Month: October 2023

ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ବିଜେପି ଜାରି କଲା ୧୨ ପ୍ରାର୍ଥୀଙ୍କ ତାଲିକା

ଆଇଜଲ: ପାଖେଇ ଆସୁଛି ନିର୍ବାଚନ ତାରିଖ। ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ବୁଧବାର ବିଜେପି ୧୨ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଏହାର କିଛି ସମୟ ପରେ ଦଳ ଛଅଟି ଆସନ ପାଇଁ ଦ୍ୱିତୀୟ ତାଲିକା ମଧ୍ୟ ପ୍ରକାଶ କରିଛି।…

୧୫ ବର୍ଷ ପରେ ସାମ୍ବାଦିକ ସୌମ୍ୟାଙ୍କ ହତ୍ୟା ଘଟଣାରେ ଆସିଲା ରାୟ, ୫ ଦୋଷୀ ସାବ୍ୟସ୍ତ

ବହୁ ଚର୍ଚ୍ଚିତ ୨୦୦୮ ମସିହା ସାମ୍ବାଦିକ ସୌମ୍ୟା ବିଶ୍ୱନାଥନଙ୍କ ହତ୍ୟା ଘଟଣାରେ ଆଜି ଦିଲ୍ଲୀର ଗୋଟିଏ କୋର୍ଟ ରାୟ ପ୍ରକାଶ କରିଛନ୍ତି। ସୌମ୍ୟାଙ୍କୁ ଗୁଳି କରି ହତ୍ୟା କରିବା ଘଟଣାରେ ଗିରଫ ୫ ଜଣଙ୍କୁ ଆଜି ଦିଲ୍ଲୀର ସାକେତ କୋର୍ଟ ଦୋଷୀ…

ବଙ୍କର୍‌ରେ ଲୁଚିଲେ, ତଳେ ଶୋଇଲେ ଜର୍ମାନ ଚାନ୍ସେଲର୍‌

ଇସ୍ରାଏଲ ଓ ହମାସ ମଧ୍ୟରେ ଜାରି ରହିଛି ଘନ ଘନ ଆକ୍ରମଣ। ଏହି ଯୁଦ୍ଧ ଏବେ ୧୨ ଦିନରେ ପହଞ୍ଚି ସାରିଲାଣି। ଏହାରି ଭିତରେ ଇସ୍ରାଏଲ ଗସ୍ତରେ ଯାଇଛନ୍ତି ଜର୍ମାନ ଚାନ୍ସେଲର୍‌ ଓଲାଫ୍‌ ସୋଲ୍‌ଜସ୍‌। ତେବେ ତେଲ୍‌ ଅବିବ ସ୍ଥିତ ବେନ୍‌…

ଗାଜା ହସ୍ପିଟାଲରେ ରକେଟ୍ ମାଡ : ୫୦୦ରୁ ଉର୍ଦ୍ଧ୍ବ ମୃତ

ନୂଆଦିଲ୍ଲୀ : ବାଇଡେନଙ୍କ ଇସ୍ରାଏଲ ଗସ୍ତ ପୂର୍ବରୁ ବଡ ଖବର ସାମ୍ନାକୁ ଆସିଛି । ଗାଜା ହସ୍ପିଟାଲ ଉପରେ ରକେଟ୍ ମାଡ ହୋଇଛି । ଫଳରେ ୫୦୦ ରୁ ଉର୍ଦ୍ଧ୍ବ ଲୋକଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଅଧିକାଂଶ ମହିଳା…

କେନ୍ଦ୍ର କର୍ମଚାରୀଙ୍କୁ ଭେଟି, ବଢ଼ିଲା ମହଙ୍ଗା ଭତ୍ତା

ଦୀପାବଳି ପୂର୍ବରୁ କେନ୍ଦ୍ର କର୍ମଚାରୀଙ୍କୁ ମିଳିଲା ଉପହାର। ବଢ଼ିଲା ମହଙ୍ଗା ଭତ୍ତା। କେନ୍ଦ୍ର କର୍ମଚାରୀଙ୍କ ଡିଏ ତଥା ମହଙ୍ଗା ବତ୍ତା ୪ ପ୍ରତିଶତ ବୃଦ୍ଧି ପାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ଏହା ଉପରେ ମୋହର ମାରିଛି। ଏହି…

