Month: September 2023

ଜହ୍ନରେ ହେଲା ଭୂ-କମ୍ପ; ତୀବ୍ରତା ମାପିଲା ଲ୍ୟାଣ୍ଡର ବିକ୍ରମ

ଦୋହଲୁଲା ଜହ୍ନ, ହେଲା ଭୂ-କମ୍ପ । ଚନ୍ଦ୍ରପୃଷ୍ଠରେ ପାଦ ଥାପି ନୂଆ ନୂଆ ସନ୍ଧାନ ଜାରି ରଖିଥିବା ଲ୍ୟାଣ୍ଡର ବିକ୍ରମକୁ ମିଳିଛି ଏପରି କିଛି ନୂଆ ରୋଚକ ତଥ୍ୟ। କେତେବେଳେ ଚନ୍ଦ୍ରପୃଷ୍ଠରେ ବଡ଼ ବଡ଼ ଗର୍ତ୍ତ ଥିବା ସୂଚନା ମିଳୁଥିବା ବେଳେ…

ପାରାଦୀପ ମଝି ସମୁଦ୍ରରେ ସନ୍ଦିଗ୍ଧ ଯୁବକ

ପାରାଦୀପ : ସମୁଦ୍ର ମଝିରେ ସନ୍ଦିଗ୍ଧ ଯୁବକ । ପାରାଦୀପ ଗଭୀର ସମୁଦ୍ରରେ ବୋଟ୍ ଉପରକୁ ଉଠି ଆସିଲେ ଅଜଣା ଯୁବକ। ଯାହାକୁ ଦେଖି ମତ୍ସ୍ୟଜୀବୀମାନେ ଭୟଭୀତ ହୋଇପଡ଼ିଛନ୍ତି । ଏଭଳି କିଛି ଘଟଣା ଘଟିଛି ଚିଲିକା ମୁହାଣ ଠାରୁ ୭୧…

କେନ୍ଦ୍ର ମନ୍ତ୍ରୀଙ୍କ ଘରେ ଯୁବକଙ୍କୁ ଗୁଳି କରି ହତ୍ୟା

କେନ୍ଦ୍ର ମନ୍ତ୍ରୀ କୌଶଲ କିଶୋରଙ୍କ ଉତ୍ତର ପ୍ରଦେଶର ଲକ୍ଷ୍ନୌ ସ୍ଥିତ ନୂଆ ଘରେ ଶୁକ୍ରବାର ଜଣେ ଯୁବକଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତକଙ୍କ ନାଁ ବିନୟ ଶ୍ରୀବାସ୍ତବ। ସେ ମନ୍ତ୍ରୀ କୌଶଲ କିଶୋରଙ୍କ ପୁଅ ବିକାଶ କିଶୋରଙ୍କ ସାଙ୍ଗ। ପୁଲିସ…

ପାଟଣାଗଡ ଟିକପାଲି ଅଞ୍ଚଳରେ ମାଛଧରାକୁ ନେଇ ବୀଭତ୍ସ ହତ୍ୟାକାଣ୍ଡ

ପାଟଣାଗଡ: ପାଟଣାଗଡ ଏନଏସି ଟିକପାଲିର ହୀରାସାଗର ଖଣିରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗତକାଲି ଜଣେ ବ୍ୟକ୍ତିଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି । ମୃତକ ଟିକପାଲିର ଜିତେନ୍ଦ୍ର ଧୂବଳ ବୋଲି ଜଣାପଡିଛି । ସୂଚନା ଅନୁସାରେ, ଜିତେନ୍ଦ୍ର ଓ…