ରାଜ୍ୟରେ ପୃଥକ ପୃଥକ ସ୍ଥାନରେ ବଜ୍ରପାତ, ୭ ମୃତ
ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତରେ ୭ ମୃତ, ୩ ଆହତ । ଖୋର୍ଦ୍ଧା ବାଣପୁରରେ ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ମୃତକ ଦୁଇ ଜଣ ଅରାଙ୍ଗ ଗ୍ରାମର ରଞ୍ଜତ ରଣସିଂହ ଏବଂ…
ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତରେ ୭ ମୃତ, ୩ ଆହତ । ଖୋର୍ଦ୍ଧା ବାଣପୁରରେ ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ମୃତକ ଦୁଇ ଜଣ ଅରାଙ୍ଗ ଗ୍ରାମର ରଞ୍ଜତ ରଣସିଂହ ଏବଂ…
ଘନଘନ ବିଜୁଳିରେ ଥରିଲା ରାଜଧାନୀ ଭୁବନେଶ୍ୱର। ଘଣ୍ଟାଏରେ ଭୁବନେଶ୍ୱର ସହରରେ ମାରିଛି ୪୨ ହଜାରରୁ ଅଧିକ ଥର ବିଜୁଳି। ଏଥିରେ କେହି ମୃତାହତ ହୋଇନଥିଲେ ମଧ୍ୟ ରାଜଧାନୀବାସୀ ଭୟଭୀତ ହୋଇଛନ୍ତି। ସେପଟେ ଲଗାଣ ବର୍ଷାରେ ଭାସିଛି ଦ୍ୱୈତନଗରୀ। ଆଜି ଅପରାହ୍ନ ପ୍ରାୟ…
ୱାନ୍ ନେସନ, ୱାନ ଇଲେକ୍ସନ’ ବା ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ପ୍ରସ୍ତାବ ଉପରେ ବିଚାର କରିବାକୁ ୮ ଜଣିଆ କମିଟି ଗଠନ କରିଛନ୍ତି କେନ୍ଦ୍ର ସରକାର। ଏହାପୂର୍ବରୁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଏହି କମିଟିର ମୁଖ୍ୟ ଭାବେ ନିଯୁକ୍ତି…
ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ବଢୁଛି ଧଳା ଜହର କାରବାର । ଆଜି ଏସଟିଏଫ୍ ଟିମକୁ ବଡ ସଫଳତା ମିଳିଛି । ଉତ୍ତର-ପିପିଲି ନିକଟରୁ ୧ କିଲୋ ୮୦ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ…
ଅନୁଗୁଳ: ଖମାରି ଥାନା ପଦାପସି ଗାଁରେ ଜଘନ୍ୟ ହତ୍ୟାକାଣ୍ଡ। ସାନଭାଇକୁ ଟାଙ୍ଗିଆରେ ହାଣିଲା ବଡ଼ଭାଇ। ଅଭିଯୁକ୍ତର ଥାନାରେ ଆତ୍ମସମର୍ପଣ। ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତି ପ୍ରାୟ ସାଢେ ୧୨ଟା ସମୟରେ ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଖମାର ଥାନା ପଦାପସି…
ବିଦେଶର ସାମ୍ୱିଧାନିକ ପଦବୀରେ ଆଉ ଜଣେ ଭାରତୀୟ ବଂଶୋଦ୍ଭବ। ସିଙ୍ଗାପୁରର ନୂତନ ରାଷ୍ଟ୍ରପତି ହେଲେ ଭାରତୀୟ ବଂଶୋଦ୍ଭବ ଥର୍ମନ ଶଣମୁଗରତ୍ନମ୍। ସେଠାକାର ଦୁଇ ପୁରୂଖା ନେତାଙ୍କୁ ପଛରେ ପକାଇ ସେ ଏହି ବାଜି ମାରି ନେଇଛନ୍ତି। 70.4% ରୁ ଅଧିକ ଭୋଟ୍…
ଭୁବନେଶ୍ୱର:ଫାଇଭ ଟି ସଚିବଙ୍କୁ ନେଇ ମୁହାଁମୁହିଁ ହୋଇଛନ୍ତି ସରକାର ଓ ବିରୋଧୀ । ୫ଟି ସଚିବ ଭିକେ ପାଣ୍ଡିଆନଙ୍କୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା । ରାଜନୈତିକ ମାହୋଲ ବି ସରଗରମ । ସାରା ରାଜ୍ୟ ବୁଲୁଛନ୍ତି ସଚିବ ।…
ସିଓଲ୍: ଆଜି ପ୍ରତ୍ୟୁଷରେ ଉତ୍ତର କୋରିଆ କୋରୀୟ ଉପଦ୍ବୀପର ପଶ୍ଚିମ ଉପକୂଳରେ ଥିବା ପୀତ ସାଗର (ୟେଲୋ ସି) ମଧ୍ୟକୁ ଏକାଧିକ କ୍ରୁଜ୍ ମିସାଇଲ୍ ନିକ୍ଷେପ କରିଥିବା କଥା ଦକ୍ଷିଣ କୋରିଆ ସେନା କହିଛି। ଆଜି ସ୍ଥାନୀୟ ସମୟ ଭୋର୍ ୪ଟା…
ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ମହାରାଷ୍ଟ୍ର ରାଜଧାନୀ ମୁମ୍ବାଇରେ । ଜଣେ ବ୍ୟକ୍ତି ଗୁଳି କରି ନିଜ ପତ୍ନୀଙ୍କୁ ହତ୍ୟା କରିବା ପରେ ଘଟଣାସ୍ଥଳରେ ସେ ବି ଟଳି ପଡ଼ିଥିବା ଜଣାଯାଇଛି। ବ୍ୟକ୍ତିଜଣଙ୍କର ହୃଦଘାତରେ ଜୀବନ ଯାଇଥିବା ଜଣାଯାଇଛି।…
ବନ୍ଧା ହେଲେ ଜେଟ୍ ଏୟାରୱେଜ୍ ପ୍ରତିଷ୍ଠାତା ନରେଶ ଗୋୟଲ । କାନାରା ବ୍ୟାଙ୍କରୁ ୫୩୮ କୋଟି ଟଙ୍କାର ଋଣ ଠକେଇ ମାମଲାରେ ବନ୍ଧା ହେଲେ ଏହି କୋଟିପତି ଶିଳ୍ପପତି। ମୁମ୍ବାଇ କାର୍ଯ୍ୟାଳୟରେ ଦୀର୍ଘ ସମୟ ପଚରାଉଚରା ପରେ ନରେଶ ଗୋୟଲଙ୍କୁ ପ୍ରିଭେନସନ୍…