Month: October 2023

୫୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ଗିରଫ

କେନ୍ଦୁଝର : କ୍ରାଇମବ୍ରାଞ୍ଚ STF କବ୍ଜାରେ ବ୍ରାଉନସୁଗର ବେପାରୀ । ମୟୁରଭଞ୍ଜରୁ ବ୍ରାଉନସୁଗାର ଆଣି କେନ୍ଦୁଝରକୁ ଫେରୁଥିଲା ବ୍ରାଉନସୁଗାର ବେପାରୀ ଦେବାନନ୍ଦ ସାମଲ । ସିଲୁଆଁ ଛକ ନିକଟରେ ମାଡ଼ି ବସିଲା STF । ଦେବାନନ୍ଦ ଆନନ୍ଦପୁର ଅଞ୍ଚଳର । ତା’…

ନେତାନ୍ୟାହୁଙ୍କୁ ଜୋରଦାର ବିରୋଧ, ଇସ୍ତଫା ଦାବି

ଇସ୍ରାଏଲ ଓ ହମାସ ମଧ୍ୟରେ ଜାରି ରହିଛି ଯୁଦ୍ଧ। ହମାସ ଆତଙ୍କବାଦୀମାନେ ଅତି ନୃଶଂସ ଭାବେ ଇସ୍ରାଏଲ ଉପରେ ଆକ୍ରମଣ କରିଚାଲିଛନ୍ତି। ଇସ୍ରାଏଲ ମଧ୍ୟ ଏହାର ମୁହଁତୋଡ ଜବାବ ଦେଉଛି। ଏହି ଯୁଦ୍ଧ ଯୋଗୁ ଇସ୍ରାଏଲରେ ବର୍ତ୍ତମାନ ସୁଦ୍ଧା ୧୫୦୦ରୁ ଅଧିକ…

ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସହ ବିଭିନ୍ନ ମହଲରୁ ଶୁଭେଚ୍ଛା

ଭୁବନେଶ୍ୱର : ୭୮ ବର୍ଷ ବୟସରେ ପଦାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ବିଭିନ୍ନ ମହଲରୁ ନବୀନଙ୍କ ପ୍ରତି ଶୁଭେଚ୍ଛାର ସୁଅ ଛୁଟିଛି । ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ । ନବୀନଙ୍କ ଦୀର୍ଘ ଓ ସୁସ୍ଥ…

ମଧ୍ୟପ୍ରଦେଶ ରାଜନୀତି ସରଗରମ; ଦିଗବିଜୟ ସିଂଙ୍କ ଇସ୍ତଫା ପତ୍ର ଭାଇରାଲ

ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବା ପରଠୁ ଦେଖାଦେଲାଣି ରାଜନୈତକ ହଟଚମଟ । ଟିକେଟ ନ ମିଳିବାରୁ କିଏ ନିଜ ପାର୍ଟି ବିରୋଧରେ ପାଟି ଫିଟାଇଲାଣି ତ କିଏ ଦଳ ବଦଳ କଲାଣି। ଏପରି ସମୟରେ ଗତକାଲି ମଧ୍ୟପ୍ରଦେଶ ରାଜନୀତି…

ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ

ପିପିଲି: ପିପିଲିର ପୂର୍ବତନ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ଯୁଧିଷ୍ଠିର ସାମନ୍ତରାୟ ଆଉ ନାହାନ୍ତି । ଏହି ଦୁଃଖଦ ସୂଚନା ଦେଇଛନ୍ତି ତାଙ୍କର ପୁଅ ପ୍ରିୟବ୍ରତ ସାମନ୍ତରାୟ । ଯୁଧିଷ୍ଠିର ଗତ କିଛି ମାସ ହେବ ଅସୁସ୍ଥ ଥିଲେ ।…

