Month: October 2023

ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଜେଡି ବିଧାୟକ ପ୍ରତାପ ଜେନାଙ୍କୁ କୋର୍ଟଙ୍କ ସମନ

କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ସାଲେପୁର ଜେଏମ୍ଏଫ୍ସି କୋର୍ଟର ସମନ୍କୁ ଏକ ସ୍ୱତନ୍ତ୍ର ମେସେଞ୍ଜର ଶନିବାର ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତାଙ୍କ ସରକାରୀ ବାସଭବନରେ ପ୍ରଦାନ କରିଛନ୍ତି। ଏହି ହତ୍ୟାକାଣ୍ଡରେ ଅଭିଯୁକ୍ତ ଭାବେ ପ୍ରତାପ…

ଶିଖରଚଣ୍ଡୀ ପାହାଡ଼ରେ ଜବରଦଖଲ ହୋଇଥିବା ଆଶ୍ରମର ଉଚ୍ଛେଦ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠରେ ଥିବା ପାହାଡ଼ ଓ ଏହାର ପରିଧିକୁ ଏକ ପର୍ଯ୍ଯଟନସ୍ଥଳୀରେ ପରିଣତ କରିବା ଯୋଜନାର ଅଂଶବିଶେଷ ସ୍ୱରୂପ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଶନିବାର ଶିଖରଚଣ୍ଡୀଠାରେ ଥିବା ଏକ ସରକାରୀ ପ୍ଲଟ ଉପରେ ହୋଇଥିବା ବେଆଇନ ଜବରଦଖଲକୁ ଉଚ୍ଛେଦ…

ଭାରତର ଦମଦାର୍ ବିଜୟ, ପାକିସ୍ତାନ ୭ ଓ୍ବିକେଟରେ ପରାସ୍ତ

ଅହମଦାବାଦ : ଆଇସିସି ବିଶ୍ବକପର ସବୁଠାରୁ ହାଇପ୍ରୋଫାଇଲ୍ ମ୍ୟାଚରେ ପାକିସ୍ତାନକୁ ୭ ଓ୍ବିକେଟରେ ପରାସ୍ତ କରିଛି ଟିମ ଇଣ୍ଡିଆ । ଏହା ସହିତ ବିଶ୍ବକପରେ ପାକିସ୍ତାନ ବିରୋଧରେ ଭାରତର ଅଜେୟ ରେକର୍ଡ ବଜାୟ ରହିଛି । ଦିନିକିଆ ବିଶ୍ବକପରେ ଭାରତ ଓ…

ପିଲାକୁ ପାଣି ଦେଇ ‘ବିସ୍‌ମିଲ୍ଲା’ କହ ବୋଲି କହିଲେ ରାଇଫଲ୍‌ଧାରୀ ହମାସ୍‌ ଆତଙ୍କବାଦୀ

ନୂଆଦିଲ୍ଲୀ: ଇସ୍ରାଏଲ୍‌ ଉପରେ ଅତର୍କିତ ଆକ୍ରମଣ କରିଥିବା ହମାସ୍‌ ଆତଙ୍କବାଦୀମାନେ ଶିଶୁମାନଙ୍କର କିଭଳି ଭଲ ଦେଖାଶୁଣା କରୁଛନ୍ତି ତା’ର ଗୋଟାଏ ପ୍ରଚାର ଭିଡିଓ ସେମାନେ ‌‘ଟେଲିଗ୍ରାମ୍‌’ ଚାନେଲ୍‌ରେ ରିଲିଜ୍‌ କରିଛନ୍ତି। ଭିଡିଓରେ ଦେଖାଯାଉଛି ‘ପ୍ରାମ୍‌’ରେ (କଅଁଳାପିଲାଙ୍କୁ ନେବା ପାଇଁ ଠେଲାଗାଡ଼ି) ଗୋଟାଏ…

ବିମାନ ଆକ୍ରମଣରେ ହମାସ୍‌ ବାୟୁସେନା ମୁଖ୍ୟ ନିହତ: ଇସ୍ରାଏଲ୍‌ ବାୟୁସେନା

ତେଲ୍‌ ଅଭିଭ୍‌: ଗତରାତିରେ କରାଯାଇଥିବା ବିମାନ ଆକ୍ରମଣରେ ହମାସ୍‌ ବାୟୁସେନା ମୁଖ୍ୟ ମୁରାଦ ଆବୁ ମୁରାଦଙ୍କର ମୃତ୍ୟୁ ଘଟିଥିବା କଥା ଇସ୍ରାଏଲୀୟ ବାୟୁସେନା କହିଛି। ଗାଜା ଷ୍ଟ୍ରିପ୍‌ରେ ବାୟୁସେନା କାର୍ଯ୍ୟକଳାପ ବୁଝାଶୁଝା କରୁଥିବା ମୁଖ୍ୟାଳୟ ଉପରେ ବିମାନ ଆକ୍ରମଣ କରାଯିବାରୁ ତାଙ୍କର…

