Month: October 2023

ଜିମ୍‌ରେ ବ୍ୟାୟାମ କରୁଥିବା ବେଳେ ହୃଦ୍‌ଘାତରେ ପ୍ରାଣ ହରାଇଲେ ହରିୟାଣାର ବରିଷ୍ଠ ପୁଲିସ ଅଧିକାରୀ

ଚଣ୍ଡିଗଡ଼: ହରିୟାଣା ପୁଲିସର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଯୋଗୀନ୍ଦର ଦେଶୱାଲ ସୋମବାର ଏକ ଜିମ୍‌ରେ ବ୍ୟାୟାମ କରୁଥିବା ବେଳେ ମୃତ୍ୟୁ ବରଣ କରିଛନ୍ତି। ଜିମ୍‌ରେ ବ୍ୟାୟାମ କରୁଥିବା ବେଳେ ତାଙ୍କୁ ହୃଦ୍‌ଘାତ ହୋଇଥିଲା। ତାଙ୍କୁ ତୁରନ୍ତ କର୍ଣ୍ଣାଲର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା…

ଧକ୍କା ଦେଲା ଅଜଣା ଗାଡି: ବାପା ମୃତ, ପୁଅ ଗୁରୁତର

ବଲାଙ୍ଗୀର : ଚାଲିଛି ପାର୍ବଣ । ସବୁଆଡେ ଉତ୍ସବର ମାହୋଲ । ଚଳଚଞ୍ଚଳ ଗାଁଠୁ ସହର । ଚାରିଆଡେ ଭକ୍ତମୟ ପରିବେଶ । ଏସବୁ ମଧ୍ୟରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବଲାଙ୍ଗୀର ଜିଲ୍ଲା ସଇଁତଳା ଥାନା ବେଲଗାଁ…

ଜେଲରେ ନୁହେଁ ମୁଁ ଜନତାଙ୍କ ହୃଦୟରେ ଅଛି: ଚିଠି ଲେଖିଲେ ଚନ୍ଦ୍ରବାବୁ ନାଇଡୁ

‘ମୁଁ ଜେଲ୍‌ରେ ନୁହେଁ ଜନତାଙ୍କ ହୃଦୟରେ ଅଛି।’ ଜେଲ୍‌ ଭିତରୁ ଏଭଳି କିଛି ଚିଠି ଲେଖି କହିଛନ୍ତି ତେଲୁଗୁ ଦେଶମ ପାର୍ଟିର ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ। ତିନି ଥର ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ହୋଇସାରିଥିବା ଟିଡିପି ମୁଖ୍ୟ ନିଜ କାର୍ଯ୍ୟକର୍ତ୍ତାଙ୍କ ନିକଟକୁ ଚିଠି…

ବାଇକ୍‌କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ; ୧୫ ଆହତ

କେସିଙ୍ଗା: ଜଣେ ବାଇକ୍‌ ଚାଳକଙ୍କୁ ଦୁର୍ଘଟଣାରୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାର ସାମ୍ନା କରିଛି। ଯାତ୍ରୀବାହୀ ବସ୍‌ଟି ରାସ୍ତାରୁ ଖସିପଡ଼ି ଧାନଖେତରେ ଓଲଟି ପଡ଼ିଛି। ଫଳରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରୁ ୫ ଜଣ ଗୁରୁତର…

ଗରବା ନାଚୁ ନାଚୁ ଗୋଟିଏ ଦିନରେ ୧୦ ମୃତ, ସମସ୍ତଙ୍କୁ ହୃଦଘାତ

ଦଶହରାରେ ସାରା ଦେଶ ଝୁମୁଥୁବା ବେଳେ ଗୁଜରାଟରୁ ଆସିଛି ଦୁଃଖଦ ଖବର। ଗରବା ନାଚୁ ନାଚୁ ଏଠାରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ମାତ୍ର ଗୋଟିଏ ଦିନରେ ହୃଦଘାତର ଶିକାର ହୋଇ ପ୍ରାଣ ହରାଇଛନ୍ତି। ସବୁଠୁ ବଡ଼ କଥା ହେଉଛି କି…

