ପଶ୍ଚିମ ଓଡ଼ିଶାକୁ ସବୁ କ୍ଷେତ୍ରରେ ଅବହେଳା କରାଯାଉଛି: ମିଳିତ କ୍ରିୟାନୁଷ୍ଠାନ କମିଟି
ବଲାଙ୍ଗୀର: ସୋମବାର ଦିନ ସ୍ଥାନୀୟ ସାମ୍ବାଦିକ ଭବନରେ କୋଶଲ ରାଏଜ୍ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଅଭିନେତା ମନୋଜ ମିଶ୍ରଙ୍କୁ ପ୍ରଯୋଜକମାନେ ଦୁଇବର୍ଷ ବାସନ୍ଦ କରିବାକୁ ଘଟଣାକୁ ତୀବ୍ର ନିନ୍ଦା କରିବା ସହ କୋଶଳାଞ୍ଚଳର…