ନିଶା ଦେଇ ଟ୍ରେନ୍‌ ଯାତ୍ରୀଙ୍କୁ ଲୁଟୁଥିବା ମୁସ୍କାନ ଓ ତାଙ୍କର ୩ ସହଯୋଗୀ ଗିରଫ

ଭୁବନେଶ୍ବର : ନିଜର ଆକର୍ଷଣୀୟ ଚେହେରାରେ ଫସାଉଥିଲେ। ଆଉ ନିଶା ଦେଇ ଟ୍ରେନ୍‌ ଯାତ୍ରୀଙ୍କୁ ଲୁଟୁଥିଲେ। ରାଜଧାନୀ ଭୁବନେଶ୍ୱରର ବ୍ୟସ୍ତବହୁଳ ମାଷ୍ଟର କ୍ୟାଣ୍ଟିନ୍‌ରେ ନିଜର ଅପରାଧୀକ ସାମ୍ରାଜ୍ୟ ବିସ୍ତାର କରୁଥିଲେ ମୁସ୍କାନ ଓରଫ ସରିଫା ଖାତୁନ୍‌। ଆଜି ଭୁବନେଶ୍ୱର କମିଶନରେଟ୍‌ ପୁଲିସ୍‌…

ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଶପଥ ନେଇ ପ୍ରଶ୍ନ, ପିଆଇଏଲ ଉପରେ ୫ ଲକ୍ଷ ଜରିମାନା ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ବମ୍ବେ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ତ୍ରୁଟିପୂର୍ଣ୍ଣ ଶପଥକୁ ଚ୍ୟାଲେଞ୍ଜ କରି କରାଯାଇଥିବା ଆବେଦନ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ଆବେଦନ କରିଥିବା ବ୍ୟକ୍ତିଙ୍କ ଉପରେ ସର୍ବୋଚ୍ଚ ନ୍ୟାୟାଳୟ ୫ ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ସୁପ୍ରିମକୋର୍ଟରେ ଏକ…

ଦିଲ୍ଲୀ, ମହାରାଷ୍ଟ୍ର ଓ ଗୋଆରେ ହାଇଆଲର୍ଟ

ନୂଆଦିଲ୍ଲୀ: ଇସ୍ରାଏଲ-ହମାସ ଯୁଦ୍ଧ ତେଜୁଥିବା ବେଳେ ଦିଲ୍ଲୀ, ମହାରାଷ୍ଟ୍ର ଓ ଗୋଆରେ ଆଜି ହାଇ ଆଲର୍ଟ ଜାରି ହୋଇଛି। ଦିଲ୍ଲୀରେ ସମ୍ଭାବ୍ୟ ହିଂସା ହେବା ସଂକ୍ରାନ୍ତରେ ସୁରକ୍ଷା ସଂସ୍ଥା ପକ୍ଷରୁ ସୂଚନା ପାଇବାପରେ ଦିଲ୍ଲୀ ପୁଲିସ ସୁରକ୍ଷା କଡ଼ାକଡ଼ି କରିଛି। ଶୁକ୍ରବାର…

ରାହୁଲ ପଛୁଆବର୍ଗଙ୍କୁ ଅପମାନିତ କରୁଥିବା ଅଭିଯୋଗ

ହାଇଦ୍ରାବାଦ : ଗୋଟିଏ ପଟେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଜାତିଗତ ଜନଗଣନା କରିବେ ବୋଲି ପ୍ରତିଶ୍ରୁତି ଦେଇ କ୍ରମାଗତ ଭାବରେ ଓବିସି ପ୍ରସଙ୍ଗ ଉଠାଉଛନ୍ତି, ଯାହା ଦ୍ୱାରା ତାଙ୍କ ଦଳ ଦେଶର ବୃହତ୍ତମ ଜନସଂଖ୍ୟା ଓବିସିର ସମର୍ଥନ ପାଇପାରିବ।…

ଆଦାନୀ କଥା କହିବାରୁ ଆପ୍‌ ସାଂସଦଙ୍କ ଉପରେ ବର୍ଷିଲେ କୋର୍ଟ

ନୂଆଦିଲ୍ଲୀ: ଆମ୍‌ ଆଦମୀ ପାର୍ଟିର ରାଜ୍ୟସଭା ସାଂସଦ ସଂଜୟ ସିଂହଙ୍କ ଉପରେ ବର୍ଷିଲେ କୋର୍ଟ। ଆଦାନୀଙ୍କ କଥା ଉଠାଇବାରୁ ଦିଲ୍ଲୀର ଏକ ସ୍ୱତନ୍ତ୍ର କୋର୍ଟ ଆପ୍‌ର ଏହି ରାଜ୍ୟସଭା ସାଂସଦଙ୍କୁ ତାଗିଦ କରିଛନ୍ତି। ପ୍ରକୃତରେ ମନି ଲଣ୍ଡରିଂ ଅଭିଯୋଗରେ ଗତ ୪…