ଛୋଟ ଟଙ୍କିକିଆ କଏନ୍ ନିଷିଦ୍ଧ ହୋଇନି, ସବୁ ଜାଗାରେ ଏହା ଚଳାଇ ହେବ
ଭୁବନେଶ୍ବର: ଛୋଟ ଟଙ୍କିକିଆ କଏନ୍ ନିଷିଦ୍ଧ ହୋଇନି । ସବୁ ଜାଗାରେ ଏହା ଚଳାଇ ହେବ । ଛୋଟ ଟଙ୍କିକିଆ କଏନ ବନ୍ଦ ହୋଇନାହିଁ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ ଆଞ୍ଚଳିକ ନିର୍ଦ୍ଦେଶକ ଡକ୍ଟର ସାରଦା ପ୍ରସନ୍ନ ମହାନ୍ତି ସୂଚନା ଦେଇଛନ୍ତି…