Month: October 2023

୨୯ରୁ ଭୁବନେଶ୍ୱରରୁ ଗୌହାଟୀକୁ ପ୍ରତିଦିନ ଉଡ଼ିବ ବିମାନ

ଭୁବନେଶ୍ବର : ନର୍ଥ ଇଷ୍ଟ ସହ ଆକାଶ ମାର୍ଗରେ ଯୋଡ଼ିହେବ ଓଡ଼ିଶା । କମିବ ଉତ୍ତର ପୂର୍ବାଞ୍ଚଳ ରାଜ୍ୟକୁ ଯାତାୟାତ ସମୟ। ୨୧ତମ ସ୍ଥାନ ଭାବେ ଭୁବନେଶ୍ଵରରୁ ଆସାମର ଗୌହାଟୀକୁ ଉଡ଼ିବ ବିମାନ । ଅକ୍ଟୋବର ୨୯ରୁ ପ୍ରତିଦିନ ଭୁବନେଶ୍ଵର-ଗୌହାଟୀ ମଧ୍ୟରେ…

ଡିସେମ୍ବର ପହିଲାରୁ ୧୨ ଦିନିଆ ନ୍ୟାସନାଲ ରୋଡ଼ ସେପ୍ଟି ସର୍ଟ ଫିଲ୍ମ ଫେଷ୍ଟିଭାଲ

ଭୁବନେଶ୍ବର: ସଡ଼କ ଦୁର୍ଘଟଣାକୁ ନେଇ ସଚେତନତା କରାଯାଉଥିବା କାର୍ଯ୍ୟକ୍ରମ ଭିତରେ ଦ୍ୱିତୀୟ ଥର ପାଇଁ ଆୟୋଜିତ ହେବାକୁ ଯାଉଛି ନ୍ୟାସନାଲ ରୋଡ଼ ସେପ୍ଟି ସର୍ଟ ଫିଲ୍ମ ଫେଷ୍ଟିଭାଲ। ଡ଼ିସେମ୍ବର ୧ ତାରିଖ ଠାରୁ ଏହା ଆରମ୍ଭ ବେ। ଦୀର୍ଘ ୧୨ ଦିନ…

ବିବାହ ବିଚ୍ଛେଦ ମାମଲା; ଅନୁଭବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ପରେ ବର୍ଷାଙ୍କୁ ନୋଟିସ୍‌

କଟକ : ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲାରେ ଆଜି ବର୍ଷାଙ୍କୁ ନୋଟିସ୍‌ କରିଛନ୍ତି ହାଇକୋର୍ଟ। ସ୍ୱାମୀ ଅନୁଭବଙ୍କ ଆବେଦନ ଅନୁସାରେ ପତ୍ନୀ ବର୍ଷାଙ୍କୁ ନୋଟିସ୍‌ ହୋଇଛି । ଅର୍ଥାତ ଏହି ମାମଲାକୁ ବିଚାର ପାଇଁ ଗ୍ରହଣ କରିଛନ୍ତି ହାଇକୋର୍ଟ। ପୂର୍ବରୁ ଫ୍ୟାମିଲି…

‘ମୁକ୍ତା’ ଯୋଜନାରେ ୧୬୧ଟି କାର୍ଯ୍ୟାଦେଶ ବଣ୍ଟନ

ରାଉରକେଲା: ସହରାଞ୍ଚଳ ରୂପାନ୍ତରଣ ସହ ଶ୍ରମିକ ମାନଙ୍କ ଶ୍ରମ ନିଯୁକ୍ତି ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ (ମୁକ୍ତା) ଯୋଜନା କାର୍ଯ୍ୟକାରୀ ହେଉଛି। ଏହି କ୍ରମରେ ମୁକ୍ତା ଯୋଜନାରେ ଆଜି ୧୬୧ଟି ପ୍ରକଳ୍ପ ପାଇଁ…

ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ବଦଳିଲେ ୧୬୦ଜଣ ଅତିରିକ୍ତ ତହସିଲଦାର

