Month: October 2023

କୋରାପୁଟରେ ଡବଲ୍ ମର୍ଡର, ବାପା-ପୁଅଙ୍କ ଠେଙ୍ଗାମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ

କୋରାପୁଟ: ବାପା-ପୁଅଙ୍କ ଠେଙ୍ଗାମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ। ମୃତ୍ୟୁ ପ୍ରତିଶୋଧରେ ଗାଁର ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆସିଛି। ଏଭଳି ଅଭାବନୀୟ ଘଟଣା ଘଟଣା ଘଟିଛି କୋରାପୁଟ ପଟ୍ଟାଙ୍ଗି ଥାନା କୁନ୍ଦୁଲି ହାଟପଦାରେ। ବାପା ଏବଂ ପୁଅର ଆକ୍ରମଣରେ ଟେମା…

ନର୍ମାନ ଇ ବୋର୍ଲାଗ ପୁରସ୍କାର ପାଇଲେ ଓଡ଼ିଆ ଝିଅ ସ୍ବାତୀ ନାୟକ

ନୂଆଦିଲ୍ଲୀ: କୃଷି ଓ କୃଷି କ୍ଷେତ୍ରର ବିକାଶରେ ଉଲ୍ଲେଖନୀୟ ଅବଦାନ ପାଇଁ ଫିଲିପାଇନସ୍ଥିତ ସିଜିଆଇଆର- ଆନ୍ତର୍ଜାତିକ ଧାନ ଗବେଷଣା ସଂସ୍ଥାନରେ କାର୍ଯ୍ୟରତ ଓଡ଼ିଶାର ଯୁବ ବୈଜ୍ଞାନିକ ଡ.ସ୍ବାତୀ ନାୟକଙ୍କୁ ଆଜି ଆମେରିକାର ଲୋୱା ସହରରେ ବିଶ୍ବ ଖାଦ୍ୟ ପୁରସ୍କାର ସଂସ୍ଥାନ ପକ୍ଷରୁ…

ଯୁବକଙ୍କୁ ନିର୍ଦ୍ଧୁମ ପିଟିବା ସହ କଟୁରୀରେ ଆକ୍ରମଣ କଲେ ଯୁବତୀ

ଜଳେଶ୍ୱର: ପରକୀୟା ପ୍ରୀତିରୁ ଯୁବକଙ୍କୁ ଆକ୍ରମଣ। ନିର୍ଦ୍ଧୁମ ପିଟିବା ସହ କଟୁରୀରେ ଆକ୍ରମଣ କରିଛନ୍ତି ଯୁବତୀ । ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଧିତିପୁର ଗାଁର ଘଟଣା । ସଂଜ୍ଞାହୀନ ଅବସ୍ଥାରେ ଯୁବକଙ୍କୁ କିଆ ବୁଦା ମୂଳରୁ ଉଦ୍ଧାର କରିଛନ୍ତି ସ୍ଥାନୀୟ…

ହମାସ୍‌ ଆକ୍ରମଣ ପ୍ରତି ସମର୍ଥନ ଜଣାଇ ଗିରଫ ହେଲେ ଅଭିନେତ୍ରୀ

ମୁମ୍ବାଇ: ସାମାଜିକ ଗଣମାଧ୍ୟମରେ ଇସ୍ରାଏଲ୍‌ରେ ହମାସ୍‌ର ଅକ୍ଟୋବର ୭ ଆକ୍ରମଣକୁ ସମର୍ଥନ କରୁଥିବା ସନ୍ଦେହରେ ଅଗ୍ରଣୀ ଆରବ-ଇସ୍ରାଏଲୀୟ ଅଭିନେତ୍ରୀ ମୈସା ଅବ୍‌ଦେଲ୍‌ ହାଦୀଙ୍କୁ ସୋମବାର ଦିନ ଗିରଫ କରାଯାଇଥିବା କଥା ବିଭିନ୍ନ ଗଣମାଧ୍ୟମ ରିପୋର୍ଟ କରିଛନ୍ତି। ଏ କଥା ପୁଲିସ ଓ…

ମୋବାଇଲରେ ଆସୁଛି କି Emergency Alert ?

ଭୁବନେଶ୍ୱର: ସକାଳୁ ସକାଳୁ ମୋବାଇଲକୁ ଆସିଛି ଭାରତ ସରକାରଙ୍କ ମେସେଜ । ଏହା ପୁଣି ଏମର୍ଜେନ୍ସି ଆଲର୍ଟ । ହଠାତ ଏଭଳି ମେସେଜ ଉପଭୋକ୍ତାଙ୍କୁ ଚିନ୍ତାରେ ପକାଇଛି । କାହିଁକି ଏମିତି ମେସେଜ ଆସିଛି ବୋଲି ସମସ୍ତଙ୍କ ମନରେ ପ୍ରଶ୍ନ ।…

ପ୍ରତିରକ୍ଷା ମନ୍ତ୍ରୀଙ୍କ ପରେ ଏବେ ଅର୍ଥ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀଙ୍କୁ ହଟାଇଲା ଚୀନ୍‌

