Month: October 2023

ମୋରେହସ୍ଥିତ ରାଜ୍ୟ-ବିଏସଏଫ୍ ହେଲିପ୍ୟାଡ୍ ନିର୍ମାଣସ୍ଥଳୀରେ ମଣିପୁର ପୁଲିସ ଅଧିକାରୀଙ୍କୁ ଗୁଳି କରି ହତ୍ୟା

ଇମ୍ଫାଲ/ନୂଆଦିଲ୍ଲୀ: ମିଆଁମାର ସୀମାରେ ଥିବା ବାଣିଜ୍ୟିକ ସହର ମଣିପୁରର ମୋରେହରେ ଏକ ହେଲିପ୍ୟାଡ୍‌ ନିର୍ମାଣ କାର୍ଯ୍ୟର ତଦାରଖ କରୁଥିବା ବେଳେ ସନ୍ଦିଗ୍ଧ ବିଦ୍ରୋହୀମାନେ ଜଣେ ପୁଲିସ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଆଜି ସକାଳେ ହେଲିପ୍ୟାଡ୍‌ ପ୍ରକଳ୍ପ ଉପରେ ହୋଇଥିବା…

ଜଳିଗଲା ଘର, ଜଣେ ଜୀବନ୍ତ ଦଗ୍ଧ

ଗୁଣୁପୁର : ରାୟଗଡ଼ା ଜିଲ୍ଲା ଗୁଣପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଥିବା ଅସ୍ଥାୟୀ କଲୋନୀରେ ଜଣଙ୍କ ଘରେ ନିଆଁ ଲାଗି ଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ମହିଳାଙ୍କ ନାଁ…

ଅରୁଣଙ୍କୁ ମିଳିଲା ଦାୟିତ୍ୱ, ବାଦ୍ ପଡ଼ିଲେ ନରୱଣେ

ଭୁବନେଶ୍ବର : ୧୯୮୮ ବ୍ୟାଚ୍ ଆଇପିଏସ୍ ମନୋଜ କୁମାର ଛାବ୍ରା ଆଜି ସରକାରୀ ଚାକିରିରୁ ଅବସର ନେଇଛନ୍ତି । ତାଙ୍କ ସ୍ଥାନରେ ନୂଆ ଜେଲ୍ ଡିଜି ଭାବେ ୧୯୮୯ ବ୍ୟାଚ୍ ଆଇପିଏସ ଏ. ଏମ୍ ପ୍ରସାଦଙ୍କୁ ଦାୟିତ୍ୱ ମିଳିଛି । ଗତ…

ମନୋଜ ମିଶ୍ରଙ୍କ ପ୍ରସଙ୍ଗରେ ପୁଣି ଗର୍ଜିଲେ ବିଜେପି ବିଧାୟକ: ଆନ୍ଦୋଳନର ଚେତାବନୀ ଦେଲେ

ଭୁବନେଶ୍ବର: ମନୋଜ ମିଶ୍ରଙ୍କ ପ୍ରସଙ୍ଗରେ ପୁଣି ବିଜେପି ବିଧାୟକ ମୁକେଶ ମହାଲିଙ୍ଗ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଜଣେ କଳାକାରର ଭାଷା ପରିଧି କି ସହର ନଥାଏ। ସିଏ ଆଫ୍ରିକାର ହେଉ କି କଟକର ଅବା ସମ୍ବଲପୁରର କଳାକାର ହେଉ,…

ରାଷ୍ଟ୍ରର ଏକତା, ଅଖଣ୍ଡତା ଓ ସୁରକ୍ଷାକୁ ବଜାୟ ରଖିବା ପାଇଁ ନିଜକୁ ସମର୍ପିତ କରିବାକୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଆହ୍ବାନ

