ବାଚସ୍ପତିଙ୍କ ପୋଡିୟମକୁ ଡାଲି ଫିଙ୍ଗି ବିଜେପି ବିଧାୟକ ମୋହନ ମାଝୀ ଓ ମୁକେଶ ମହାଲିଙ୍ଗ ସସ୍ପେଣ୍ଡ
ଭୁବନେଶ୍ବର : ବାଚସ୍ପତିଙ୍କ ପୋଡ଼ିୟମକୁ ଡାଲି ଫିଙ୍ଗି ସସ୍ପେଣ୍ଡ ହୋଇଛନ୍ତି ୨ ବିଜେପି ବିଧାୟକ ମୋହନ ମାଝୀ ଓ ମୁକେଶ ମହାଲିଙ୍ଗ। ଚଳିତ ଅଧିବେଶନ ଶେଷ ପର୍ଯ୍ୟନ୍ତ ସେମାନଙ୍କୁ ସସ୍ପେଣ୍ଡ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ। ମୋହନ ମାଝୀ ବିଧାନସଭାରେ ବିରୋଧୀ…