ବେଜିଙ୍ଗ୍‌: ପ୍ରାୟ ୨ ମାସ ନିରବ ରହିବା ପରେ ମଙ୍ଗଳବାର ଦିନ ଚୀନ୍‌ ତା’ର ନିରୁଦ୍ଦିଷ୍ଟ ପ୍ରତିରକ୍ଷା ମନ୍ତ୍ରୀ ଜେନେରାଲ୍‌ ଲି ଶାଙ୍ଗ୍‌ଫୁଙ୍କୁ ଔପଚାରିକ ଭାବେ ବହିଷ୍କାର କରିଛି। ଲି’ଙ୍କ ପୂର୍ବରୁ ତାଙ୍କର ପୂର୍ବତନ କ୍ୟାବିନେଟ୍‌ ସହଯୋଗ ତଥା ବୈଦେଶିକ ମନ୍ତ୍ରୀ…

ପାଣ୍ଡିଆନଙ୍କୁ ରାଜନୈତିକ ମଇଦାନରେ ଆଣିବାକୁ ଗଳା ବାଟ ଖୋଜୁଛି ବିଜେଡି: ଗୋଲକ ମହାପାତ୍ର

ଭୁବନେଶ୍ବର: ପାଣ୍ଡିଆନଙ୍କୁ ରାଜନୈତିକ ମଇଦାନରେ ଏଣ୍ଟ୍ରି କରେଇବାକୁ ଗଳା ବାଟ ଖୋଜୁଛି ବିଜେଡି। ଏଭଳି ମନ୍ତବ୍ୟ ଦେଇଛନ୍ତି ରାଜ୍ୟ ବିଜେପି ଉପ ସଭାପତି ଗୋଲକ ମହାପାତ୍ର। ସେ କହିଛନ୍ତି, ବିଜୁ ଜନତା ଦଳରେ ପ୍ରବଳ ଅନ୍ତକନ୍ଦଳ ଥିବାରୁ ସେଥିପାଇଁ ବର୍ତ୍ତମାନ ଭି.କେ.ପାଣ୍ଡିଆନଙ୍କୁ…

ବିଜେପି ଛାଡ଼ି ପୁଣି କଂଗ୍ରେସକୁ ଫେରିବେ କୋମାତିରେଡ୍ଡୀ

ପ୍ରଥମେ କଂଗ୍ରେସ ଟିକେଟରୁ ବିଧାୟକ ହୋଇଥିଲେ। କିନ୍ତୁ ଗତବର୍ଷ ହଠାତ୍‌ ସେ କଂଗ୍ରେସ ଛାଡ଼ି ବିଜେପିରେ ମିଶି ଯାଇଥିଲେ। ଏବେ ସେ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପୁଣି କଂଗ୍ରେସକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି। ଏବେ କଂଗ୍ରେସ ସପକ୍ଷରେ ଜନମତ ରହିବ…

ଚାକରାଣୀ ଆଣିଲେ ଦୁଷ୍କର୍ମ ଅଭିଯୋଗ: ସ୍କୁଲ ଅଧ୍ୟକ୍ଷ ଗିରଫ, ପୁଅ ଫେରାର୍‌

ଦୁଷ୍କର୍ମ ଅଭିଯୋଗରେ ଗିରଫ ହୋଇଛନ୍ତି ତେଲେଙ୍ଗାନାର ଜୁବଲୀ ହିଲ୍ସରେ ଥିବା ଗୋଟିଏ ପ୍ରସିଦ୍ଧ ସ୍କୁଲର ଅଧ୍ୟକ୍ଷ। ତାଙ୍କ ନାଁରେ ତାଙ୍କ ଚାକରାଣୀ ହିଁ ଦୁଷ୍କର୍ମ ଅଭିଯୋଗ ଆଣିଥିଲେ। ପୁଲିସ୍‌ ଶେଷରେ ସ୍କୁଲ ଅଧ୍ୟକ୍ଷଙ୍କୁ ଦଶହରାରେ ଗିରଫ କରିଛି। ଗିରଫ ପରେ ୫୫…

ମା ଜଗତଜନନୀ ଦୁର୍ଗାଙ୍କ ଭସାଣି ଯାତ୍ରା, ପାରମ୍ପରିକ ବାଦ୍ୟର ଧ୍ବନିରେ କମ୍ପୁଛି ମହାନଗର

କଟକ: ମା ଜଗତଜନନୀ ଦୁର୍ଗାଙ୍କ ଭସାଣି ଯାତ୍ରା କଟକରେ ଆରମ୍ଭ ହୋଇଥିବାର ସୂଚନା ମିଳିଛି। ଆଜି ଧରାପୃଷ୍ଠରୁ ମେଲାଣି ନେଉଛନ୍ତି ମା ଦୁର୍ଗା। କଟକ ସହର ଏବେ ପାରମ୍ପରିକ ବାଦ୍ୟର ଧ୍ବନିରେ କମ୍ପୁଛି। ବିଭିନ୍ନ ମଣ୍ଡପରୁ ଦୁର୍ଗାଙ୍କ ଭସାଣି ଯାତ୍ରା ଆରମ୍ଭ…