Month: October 2023

ଟଙ୍କା ନେଇ ସଂସଦରେ ପ୍ରଶ୍ନ ପଚାରନ୍ତି ମହୁଆ, ଟିଏମସି ସାଂସଦଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ବିଜେପି ସାଂସଦ

ନୂଆଦିଲ୍ଲୀ: ଆପଣ ଅନେକ ସମୟରେ ଲୋକସଭା ଓ ରାଜ୍ୟସଭାରେ ସାଂସଦମାନେ ବିଭିନ୍ନ ପ୍ରସଙ୍ଗରେ ପ୍ରଶ୍ନ ପଚାରୁଥିବାର ଦେଖିଥିବେ | ସାଂସଦଙ୍କ ପ୍ରଶ୍ନର ଉତ୍ତର ଉକ୍ତ ମନ୍ତ୍ରାଳୟର ମନ୍ତ୍ରୀ ଦେଇଥାନ୍ତି | ତେବେ ସାଂସଦଙ୍କ ଏଭଳି ପ୍ରଶ୍ନକାଳକୁ ନେଇ ଏକ ସଂଗୀନ ଅଭିଯୋଗ…

ଅନନ୍ତ କିଶୋର ବେହେରାଙ୍କୁ ଏଜି ଅଫିସରେ ଶେଷ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଆକାଉଣ୍ଟ ଜେନେରାଲ ପ୍ରିନସିପାଲ ଅନନ୍ତ କିଶୋର ବେହେରାଙ୍କୁ ଏଜି ଅଫିସରେ ଶେଷ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଭାରତୀୟ ଅଡିଟ ଓ ଆକାଉଣ୍ଟସ ସେବାର ବରିଷ୍ଠ ଅଧିକାରୀ ତଥା ଓଡ଼ିଶାର ପ୍ରଧାନ ମହାଲେଖାକାର (ଲେଖା ଓ ହକଦାରୀ ) ଅନନ୍ତ କିଶୋର ବେହେରାଙ୍କର…

ହମାସର ଟପ୍‌ କମାଣ୍ଡର ବିଲାଲ ଅଲ କଦରାକୁ ହତ୍ୟା କଲା ଇସ୍ରାଏଲ

ଟଳିଲା ହମାସର ଆଉ ଏକ ଟପ୍‌ କମାଣ୍ଡର। ବିଲାଲ ଅଲ କଦରାକୁ ହତ୍ୟା କରିଛି ଇସ୍ରାଏଲ ସେନା। ଶନିବାର ରାତିରେ ଏୟାର୍‌ ଷ୍ଟ୍ରାଇକ୍ କରି ହମାସର ଏହି ଟପ୍‌ କମାଣ୍ଡରକୁ ହତ୍ୟା କରାଯାଇଥିବା ଇସ୍ରାଲ ସେନା ଦାବି କରିଛି। ଇସ୍ରାଏଲ୍‌ ବାୟୁସେନାର…

ଖୁଚୁରା ବ୍ୟବସାୟୀମାନଙ୍କୁ ମିଳିବ ସୁପର ପାୱାର ରିଟେଲର ମାନ୍ୟତା

ଭୁବନେଶ୍ୱର: ପାର୍ବଣ ଋତୁର ଶୁଭ ଅବସରରେ ଭୁବନେଶ୍ୱର ଠାରେ ଦକ୍ଷତା ବିକାଶ ମନ୍ତ୍ରାଳୟ ଅଧିନରେ କୋକା-କୋଲା ଇଣ୍ଡିଆ ଓ ଜାତୀୟ ଦକ୍ଷତା ବିକାଶ ନିଗମର ମିଳିତ ସହଯୋଗରେ ଖୁଚୁରା ବ୍ୟବସାୟୀ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସୋଆ ବିଶ୍ୱବିଦ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ…

‘ଗାଜାରେ ସ୍ଥଳ, ଜଳ ଓ ବାୟୁ ଭାଗରୁ ଆକ୍ରମଣ କରିବ ଇସ୍ରାଏଲ’

ହମାସର ଅତର୍କିତ ଆକ୍ରମଣ ପରେ ପ୍ରତିକ୍ରିୟାଶୀଳ ହୋଇପଡିଛି ଇସ୍ରାଏଲ। ହମାସଙ୍କ ଦାବିକୁ ମାନିବା ତ’ ଦୂରର କଥା ସେମାନଙ୍କୁ ଧ୍ୱଂସ କରିବାକୁ ଏକ ପ୍ରକାର ପଣ କରିନେଇଛନ୍ତି ଇସ୍ରାଏଲ ସେନା। ହମାସ ଶିବିରରେ ପଶି ଆକ୍ରମଣ କରିବା ସହ ଏହି ସଂଗଠନକୁ…