ଭୁବନେଶ୍ବର : ଜାତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ୧୬୦ଜଣ ଅତିରିକ୍ତ ତହସିଲଦାରଙ୍କ ବଦଳି କରିଛନ୍ତି । ନିର୍ବାଚନ କମିଶନଙ୍କ ଦ୍ୱାରା ଜାରି ବଦଳି ଓ ନିଯୁକ୍ତି ନୀତି ଆଧାରରେ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ…

ଭୂମିକମ୍ପରେ ଦୋହଲିଲା ଉତ୍ତରାଖଣ୍ଡ, ତୀବ୍ରତା ୪ ରେକର୍ଡ

ଭାରତର ବିଭିନ୍ନ ସ୍ଥାନରେ ଲଗାତର ଭାବରେ ଭୂକମ୍ପ ହେଉଛି। ସୋମବାର ସକାଳୁ ଉତ୍ତରାଖଣ୍ଡର ପିଥୋରାଗଡରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ପିଥୋରଗଡ ଠାରୁ ୪୮ କିଲୋମିଟର ଦୂର ଉତ୍ତର-ପୁର୍ବରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୪…

ଆମେରିକାରେ ହେଟ୍‌ କ୍ରାଇମ୍‌; ୬ ବର୍ଷର ଶିଶୁକୁ ୨୬ ଥର ଛୁରା ମାଡ଼

ଇସ୍ରାଏଲ- ହମାସ ମଧ୍ୟରେ ଚାଲିଥିବା ଘମାଘୋଟ ଲଢ଼େଇର ପ୍ରଭାବ ଦେଖିବାକୁ ମିଳିଛି ସୁଦୂର ଆମେରିକାରେ । ଏଥିଯୋଗୁ ଆମେରିକାରେ ହେଟ୍‌ କ୍ରାଇମ ଦେଖିବାକୁ ମିଳିଥିବା ବେଳେ ଏହାର ଶିକାର ହୋଇଛନ୍ତି ଏକ ୬ ବର୍ଷୀୟ ନିଷ୍ପାପ ଶିଶୁ ଓ ତାଙ୍କ ମା’…

ରାଜ୍ୟର ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରହେଲା ନିୟମିତ, ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ନିୟମିତ ଅଙ୍ଗନବାଡି କେନ୍ଦ୍ର ହେଲା ରାଜ୍ୟର ସମସ୍ତ ମିନି ଅଙ୍ଗନବାଡି କେନ୍ଦ୍ର। ରାଜ୍ୟର ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାଦ୍ବାରା…

ମିଳିଲା ନଗଦ ୯୪ କୋଟି ଟଙ୍କା, ୮ କୋଟିର ହୀରା ଓ ୩୦ ଦାମୀ ଘଣ୍ଟା

ଆୟକର ବିଭାଗ କରିଥିବା ରେଡ୍‌ ବେଳେ ଆଖି ଖୋସି ହୋଇଗଲା ଭଳି ଧନସମ୍ପତି ମିଳିଛି। ରେଡ ବେଳେ ନଗଦ ୯୪ କୋଟି ଟଙ୍କା, ୮ କୋଟିର ହୀରା ଅଳଙ୍କାର ଓ ୩୦ଟି ବିଦେଶୀ କମ୍ପାନୀର ଦାମୀ ଘଣ୍ଟା ଆୟକର ବିଭାଗ ଜବତ…

ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ କାହିଁକି ଗଠନ ହୋଇନି କମିଟି-ରତ୍ନଭଣ୍ଡାର ପ୍ରସଙ୍ଗରେ ସରକାରଙ୍କୁ ଘେରିଲା ବିଜେପି

ଭୁବନେଶ୍ୱର:ତାତିଲା ରତ୍ନଭଣ୍ଡାର ରାଜନୀତି । ରତ୍ନଭଣ୍ଡାର ଖୋଲିବା ଓ ମରାମତି ନେଇ ସରକାରଙ୍କୁ ଘେରିଛନ୍ତି ବିରୋଧୀ । କଂଗ୍ରେସ ପକ୍ଷରୁ ଏ ନେଇ ଆଜି ପୁରୀରେ ବିରାଟ ବିକ୍ଷୋଭ ଶୋଭାଯାତ୍ରା କରାଯାଇଥିବାବେଳେ ବିଜେପି ମଧ୍ୟ ସରକାରଙ୍କୁ କଡା ସମାଲୋଚନା କରିଛି ।…