Month: October 2023

ବାଚସ୍ପତିଙ୍କ ଉପରେ ଅସନ୍ତୋଷ ଝାଡ଼ିଲେ ସୁପ୍ରିମକୋର୍ଟ

ଦୁଇ ଖଣ୍ଡ ହୋଇଯାଇଥିବା ଶିବସେନାର ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା କରିବା ପାଇଁ ହୋଇଥିବା ଆବେଦନକୁ ନେଇ ଅସନ୍ତୋଷ ଝାଡ଼ିଛନ୍ତି ସୁପ୍ରିମକୋର୍ଟ। ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିବା ପାଇଁ ହେଉଥିବା ଦାବି ଉପରେ ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ବିଳମ୍ବ କରୁଥିବାରୁ ସୁପ୍ରିମକୋର୍ଟ ତାଙ୍କୁ…

ପୋଲିସ କମିସନରଙ୍କୁ ଭେଟି ଇକୋ-ଫ୍ରେଣ୍ଡଲି ଦୁର୍ଗା ପୂଜା ପାଇଁ ଗୁରୁତ୍ୱ ଦେଲେ ସାଇର ଛାତ୍ରଛାତ୍ରୀ

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ଛାତ୍ରଛାତ୍ରୀମାନେ ଅକ୍ଟୋବର ୧୨ରେ ଏକ “ଇକୋ-ଫ୍ରେଣ୍ଡଲି ଦୁର୍ଗା ପୂଜା” ପାଇଁ ସେମାନଙ୍କର ପଦକ୍ଷେପ ଉପସ୍ଥାପନ କରିବା ପାଇଁ ପୋଲିସ କମିଶନରଙ୍କୁ ଭେଟିଥିଲେ। ପରିବେଶ ସଂରକ୍ଷଣ ପ୍ରତି ଗଭୀର ପ୍ରତିବଦ୍ଧତା ସହ ପୂଜାର ଭବିଷ୍ୟତାକୁ ସମତୁଲ କରିବା…

‘ଅପରେସନ୍ ଅଜୟ’, ପ୍ରଥମ ବ୍ୟାଚରେ ଇସ୍ରାଏଲରୁ ଫେରିଲେ ୨୧୨ ଭାରତୀୟ

ଯୁଦ୍ଧର ଘମାଘୋଟ ଭିତରେ ‘ଅପରେସନ୍ ଅଜୟ’ ଜରିଆରେ ସ୍ୱଦେଶ ଫେରିଛନ୍ତି ପ୍ରଥମ ବ୍ୟାଚ୍‌ ଭାରତୀୟ। ପ୍ରଥମ ବ୍ୟାଚରେ ଇସ୍ରାଏଲରୁ ଭାରତ ଫେରିଛନ୍ତି ୨୧୨ ଜଣ ଭାରତୀୟ । ଅପରେସନ୍ ଅଜୟର ପ୍ରଥମ ବ୍ୟାଚରେ ୨୧୨ ଜଣ ଭାରତୀୟଙ୍କୁ ଇସ୍ରାଏଲରୁ ଉଦ୍ଧାର କରି…

ଶିଶୁ ସୁରକ୍ଷା କମିଟିର ସଦସ୍ୟଙ୍କୁ ପିିଟିପିଟି ହତ୍ୟା ଘଟଣା, ସିନ୍ ରିକ୍ରିଏସନ୍ କରିବ ହତ୍ୟାକରୀ ଡ୍ରାଇଭର

ବ୍ରହ୍ମପୁର : ବ୍ରହ୍ମପୁର ଗୋଷାଣୀ ନୂଆଗାଁରେ ମହିଳାଙ୍କୁ ହତ୍ୟା ଘଟଣାରେ ଆଜି ହେବ ସିନ୍ ରିକ୍ରିଏସନ୍। ହତ୍ୟାକରୀ ଡ୍ରାଇଭରକୁ ଘଟଣା ସ୍ଥଳକୁ ନେଇ ସିନ୍ ରିକ୍ରିଏଟ୍ କରିବ ପୋଲିସ୍ । ଗତକାଲି ବ୍ରହ୍ମପୁର ଗୋଷାଣୀ ନୂଆଗାଁ ନୀଳକଣ୍ଠ ନଗରରେ ସୌଦାମିନୀ ରଥ…

