ଶିଶୁ କଲ୍ୟାଣ କମିଟି ସଦସ୍ୟାଙ୍କୁ ହତ୍ୟା: ଅଭିଯୁକ୍ତ ଡ୍ରାଇଭର ଗିରଫ
ବ୍ରହ୍ମପୁର: ଗୋଷାଣୀନୂଆ ଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠ ନଗରରେ ଶିଶୁ କଲ୍ୟାଣ କମିଟି ସଦସ୍ୟଙ୍କୁ ସୌଦାମିନୀ ରଥଙ୍କୁ ହତ୍ୟା ଘଟଣାରେ ଡ୍ରାଇଭର ଗିରଫ ହୋଇଛନ୍ତି। ଏନେଇ ପୁଲିସ ସୂଚନା ଦେଇଛି। ତେବେ କେଉଁ କାରଣରୁ ଅଭିଯୁକ୍ତ ଏଭଳି ହତ୍ୟାକାଣ୍ଡ…