Month: October 2023

ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ବିଜେତା କିଶୋର ଜେନାଙ୍କୁ ଦେଢ଼ କୋଟିର ଚେକ୍ ସହ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନିକଟରେ ଚୀନର ହାଙ୍ଗଝୌ ଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍ ତାରକା କିଶୋର କୁମାର…

ଭିଏତନାମରେ ଉଦଘାଟନ ହେଲା ଜାତିର ପିତା ମାହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି

ହାନୋଇ : ବର୍ହିବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଭିଏତନାମର ହୋ ଚି ମିନହରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉଦଘାଟନ ସମାରୋହରେ ସାମିଲ ହୋଇଛନ୍ତି।ଏହି କାର୍ଯ୍ୟକ୍ରମରେ ସମ୍ବୋଧିତ କରି ଜୟଶଙ୍କର କହିଛନ୍ତି, ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିର ଉଦଘାଟନ ଏକ ଗୁରୁତ୍ୱପୂର୍ଣ୍ଣ…

ଭୁବନେଶ୍ୱର କୋର୍ଟ କ୍ୟାମ୍ପସରୁ ଚମ୍ପଟ ମାରିଲା କଏଦୀ

ଭୁବନେଶ୍ବର : ପୁଲିସ୍‌କୁ ଚକ୍‌ମା ଦେଇ ଭୁବନେଶ୍ୱର କୋର୍ଟ କ୍ୟାମ୍ପସରୁ ଚମ୍ପଟ ମାରିଲା ବିଚାରାଧୀନ କଏଦୀ। ଚୋରି ମାମଲାରେ ଗିରଫ ହୋଇଥିଲା। ପରିସ୍ରା ଯିବ ବୋଲି କହି ଚମ୍ପଟ ମାରିଥିବା ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା କଏଦୀକୁ ଧରିବାରେ ସଫଳ ହୋଇନାହିଁ କମିଶରେଟ୍‌…

ଚାଲିଗଲା ପୁଅର ଜୀବନ, ମାଆ ଗୁରୁତର

ଭୁବନେଶ୍ବର: ୫୭ ନମ୍ବର ଜାତୀୟ ରାଜପଥ ଖୋର୍ଦ୍ଧାର ଭାଲିଆବାଡ଼ି ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଟ୍ୟାଙ୍କର ଓ ସ୍କୁଟି ମଧ୍ୟରେ ଧକ୍କା ହେବା ଫଳରେ ଜଣେ ୫ ବର୍ଷୀୟ ନାବାଳକର ମୃତ୍ୟୁ ହୋଇଥିବା ବେଳେ ତାଙ୍କ ମା’…

ଷୋଳପୂଜା କରିବାକୁ ଘରୁ ବାହାରିଥିଲେ ପୁରୋହିତ, ସକାଳୁ ଦୁର୍ଘଟଣାଗ୍ରସ୍ତ କାର୍‌ରୁ ମିଳିଲା ମୃତଦେହ

ପୁରୀ : ପୁରୀ ଜିଲ୍ଲା କଣାସ ଥାନା ଅନ୍ତର୍ଗତ ବେଣାଗାଁ ଛକ ନିକଟ କଟକଣା ରାସ୍ତାକଡ଼ ନୟନଯୋରୀରେ ଏକ କାର ପଡ଼ିଯିବାରୁ ଜଣେ ପୁରୋହିତଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ ପୁରୁଷୋତ୍ତମ ତ୍ରିପାଠୀ (୩୮)। ତାଙ୍କ ଘର ରାମଚନ୍ଦ୍ରପୁରର ପାଟଳି ଗାଁରେ।…

କଳାହାଣ୍ଡିରେ ଗଡ଼ିବ ୬୩ଟି ଲକ୍ଷ୍ମୀ ବସ୍‌ : ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିବେ

ଭବାନୀପାଟଣା : କଳାହାଣ୍ଡି ଜିଲାର ୧୩ଟି ବ୍ଲକରେ ଗଡିବ ରାଜ୍ୟ ସରକାରଙ୍କ ୬୩ଟି ଲକ୍ଷ୍ମୀ ବସ୍‌। ଆସନ୍ତା ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ। ପରେ ଜିଲାରେ ଗଡ଼ିବ ଲକ୍ଷ୍ମୀ ବସ୍‌। ମାସ ଶେଷ ସପ୍ତାହରେ ବସ୍‌ଗୁଡିକ…

୨୦ ଅକ୍ଟୋବରରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ସଂପ୍ରତି ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଓ ତା’ର ପାଶ୍ୱର୍ତ୍ତୀ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଧୀରେ ଧୀରେ ଉତ୍ତର ଉତ୍ତର- ପଶ୍ଚିମ ଦିଗରେ ଗତି କରିବ। ଏବଂ ଏହାର ପ୍ରଭାବରେ ୨୦ ଅକ୍ଟୋବର ବେଳକୁ କେନ୍ଦ୍ରୀୟ…

ମହିଳା କର୍ପୋରେଟରଙ୍କୁ ପିଟିଲେ ଠିକାଦାର

ବ୍ରହ୍ମପୁର : ବ୍ରହ୍ମପୁର ମହାନଗର ନିଗମର ୩୭ ନମ୍ବର ୱାର୍ଡର ବିଜେପି ମହିଳା କର୍ପୋରେଟର ବନିତା ସାହୁଙ୍କୁ ଜଣେ ଠିକାଦାର ମାଡ଼ ମାରିଥିବା ଅଭିଯୋଗ ହୋଇଛି। ବ୍ରହ୍ମପୁର ମେୟର ଓ କମିଶନରଙ୍କ ଉପସ୍ଥିତିରେ ଠିକାଦାର ଜଣଙ୍କ ତାଙ୍କୁ ଆକ୍ରମଣ କରିଥିବା ବେଳେ…

ଲୁଟ୍‌ ଟଙ୍କାକୁ କ୍ଲବ୍‌ରେ ଉଡ଼ାଉଥିଲେ କ୍ରାଇମ୍‌ କୁଇନ୍‌ ମୁସ୍କାନ

ଭୁବନେଶ୍ୱର : ରୂପ ଦେଖାଇ ଟ୍ରେନ୍‌ ଯାତ୍ରୀ ଓ ଯବାନଙ୍କୁ ଫସାଇ ନିଶା ଦେଇ ଲୁଟ୍‌ ଘଟଣାରେ ଗିରଫ ହୋଇଥିବା କ୍ରାଇମ୍‌ କୁଇନ୍‌ ମୁସ୍କାନ ଓରଫ ସାରିଫ ଖାନ୍‌ଙ୍କ ସହ ୩ ସହଯୋଗୀ ଏବେ ଜେଲ୍‌ରେ ଅଛନ୍ତି। ମୁସ୍କାନ ଓ ତାଙ୍କ…

ଚିଲିକାରେ ଚାଲିବ ସୌରଚାଳିତ ବୋଟ୍‌

ଭୁବନେଶ୍ୱର : ଚିଲିକାରେ ଚାଲିବ ସୌରଚାଳିତ ବା ବ୍ୟାଟେରିଚାଳିତ ବୋଟ୍‌। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଚିଲିକାରେ ପ୍ରଦୂଷଣ କମାଇବା ଏବଂ କାର୍ବନ ନିର୍ଗମନ ମାତ୍ରାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ଦୀର୍ଘଦିନର ପ୍ରସ୍ତାବିତ ପଦକ୍ଷେପ…