ସ୍କୁଟି ଯୋଜନା ରାଜ୍ୟ ସରକାରଙ୍କ ନିର୍ବାଚନୀ ଧୂଆଁବାଣ: କଂଗ୍ରେସ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ସ୍କୁଟି ଯୋଜନା ନିର୍ବାଚନୀ ଧୁଆଁବାଣ । କେବଳ ସ୍ୱୟଂ ସହାୟକ ଗୋଷ୍ଠିର ୨ ଲକ୍ଷ ମିଶନ ଶକ୍ତିର ମା’ ମାନଙ୍କୁ ସ୍କୁଟି ଦେଇଦେଲେ ମହିଳାମାନେ ସଶକ୍ତ ହେଇଯିବେ କି? ରାଜ୍ୟର ୭୦ଲକ୍ଷ ସ୍ୱୟଂସହାୟିକା ମହିଳାମାନଙ୍କର ଦିନକୁ…

ପୂର୍ବତନ ଡିଜିଙ୍କ ଘରେ କଳାକନା ବୁଲାଇ ଦେଲେ ଲୁଟେରା

ଭୁବନେଶ୍ୱର: CRPFର ପୂର୍ବତନ ଡିଜିଙ୍କ ଘରେ କଳାକନା ବୁଲାଇ ଦେଲେ ଲୁଟେରା। CRPFର ପୂର୍ବତନ ଡିଜି ବ୍ରଜ ବିହାରୀଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ପୁରୁଣା ଭୁବନେଶ୍ୱର ରଥ ରୋଡ଼ ସ୍ଥିତ ଘରୁ ଚୋରି ହୋଇଥିବା ନେଇ ପୂର୍ବତନ ଡିଜି…

ମହମ୍ମଦ ମୋକିମଙ୍କୁ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ

କଟକ: ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ । ଏକ ମିଥ୍ୟା ସତ୍ୟପାଠ ମାମଲାରେ ହାଜର ନ ହେବା କାରଣରୁ ବିଧାୟକ ମୋକିମଙ୍କୁ ଶୁକ୍ରବାର ଏହି ଜରିମାନା ଦେବାକୁ ଆଦେଶ ଦେଇଛନ୍ତି…

ଯୁଦ୍ଧ ମଧ୍ୟରେ ଇସ୍ରାଏଲକୁ ଧମକ ଦେଲା ଇରାନ

ଘନଉଛି ଇସ୍ରାଏଲ-ହମାସ ଯୁଦ୍ଧ। ଏହି ଯୁଦ୍ଧରେ କିଛି ରାଷ୍ଟ୍ର ହମାସକୁ ସମର୍ଥନ କରୁଥିବା ବେଳେ ଅନ୍ୟ କିଛି ରାଷ୍ଟ୍ର ଇସ୍ରାଏଲ ସପକ୍ଷରେ ଅଛନ୍ତି। ଏସବୁ ମଧ୍ୟରେ ଇସ୍ରାଏଲକୁ ଧମକ ଦେଇଛି ଇରାନ। ଇରାନ ବୈଦେଶିକ ମନ୍ତ୍ରୀ ହୋସେନ୍ ଅମିର ଅବ୍ଦୋଲାହିଆନ କହିଛନ୍ତି,…

ଡ୍ରିମ୍‌ -୧୧ରେ ଖେଳି ଦେଢ କୋଟି ଜିତିଲେ ପୁଲିସ୍‌ ଅଧିକାରୀ, ତଦନ୍ତ ନିର୍ଦ୍ଦେଶ

ଖାକି ବର୍ଦ୍ଦିରେ ଖେଳିଲେ ଅନଲାଇନ୍‌ ଗେମିଂ। ଆଉ ଖେଳୁ ଖେଳୁ ଖୋଲିଗଲା ଭାଗ୍ୟ, ଜିତିଗଲେ ଦେଢକୋଟି। ହଠାତ୍‌ କୋଟିପତି ପାଲଟିଯିବାରୁ ନିଜ ଖୁସି ବନ୍ଧବାଡ଼ ନ ମାନି ନ ଥିଲା। ଆଉ ନିଜ ଖୁସିକୁ ଗଣମାଧ୍ୟମ ସମ୍ମୁଖରେ କହିଦେଲେ ଅଧିକାରୀଜଣକ ।…

ଫେସବୁକରେ ଲାଇଭ୍ କରି ଜୀବନ ହାରିଲେ ଯୁବକ

ଗୋପ : ସୋସିଆଲ ମିଡିଆରେ ଲାଇଭ୍ କରି ଆତ୍ମହତ୍ୟା । ନିଜ ଦୋକାନ ଘରେ ରଶି ଲଗାଇ ଆତ୍ମହତ୍ୟା କଲେ ଯୁବକ । ମୃତକ ଗୋପ ବ୍ଲକ ବନ୍ତଳି ଗାଁର ସୁଜିତ୍ ସିହ୍ନା । ସୁଜିତ୍ ଦୀର୍ଘଦିନ ହେବ ନାଗପୁରର ଏକ…