପରି ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଶିକ୍ଷକଙ୍କ…

ଦୁର୍ଗାପୂଜା ପାଇଁ ଜବରଦସ୍ତ ଚାନ୍ଦା ଆଦାୟ କରି ପାରିବେ ନାହିଁ

କଟକ: ଦୈତ ନଗରୀରେ ଦୁର୍ଗାପୂଜା ପାଇଁ କରି ପାରିବେ ନାହିଁ ଜବରଦସ୍ତ ଚାନ୍ଦା ଆଦାୟ।ଜବରଦସ୍ତ ଚାନ୍ଦା ଆଦାୟ କଲେ ବାନ୍ଧିବ କମିଶନରେଟ ପୋଲିସ। ଗତ ବର୍ଷ ଭଳି ଏ ବର୍ଷ ମଧ୍ୟ ପୋଲିସର ଏ ନେଇ କଡା ଆଭିମୁଖ୍ୟ ରହିଥିବା ସ୍ପଷ୍ଟ…

ଛେଳି ଚୋରି ସନ୍ଦେହରେ ଦଳିତ ଯୁବକ ଓ ତାଙ୍କ ସାଙ୍ଗକୁ ଓଲଟା ବାନ୍ଧି ନିର୍ଯାତନା

ହାଇଦ୍ରାବାଦ: ତେଲେଙ୍ଗାନାର ମାଞ୍ଚିରିଆଲ ଜିଲ୍ଲାରେ ଛେଳି ଚୋରି ସନ୍ଦେହରେ ଜଣେ ଦଳିତ ବ୍ୟକ୍ତି ଓ ତାଙ୍କ ସାଙ୍ଗଙ୍କୁ ଏକ ଶେଡ୍‌ରେ ଓଲଟା ଝୁଲାଇ ନିତାନ୍ତ ଅମାନୁଷିକ ଭାବେ ନିର୍ମମ ନିର୍ଯାତନା ଦିଆଯାଇଛି। ଏହି ଘଟଣାରେ କୋମୁରାଜୁଲା ରାମୁଲୁ, ତାଙ୍କ ପତ୍ନୀ ସ୍ୱରୂପା…

ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’କୁ ସମାଲୋଚନା କଲେ ରାହୁଲ ଗାନ୍ଧି

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧି ରବିବାର ଅଭିଯୋଗ କରିଛନ୍ତି ଯେ ‘ଗୋଟିଏ ରାଷ୍ଟ୍ର, ଗୋଟିଏ ନିର୍ବାଚନ’ର ଚିନ୍ତାଧାରା ଭାରତୀୟ ସଂଘ ଏବଂ ଏହାର ସମସ୍ତ ରାଜ୍ୟ ଉପରେ ଆକ୍ରମଣ। ରାହୁଲ ଗାନ୍ଧି ଏକ୍ସ (ପୂର୍ବରୁ ଟ୍ଵିିଟର)ରେ ଲେଖିଛନ୍ତି, ‘ଇଣ୍ଡିଆ’ ଅର୍ଥାତ୍‌…

ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବଢିବ ବର୍ଷା, ୧୪ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ

ଆଗାମୀ ୨ଦିନ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି। ୭ତାରିଖରେ ଯାଏ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଉତ୍ତର-ପୂର୍ବ ବଙ୍ଗୋପସାରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଆଭ୍ୟନ୍ତରୀଣ ଓଡ଼ିଶା ଉପର…

ଗୋରୁ ବୋଝେଇ ଗାଡି ଜାଳିଦେଲେ ଉତ୍ତ୍ୟକ୍ତ ଲୋକ

ଜଳେଶ୍ୱର : ଥମୁନି ବେଆଇନ ଗୋଚାଲାଣ । ଚୋରା ଚାଲାଣ ବେଳେ ଦୁଇଟି ପିକଅପ ଭ୍ୟାନରେ ନିଆଁ ଲଗାଇଦେଲେ ଉତ୍ତ୍ୟକ୍ତ ଲୋକେ । ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ଜଳେଶ୍ବର କମର୍ଦ୍ଦା-ବାଲିଆପାଳ ମୁଖ୍ୟ ରାସ୍ତାର ତାରିଣୀ ଛକ ନିକଟରେ ।…

କଟକ ଚୌଦ୍ବାରରେ ମମର୍ନ୍ତୁଦ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

ଚୌଦ୍ବାର : ୧୬ ନମ୍ବର ଜାତୀୟ ରାଜପଥ ମଙ୍ଗୁଳି ଛକ ପେଟ୍ରୋଲ ପମ୍ପ ନିକଟରେ ଅଭାବନୀୟ ଘଟଣା ଘଟିଛି । ଟ୍ରକ ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ଏବଂ ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର…

ହିନ୍ଦୁ ଧର୍ମ ଉପରେ ମୁଖ୍ୟମନ୍ତ୍ରୀ ପୁଅଙ୍କ ବିବାଦୀୟ ବୟାନ

ସନାତନ ଧର୍ମ ଉପରେ ଉଦୟାନିଧି ଷ୍ଟାଲିନ ଦେଇଥିବା ବୟାନକୁ ନେଇ ତୀବ୍ର ହେଉଛି ରାଜନୀତି। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ପୁଅ ତଥା କ୍ରୀଡା ବିକାଶ ମନ୍ତ୍ରୀ ଉଦୟାନିଧି ଗତକାଲି ଏକ ସଭାରେ ହିନ୍ଦୁ ଧର୍ମ ଡେଙ୍ଗୁ-ମ୍ୟାଲେରିଆ ଭଳି ଏହାର ବିଲୋପ…

ବଜ୍ରପାତ ନେଲା ୧୨ ଜୀବନ, ୧୪ ଆହତ: ଏସ୍‌ଆରସି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଶନିବାର ଦିନ ଅପରାହ୍‌ଣ ସମୟରେ ଘଡ଼ଘଡ଼ି ବର୍ଷା ସହିତ ବଜ୍ରପାତ ହେବାରୁ ୧୨ ଜଣଙ୍କର ମୃତ୍ୟୁ ହୋଇଛି। ବଜ୍ରପାତରେ ୧୪ ଜଣ ଲୋକ ଆହତ ହୋଇଛି। ବଜ୍ରପାତରେ ୮ଟି ଗୋରୁଙ୍କ ମୃତ୍ୟୁ ହୋଇଥିଲା। ରାଜ୍ୟ ସରକାରଙ୍କ…