ବିଜୁଳି ଦର ବୃଦ୍ଧି ପାଇଁ ଅଦାନୀ ଗ୍ରୁପ ଦାୟୀ : ରାହୁଲ ଗାନ୍ଧି

ପୁଣି ଥରେ ଆଦାନୀ ପ୍ରସଙ୍ଗ ଉଠାଇ କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି। ଆଦାନୀ ଗ୍ରୁପ ୨୦ ହଜାର ନୁହେଁ ୩୨ ହଜାର କୋଟି ଟଙ୍କାର ଦୁର୍ନୀତି କରିଥିବା ରାହୁଲ ଗାନ୍ଧି ବଡ଼ ଅଭିଯୋଗ ଆଣିଛନ୍ତି। ଆଉ ବିଦ୍ୟୁତ…

କ୍ୟାପିଟାଲ ହସ୍ପିଟାଲ ଲ୍ୟାବରୁ ୬୦ ଲକ୍ଷ ଟଙ୍କାର ଟେକ୍ନିକାଲ ସାମଗ୍ରୀ ଚୋରି

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲ ଲ୍ୟାବରୁ ଟେକ୍ନିକାଲ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ଆସିଛି। ପାଖାପାଖି ୬୦ ଲକ୍ଷରୁ ଅଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା କୁହାଯାଉଛି। ଚୋରି ବେଳେ ସିଟିଟିଭିରେ କଏଦ ହୋଇଛି ଦୃଶ୍ୟ। ଏଠାରେ ସୁଇପର ଏବଂ ସିକ୍ୟୁରିଟି ଗାର୍ଡଙ୍କ…

କୋଟିପତି ଜେଇଙ୍କ ମାଳ ମାଳ ଘର ଓ ଫ୍ଲାଟ

ଅନୁଗୁଳ: କୋଟିପତି ଜେଇଙ୍କ ମାଳ ମାଳ ଘର ଓ ଫ୍ଲାଟ। ଅନୁଗୁଳ ଜିଲ୍ଲା ପାଲଲହଡା ବିଇଓ ଅଫିସ ଟେକ୍ନିକାଲ କନସଲଟାଣ୍ଟଙ୍କ ଘରେ ରେଡ୍ । ସମଗ୍ର ଶିକ୍ଷା ଅଭିଯାନରେ ପାଲଲହଡ଼ା ବିଇଓଙ୍କ କାର୍ଯ୍ୟାଳୟରେ ଟେକ୍ନିକାଲ କନସଲଟାଣ୍ଟ ଭାବେ କାର୍ଯ୍ୟରତ ପ୍ରସନ୍ନ ପାଣିଙ୍କ…

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଗଜପତିଙ୍କୁ ଭେଟିଲେ ବିଜେପି ପ୍ରତିନିଧି ମଣ୍ଡଳୀ

ରତ୍ନଭଣ୍ଡାରକୁ ନେଇ ତେଜିଲା ରାଜନୀତି । ଗଜପତିଙ୍କୁ ଭେଟି ରତ୍ନଭଣ୍ଡାର ଖୋଲିବା ପାଇଁ ଦାବି ଜଣାଇଲା ବିଜେପି । ଆଜି ଗଜପତି ଦିବ୍ୟ ସିଂହ ଦେବଙ୍କୁ ଭେଟିଥିଲେ ବିଜେପି ପ୍ରତିନିଧି ମଣ୍ଡଳୀ । ଗଜପତିଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖି, ବିଜେପି…

ନେତାନ୍ୟାହୁଙ୍କୁ‌ ଭେଟିଲେ ବାଇଡେନ

ଇସ୍ରାଏଲ ଓ ହମାସ ମଧ୍ୟରେ ଚାଲିଥିବା ଘମାଘୋଟ ଯୁଦ୍ଧ ମଧ୍ୟରେ ଆଜି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ତେଲ ଅଭିଭରେ ପହଞ୍ଚିଛନ୍ତି। ତାଙ୍କୁ ଏୟାରପୋର୍ଟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ୱାଗତ କରିବା ସହ ଯୁଦ୍ଧ ସମ୍ପର୍କରେ ବିସ୍ତୃତ ତଥ୍ୟ ଦେଇଥିଲେ।…