୧୯୯ ଜଣଙ୍କୁ ପଣବନ୍ଦୀ କରି ରଖିଛି ହମାସ

ଇସ୍ରାଏଲ ସହ ଲଢ଼େଇ କରୁଥିବା ପାଲେଷ୍ଟାଇନର ଆତଙ୍କବାଦୀ ସଂଗଠନ ହମାସ ୧୯୯ ଜଣ ନୀରିହ ଲୋକଙ୍କୁ ପଣବନ୍ଦୀ କରି ରଖିଛି। ଗାଜା ଷ୍ଟ୍ରିପ୍‌ ଦେଇ ଇସ୍ରାଏଲରେ ପଶିବା ପରେ ହମାସ ଆତଙ୍କବାଦୀମାନେ ସାଧାରଣ ଲୋକଙ୍କୁ ହତ୍ୟା କରିଥିଲେ। ଏହାପରେ ସୀମାନ୍ତ ଅଞ୍ଚଳରେ…

ଲାଞ୍ଚ ଟଙ୍କାରେ ୮୦ ଲକ୍ଷରେ ଫ୍ଲାଟ କିଣି ମାଙ୍କୁ ଉପହାର ଦେଇଥିଲେ ଡାକ୍ତର

ଭୁବନେଶ୍ବର: ଜାହାଜ କର୍ମଚାରୀଙ୍କ ଠାରୁ ଲାଞ୍ଚ ନେବା ମାମଲାରେ ସିବିଆଇ ହାତରେ ଗିରଫ ହୋଇଥିବା ବନ୍ଦର ସ୍ବାସ୍ଥ୍ୟ ସଂଗଠନ(ପିଏଚଓ)ର ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀଙ୍କର ସୋମବାର ଦ୍ବିତୀୟ ପର୍ଯ୍ୟାୟ ରିମାଣ୍ଡ ଅବଧି ଶେଷ ହୋଇଛି । ତାଙ୍କୁ ସ୍ବତନ୍ତ୍ର…

ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ଘଟଣା: ହୋଟେଲ ‘ଅନୁରାଗ’ର ମ୍ୟାନେଜରଙ୍କୁ ଜେରା

ରାଉରକେଲା: ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ଘଟଣାରେ ହୋଟେଲ ‘ଅନୁରାଗ’ର ମ୍ୟାନେଜର ଦିନେଶ ରାଏଙ୍କୁ ଜେରା କରାଯାଇଛି। ଏଚଆରପିସି ଡିଏସପି ବନିତା ମାଝୀ ଦିନେଶ ରାଏଙ୍କୁ ଜେରା କରିଛନ୍ତି। ଦିନେଶ ରାଏଙ୍କର ୧୬୧ ବୟାନ ରେକର୍ଡ ସହ ଅଡିଓ ଭିଡିଓ…

ବଦଳିଲା ବାଇଡେନଙ୍କ ଆଭିମୁଖ୍ୟ, ‘ଗାଜା ଉପରେ କବଜା ଇସ୍ରାଏଲର ବଡ ଭୁଲ୍ ହେବ’

ଇସ୍ରାଏଲ-ପାଲେଷ୍ଟାଇନ ଯୁଦ୍ଧକୁ ନେଇ ବଦଳିଲା ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଆଭିମୁଖ୍ୟ। ହମାସ ବିପକ୍ଷରେ ଏହି ଲଢେଇରେ ଇସ୍ରାଏଲକୁ ପୂର୍ଣ୍ଣ ସମର୍ଥନ କରୁଥିଲେ ବି ଏକ ଭିନ୍ନ ଆଭିମୁଖ୍ୟ ପୋଷଣ କରିଛନ୍ତି ବାଇଡେନ। ଇସ୍ରାଏଲ ଗାଜାକୁ ପୁଣି ଥରେ କବଜା କରିବା…

କଂଗ୍ରେସ ଭବନରେ ଏକାଠି ହେଲେ ୧୬ ରାଜନୈତିକ ଦଳ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପୂର୍ବରୁ ଇଣ୍ଡିଆ ମେଣ୍ଟର ବୈଠକ । କଂଗ୍ରେସ ଭବନରେ ଏକାଠି ହେଲେ ୧୬ ରାଜନୈତିକ ଦଳ । ଓଡ଼ିଶା ପାଇଁ ଇଣ୍ଡିଆ ମେଣ୍ଟର ରଣନୀତି ପ୍ରସ୍ତୁତ । ନିଜ ସପକ୍ଷରେ ଜନମତ ସଂଗ୍ରହ ପାଇଁ ରାଜ୍ୟରେ ଇଣ୍ଡିଆ…