ସାଂସଦ ଅପରାଜିତାଙ୍କ ନେତୃତ୍ୱରେ ବିଶାଳ ଜନ ଆନ୍ଦୋଳନ

ଭୁବନେଶ୍ୱର: ପୁଣି ତେଜିଲା ଡେରାସ ଜମି ଦୁର୍ନୀତି ବିରୋଧରେ ଜନ ଆନ୍ଦୋଳନ। ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଏକାଠି ହୋଇଛନ୍ତି ସ୍ଥାନୀୟ ଅଞ୍ଚଳର ହଜାର ହଜାର ଲୋକ। ଭୁବନେଶ୍ୱର ଉପକଣ୍ଠ ଡେରାସରେ ଚାଲିଛି ବିଶାଳ ଜନ ଆନ୍ଦୋଳନ। ଡେରାସ ଚାଷୀଙ୍କ ଜମି…

ଚାଷ ଜମିକୁ ଯାଉଥିବାବେଳେ ଦଳିଦେଲା ଦନ୍ତା

ଢେଙ୍କାନାଳ: ଥମୁନି ହାତୀ ଆତଙ୍କ । ଦିନକୁ ଦିନ ହାତୀଙ୍କ ଦୌରାତ୍ମ ବଢିବାରେ ଲାଗିଛି । ହାତୀ ମଣିଷ ଲଢେଇ ମଧ୍ୟରେ କେତେବେଳ ହାତୀର ଜୀବନ ଯାଉଛି ତ କେତେବେଳେ ମଣିଷ ଜୀବନ ହରାଉଛି । ଏମିତି କିଛି ଅଭାବନୀୟ ଘଟଣା…

ଇସ୍ରାଏଲ ସେନାକୁ ଭେଟିଲେ ନେତାନ୍ୟାହୁ

ଇସ୍ରାଏଲ ଓ ହମାସ ଆତଙ୍କବାଦୀଙ୍କ ମଧ୍ୟରେ ଜାରି ରହିଛି ଯୁଦ୍ଧ। ଏହାରି ଭିତରେ ଗାଜା ସୀମାବର୍ତ୍ତୀ ଅଞ୍ଚଳକୁ ଗସ୍ତ କରିଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ। ଏହି ଅବସରରେ ସେ ଗାଜାରେ ମୁତୟନ ଥିବା ଇସ୍ରାଏଲ ଡିଫେନ୍ସ ଫୋର୍ସର ସୈନିକଙ୍କ ସହ…

ପୁଣି ଥରିଲା ଆଫଗାନିସ୍ତାନ, ତୀବ୍ରତା ୬.୫ ରେକର୍ଡ

ପୁଣି ଭୂମିକମ୍ପରେ ଥରିଲା ଆଫଗାନିସ୍ତାନ। ଆଜି ସକାଳୁ ଆଫଗାନିସ୍ତାନର ପଶ୍ଚିମ ଅଞ୍ଚଳରେ ତୀବ୍ର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୫ ରେକର୍ଡ କରାଯାଇଛି। ଇଏମ୍‌ଏସ୍‌ସି ଅନୁଯାୟୀ ଭୂମିକମ୍ପର କେନ୍ଦ୍ରସ୍ଥଳର ୧୦ କିଲୋମିଟର ଗଭୀରତାରେ ଥିବା କୁହାଯାଇଛି।…

କୋରାପୁଟରେ ପୁଣି ବ୍ୟାପିଲା ଝାଡ଼ାବାନ୍ତି: ଜଣଙ୍କର ମୃତ୍ୟୁ

କୋରାପୁଟ: ଗତ କିଛିଦିନର ବ୍ୟବଧାନ ପରେ ପୁଣି କୋରାପୁଟ ଜିଲ୍ଲାରେ ଆତଙ୍କ ଖେଳାଇଲାଣି ଝାଡାବାନ୍ତି । ଜିଲ୍ଲାର ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପିଣ୍ଡା ପଦର ପଞ୍ଚାୟତ ଅଧୀନସ୍ଥ ଦେଓ ଖଡକ ଗାଁରେ ଝାଡ଼ାବାନ୍ତିରେ ଜଣଙ୍କର ମୃତ୍ୟୁ ଓ ୪ ଆକ୍ରାନ୍ତ ହୋଇଥିବା…