କଟକ: ରାଷ୍ଟ୍ରର ଏକତା, ଅଖଣ୍ଡତା ଓ ସୁରକ୍ଷାକୁ ବଜାୟ ରଖିବା ପାଇଁ ନିଜକୁ ସମର୍ପି ଦେବାକୁ ଐତିହାସିକ କଟକ ସହରରେ ‘ଏକତା ପାଇଁ ଦୌଡ଼’ କାର୍ଯ୍ୟକ୍ରମରେ ସାମିଲ ହେବା ଅବସରରେ ଶପଥ ପାଠ କରାଇବା ସହ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା,…

ସାଲେପୁର ଜେଏମଏଫସି କୋର୍ଟରେ ହାଜର ହେଲେନି ବିଧାୟକ ପ୍ରତାପ ଜେନା

ମାହାଙ୍ଗା: ବହୁଚର୍ଚ୍ଚିତ ମାହାଙ୍ଗା ଟ୍ରିପଲ ମର୍ଡର ଘଟଣାରେ ସାଲେପୁର ଜେଏମଏଫସି କୋର୍ଟରେ ହାଜର ହେଲେନି ବିଧାୟକ ପ୍ରତାପ ଜେନା। ନିଜ ଓକିଲଙ୍କ ଜରିଆରେ ପକ୍ଷ ରଖିଲେ ମାହାଙ୍ଗା ବିଧାୟକ। ସିଆରପିସିର ୨୦୫ ଧାରାରେ ଆବେଦନ କରି ବ୍ୟକ୍ତିଗତ ହାଜିରାରୁ ବାଦ୍ ଦେବା…

ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ରଘୁବର ଦାସ

ଭୁବନେଶ୍ବର: ରାଜ୍ୟର ୨୬ତମ ରାଜ୍ୟପାଳ ଭାବେ ରଘୁବର ଦାସ ଶପଥ ଗ୍ରହଣ କରିଛନ୍ତି। ରାଜଭବନର ନୂଆ ହଲରେ ଆୟୋଜିତ କାର୍ଯ୍ୟକ୍ରମରେ ତାଙ୍କୁ ଶପଥ ପାଠ କରାଇଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ୍ ବିଦ୍ୟୁତରଞ୍ଜନ ଷଡ଼ଙ୍ଗୀ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…

ଗାଁରୁ ସହର ସବୁଠି ସଚେତନ କରାଯିବ

ଭୁବନେଶ୍ବର: ରାଜ୍ୟକୁ ଦୁର୍ନୀତିମୁକ୍ତ କରିବା ପାଇଁ ପ୍ରଥମେ ଡିଜିଟାଲ୍‌ ଜାଲିଆତିକୁ ଚିହ୍ନଟ କର। ଚିହ୍ନଟ କରିବା ପାଇଁ କ୍ଷମତାକୁ ମଜ୍‌ଭୁତ କରିବା ପାଇଁ ସମସ୍ତ ପ୍ରକାର ସହାୟତା ଯୋଗାଇଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଲୋକସେବା ଭବନ ସମ୍ମିଳନୀ…

‘ଶ୍ରୀଜଗନ୍ନାଥଙ୍କ ପବିତ୍ର ମାଟିରେ କାମ କରିବା ମୋର ସୌଭାଗ୍ୟ’

ପୁରୀ/ଭୁବନେଶ୍ବର: ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ଆଜି ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। କର୍ମକ୍ଷେତ୍ରରେ ଯୋଗଦେବା ପୂର୍ବରୁ ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି। ଏହି ଅବସରରେ ରାଜ୍ୟପାଳ ଶ୍ରୀ ଦାସ କହିଛନ୍ତି, ଓଡ଼ିଶା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଭୂମି। ମୁଁ…

ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ଯୋଜନାରେ ଖୋର୍ଦ୍ଧାର ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ୧୦ କୋଟି

ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ଯୋଜନାରେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟକୁ ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଆଜି ଏନେଇ ରୁରାଲ୍‌ ୱାର୍କସ ବିଭାଗ ପକ୍ଷରୁ ଜିଲ୍ଲାପାଳଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ ଅନୁରୋଧ କରାଯାଇଛି। ବିଭାଗ ସୂତ୍ରରୁ…