ଓଡିଶାକୁ ନାହିଁ ବାତ୍ୟା ବିପଦ : କେବଳ ଉପକୂଳରେ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ । ଯାହା ୧୨ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେଇପାରେ । ଗତ ୬ ଘଣ୍ଟା ମଧ୍ୟରେ ସ୍ଥିର ଥିବା ଜଣାପଡିଛି । ପାରାଦୀପ ଠାରୁ ଏହା ୪୦୦ କିମି ଦୂରରେ କେନ୍ଦ୍ରଭୂତ ହୋଇଛି…

ଆଜି ମଣ୍ଡପରେ ମହାନବମୀ ପୂଜା, ଶକ୍ତି ପୀଠରେ ବିଶ୍ରାମ ନେଉଛନ୍ତି ମହାମାୟା

ଭୁବନେଶ୍ବର: ଧରାପୃଷ୍ଠକୁ ଅବତରଣ କରିଛନ୍ତି ମା’ ଜଗତଜନନୀ ଦୁର୍ଗା । ଦୁର୍ଗାପୂଜାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ଶକ୍ତିପୀଠରେ ଆଜି ବିଶ୍ରାମ ଥିବା ବେଳେ ମଣ୍ଡପରେ ଆଜି ମାଆଙ୍କର ମହା ନବମୀ ପୂଜା । ଘଣ୍ଟଘଣ୍ଟା, ଶଙ୍ଖଧ୍ୱନି ଓ…

ଟ୍ରକ୍ ଧକ୍କାରେ ବାପ ଆଗରେ ଚାଲିଗଲା ଝିଅର ଜୀବନ

ବଅଁରପାଳ: ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ନିକଟ ମେଡିକାଲ ସମ୍ମୁଖରେ ଏକ ଟ୍ରକ୍ ଧକ୍କାରେ ନାବାଳିକା ଝିଅର ମୃତ୍ୟୁ ଘଟିଛି। ମୃତ୍ୟୁ ନାବାଳିକା ଜଣଙ୍କ ହେଲେ ତାଳଚେର ଅଞ୍ଚଳର ଖାଲୁଆ ଗ୍ରାମର ସତ୍ୟ ନାରାୟଣ ପଣ୍ଡାଙ୍କ ଝିଅ ଶତାବ୍ଦୀ ସୁମନ ପଣ୍ଡା।…

ମେଡିକାଲ ଛାତ୍ରଙ୍କ ପାଣିରେ ବୁଡ଼ି ମୃତ୍ୟୁ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ରୁଷିକୁଲ୍ୟା ନଦୀରେ ରବିବାର ଜଣେ ମେଡିକାଲ ଛାତ୍ରଙ୍କ ପାଣିରେ ବୁଡ଼ି ମୃତ୍ୟୁ ହୋଇଛି। ବ୍ରହ୍ମପୁର ଗୋଷାଣୀନୂଆଗାଁର ରାକେଶ କୁମର ପାଢ଼ୀ ନାମକ ଏହି ଜୁନିୟର ଡାକ୍ତର ଓ ତାଙ୍କ ଦୁଇ ସାଙ୍ଗ ସୋରଡ଼ାକୁ ବଣଭୋଜି କରିବାକୁ ଯାଇଥିଲେ।…

ଜଙ୍ଗଲରେ ଅସୁସ୍ଥ ହାତୀ ଶାବକର ମୃତ୍ୟୁ

ବାଂଶପାଳ ବ୍ଲକ ବିଜେପି ରେଞ୍ଜ ଭେଜିଡିହୀ ଗାଁ ନିକଟସ୍ଥ ଜଙ୍ଗଲରେ ଏକ ଅସୁସ୍ଥ ଦନ୍ତା ହାତୀ ଶାବକର ମୃତ ଦେହକୁ ଉଦ୍ଧାର କରିଛି ବନ ବିଭାଗ। ଅସୁସ୍ଥ ଦନ୍ତା ହାତୀ ଶାବକକୁ ୱାଇଲ୍ଡ ଲାଇଫର ଡାକ୍ତର ବ୍ରଜ ରାଜ ଯାଦବଙ୍କ ସହିତ…